ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ୫ ଡଙ୍ଗା

ପୁରୀ: ପରମ୍ପରା ଅନୁଯାୟୀ ଗତକାଲି ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି । ପରମ୍ପରା ଅନୁସାରେ ଗତବର୍ଷ ଚାପର ହଳଦୀ ପାଣି ନୀତି ପରେ ନରେନ୍ଦ୍ର ପୁଷ୍କରିଣୀରେ ବୁଡାଇ ଦିଆଯାଇଥିବା ନନ୍ଦା, ଭଦ୍ରା ଚାପର ୪ଟି ଓ ବୈଜୟନ୍ତୀ ଚାପ ଡଙ୍ଗାକୁ ଚୈତ୍ର ପୂର୍ଣ୍ଣମୀରେ ପାଣି ଭିତରୁ ବାହାର କରାଯାଇଛି । ୨୮ ଜଣ ଭୋଇ […]

Read More Text.

ରାଜଧାନୀର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବାଚସ୍ପତିଙ୍କ ଆହ୍ୱାନ

ଭୁବନେଶ୍ବର: ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢୀ ଯୋଗଦେଇଥିଲେ । ଶ୍ରୀମତୀ ପାଢ଼ୀ ପତାକା ଉତ୍ତୋଳନ କରି ବେସାମାରିକ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ପ୍ୟାରେଡରେ ମୋଟ ୨୧ଟି ଦଳ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ ସୈନିକ ସ୍କୁଲ ପ୍ରଥମ, ଏନ୍ ସି ସି ଆର ଆଣ୍ଡ ଭି ସ୍କ୍ବାଡ୍ରନ୍ […]

Read More Text.

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଅଭିଯୋଗ

ଯାଜପୁର : ଧର୍ମଶାଳାରେ ରାଜନୈତିକ ହିଂସା । ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଅଭିଯୋଗ । ଯାଜପୁର ଜିଲ୍ଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆକ୍ରମଣ ଅଭିଯୋଗ। ଆଜି ନିର୍ବାଚନମଣ୍ଡଳୀର ଆରୁହା ପଞ୍ଚାୟତରେ ଚାଲିଥିବା ହିଙ୍ଗୁଳା ଯଜ୍ଞ ଉତ୍ସବକୁ ଯିବା ସମୟରେ ଏହି ଆକ୍ରମଣ ହୋଇଛି । ଯଜ୍ଞକୁ ଯିବା ପୂର୍ବରୁ ପାଖାପାଖି କିଛି ଲୋକ ଠେଙ୍ଗା ବାଡି ଧରି ପ୍ରଣବଙ୍କୁ ଅଟକାଇବା ଫଳରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା […]

Read More Text.

ମୁଁ ପଶ୍ଚିମବଙ୍ଗ ସରକାରଙ୍କ ମୁଖପାତ୍ର ନୁହେଁ: ଓୱେସି

କୋଲକାତା: କେନ୍ଦ୍ର ସରକାରଙ୍କ ୱକଫ୍‌ ଆଇନକୁ ବିରୋଧ କରି ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲାରେ ଚାଲିଥିବା ୱକଫ୍‌ ବିରୋଧୀ ଆନ୍ଦୋଳନ ଭୟଙ୍କର ହିଂସାର ରୂପ ନେଇଛି। ପଶ୍ଚିମବଙ୍ଗରେ ୱାକଫ ଆଇନ ବିରୋଧରେ ଘଟିଥିବା ହିଂସାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୁର୍ଶିଦାବାଦ, ୨୪ ପ୍ରଗଣା, ମାଲଦା ଏବଂ ହୁଗଲି ଜିଲ୍ଲାରେ ଘଟିଥିବା ହିଂସା ପରେ ଏପର୍ଯ୍ୟନ୍ତ ୧୫୦ ରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଛି। ମୁର୍ଶିଦାବାଦ ହିଂସା ଉପରେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱେସିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। […]

Read More Text.

