ଓଡ଼ିଆ ନବବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ, ଶ୍ରୀମନ୍ଦିର ପ୍ରଶାସନର ସୂଚନା କେନ୍ଦ୍ରରେ କ୍ରୟ ପାଇଁ ଉପଲବ୍ଧ
ପୁରୀ : ଓଡିଆ ନବବର୍ଷ ଅବସରରେ ପ୍ରକାଶ ପାଇଛି ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର । ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ଏହା ଲୋକାର୍ପିତ ହୋଇଅଛି । ସେହିପରି ପ୍ରଥମ ଥର ଲାଗି ପ୍ରକାଶିତ ଶ୍ରୀମନ୍ଦିରର ସୁଦୃଶ୍ୟ ସୂଚନା ପୁସ୍ତିକାର ମଧ୍ୟ ଲୋକାର୍ପଣ ହୋଇଛି । ଏହି ଅବସରରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ […]
Read More Text.