ରାମ ମନ୍ଦିର ଆଗରୁ ଶିଶୁ ପୁତ୍ର ଚୋରି ଅଭିଯୋଗ; ପୋଲିସର ତନାଘନା

ଭୁବନେଶ୍ବର: ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଛି । ଜଣେ ଦୃଷ୍ଟିବାଧିତ ମାଆ କୋଳରୁ ଶିଶୁକୁ ଝାମ୍ପି ନେଲେ ଦୁର୍ବୃତ୍ତ । ରାମ ମନ୍ଦିର ପାଖରୁ ରାତି ୩ଟା ବେଳେ ଦୁର୍ବୃତ୍ତ ମାନେ ଝାମ୍ପି ନେଇଥିବା ଅଭିଯୋଗ ହୋଇଛି । ଏନେଇ ଖାରବେଳ ନଗର ଥାନାରେ ଅଭିଯୋଗ କରିଛନ୍ତି ଦୃଷ୍ଟିବାଧିତ ମାଆ । ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ଖାରାବେଳ ନଗର ଥାନା ପୋଲିସ । ମାଆର ଅଭିଯୋଗ ଅନୁସାରେ, […]

Read More Text.

ଫେସବୁକରେ ବନ୍ଧୁତା କରୁଥିଲେ ସାବଧାନ, ନିଜକୁ ପୋଲିସ କହି ୮ଲକ୍ଷ ୭୫ହଜାର ଠକି ନେଲେ ମହିଳା

ଭୁବନେଶ୍ୱର : ଫେସବୁକରେ ବନ୍ଧୁତା କରୁଥିଲେ ସାବଧାନ । ବନ୍ଧୁତ୍ବ ଆଳରେ ଟଙ୍କା ଠକିଥିବା ମହିଳା ଗିରଫ । ନିଜକୁ ପୋଲିସ କହି ୮ଲକ୍ଷ ୭୫ହଜାର ଠକେଇ ଅଭିଯୋଗରେ ସଂଯୁକ୍ତା ଭୂୟାଁଙ୍କୁ ଗିରଫ କଲା ଭୁବନେଶ୍ବର ସାଇବର ଥାନା ପୋଲିସ । ଅନ୍ଧାରୁଆ ଗାଁର ବିଷ୍ଣୁ ପ୍ରସାଦ ମୁଦୁଲିଙ୍କ ସହ ଫେସବୁକ୍ ରେ ବନ୍ଧୁତା କରି ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିଲା ଅଭିଯୁକ୍ତ ।  ନିଜ DPରେ ପୋଲିସ ଫଟୋ ରଖି ବିଷ୍ଣୁଙ୍କ ଠାରୁ ଲକ୍ଷ […]

Read More Text.

ଶ୍ରୀମନ୍ଦିର ପତିତପାବନ ବାନା ନେଇ ଉଡିଗଲା ଚିଲ !

ପୁରୀ: ମହାପ୍ରଭୁଙ୍କ ପତିତପାବନ ବାନା ଧରି ଉଡିଗଲା ଚିଲ।  ପୁରୀ ଶ୍ରୀ ମନ୍ଦିରରେ ଏପରି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି । ଏହି ଦୃଶ୍ୟର ଭିଡିଓ ଏବେ ସୋସିଆଲମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ପତିତପାବନ ବନା ଧରି ଏକ ଚିଲ ଉଡ଼ୁଥିବା ଦୃଶ୍ୟ ଦେଖିବାକୁ ମିଳିଛି । ମନ୍ଦିର ଚାରିପଟେ ବାନା ଧରି ଚିଲଟି ବହୁ ସମୟ ଧରି ଉଡିଥିଲା । ଚିଲଟିକୁ ଦେଖି ଯେପରି ଲାଗୁଥିଲା ସତେ ଯେମିତି  ପ୍ରିୟ […]

Read More Text.

ୱାକ୍‌ଫ ବିଲ୍ ପାସ୍‌ ହେବାପରେ ମଧ୍ୟପ୍ରଦେଶରେ ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ; ୨୦ ବର୍ଷର ମଦ୍ରାସା ଉପରେ ଚାଲିଲା ବୁଲଡୋଜର

ଭୋପାଳ: ଦେଶରେ ୱାକ୍‌ଫ ଆଇନ କାର୍ଯ୍ୟକାରୀ ହେବାପରେ ମଧ୍ୟପ୍ରଦେଶରେ ପ୍ରଥମ ଥର ପାଇଁ କୌଣସି ବେଆଇନ ମଦ୍ରାସା ଉପରେ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିକଟରେ ବିଜେପି ରାଜ୍ୟ ସଭାପତି ବିଷ୍ଣୁ ଦତ୍ତ ଶର୍ମା ଅଭିଯୋଗ କରିଥିଲେ ଯେ, ସରକାରୀ ଜମିରେ ଏକ ବେଆଇନ ମଦ୍ରାସା ନିର୍ମାଣ କରି ବେଆଇନ କାର୍ଯ୍ୟକଳାପ କରାଯାଉଛି। ଏହି ଅଭିଯୋଗ ଆଧାରରେ ପ୍ରଶାସନ ମଦ୍ରାସାକୁ ଏକ ନୋଟିସ ପଠାଇଥିଲା ଏବଂ ରବିବାର ସକାଳେ ଏହାକୁ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। କୁହାଯାଉଛି […]

Read More Text.

ପ୍ରସିଦ୍ଧ ଚଡକ ଯାତ୍ରାର ଆଜି ଅନ୍ତିମ ପର୍ବ ତଥା ପାଟ ପର୍ବ, ଜନସମୁଦ୍ର ପାଲଟିଛି ପୀଠ

ବିଶ୍ବ ପ୍ରସିଦ୍ଧ ବାବା ଚନ୍ଦନେଶ୍ବର ଶୈବପୀଠରେ ଅନୁଷ୍ଠିତ ହେଉଥିବା ଚଡକ ଯାତ୍ରାର ଆଜି ହେଉଛି ପାଟ ପର୍ବ। ଗତକାଲି ଅନୁଷ୍ଠିତ ହୋଇଥିଲା ମହାନୀଳ ପର୍ବ। ନୀଳ ପର୍ବରେ ମନ୍ଦିର ପରିସରରେ ଥିବା ନୀଳ ପୋଖରୀରୁ ଥମ୍ବୀ କାଠ ଉଠାଇ ମନ୍ଦିର ଚତୁର୍ପାର୍ଶ୍ବରେ ପରିକ୍ରମା କରାଯାଇ ନିତୀକାନ୍ତି ସମାପନ ହୋଇଥିଲା । କାଳବୈଶାଖୀ ବର୍ଷା ସତ୍ତ୍ୱେ ଲକ୍ଷାଧିକ ଭକ୍ତ ବର୍ଷାରେ ଭିଜିଭିଜି ଅର୍ଘ୍ଯ ପାଣି ଗ୍ରହଣ କରିଥିଲେ । ଗତକାଲି ୪ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା […]

Read More Text.

ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ: ୟୁନିଭରସିଟିକୁ ମିଳିବ ଅଧିକ ସ୍ୱାୟତ୍ତତା

ଭୁବନେଶ୍ବର: ରାଜ୍ୟରେ ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪ । ଆଜି ରାଜ୍ୟପାଳଙ୍କ ସ୍ୱୀକୃତି ମିଳିବା ପରେ ଲାଗୁ ହୋଇଛି । ଚଳିତ ବଜେଟ୍ ଅଧିବେଶନରେ ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪କୁ ଆଜି ରାଜ୍ୟପାଳ ହରିବାବୁ କମ୍ଭମପାଟି ସ୍ୱୀକୃତି ପ୍ରଦାନ କରିବା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୪କୁ ଓଡ଼ିଶାରେ ଲାଗୁ କରାଯାଇଛି । ତେବେ ଚଳିତ ବଜେଟ୍ ଅଧିବେଶନରେ ଗତ ଏପ୍ରିଲ ୨ ତାରିଖରେ ବିଧାନସଭାରେ ରାତି ତମାମ […]

Read More Text.