ବିକଶିତ ଓଡିଶା ଓ ବିକଶିତ ଭାରତ ଗଠନରେ ବୈଷୟିକ ଶିକ୍ଷାନୁଷ୍ଠାନର ଭୂମିକା ଗୁରୁତ୍ୱପୂର୍ଣ୍ଣ-ରାଜ୍ୟପାଳ

ଭୁବନେଶ୍ୱର: ବିକଶିତ ଓଡ଼ିଶା ଓ ବିକଶିତ ଭାରତର ଗଠନରେ ବୈଷୟିକ ଶିକ୍ଷାନୁଷ୍ଠାନମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି କହିଛନ୍ତି। ଆଜି ଭୁବନେଶ୍ୱରସ୍ଥିତ ରେଳବାଇ ଅଡିଟୋରିୟମଠାରେ ଅନୁଷ୍ଠିତ ଓଡିଶା ବୈଷୟିକ ଓ ଗବେଷଣା ବିଶ୍ୱ ବିଦ୍ୟାଳୟ (ଓୟୁଟିଆର)ର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ରାଜ୍ୟପାଳ ଏହା କହିଛନ୍ତି। ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ସମାବର୍ତ୍ତନ ଉତ୍ସବ କେବଳ ଅନୁଷ୍ଠାନ ପାଇଁ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ନୁହେଁ ବରଂ ଏହି ମର୍ଯ୍ୟାଦା […]

Read More Text.

ବରିଷ୍ଠ କଂଗ୍ରେସ ନେତା ସୁରନାଦ ରାଜଶେଖରନଙ୍କ ପରଲୋକ

ବରିଷ୍ଠ କଂଗ୍ରେସ ନେତା ସୁରନାଦ ରାଜଶେଖରନଙ୍କର କୋଚିର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି ।  ତାଙ୍କୁ ମୃତ୍ୟୁ ସମୟରେ ୭୬ ବର୍ଷ ବୟସ ହୋଇଥିଲା । ସକାଳ ପ୍ରାୟ ୧୧ଟାରେ ତାଙ୍କ ପାର୍ଥିବ ଶରୀରକୁ କୋଲାମର ଚଥାନ୍ନୁରସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଛି ।  ସନ୍ଧ୍ୟା ୫ଟାରେ ତାଙ୍କ ଘର ପ୍ରାଙ୍ଗଣରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ରାଜଶେଖରନ୍ କୋଲାମ ଜିଲ୍ଲାର ସାସ୍ଥାନକୋଟାର ଡିବି କଲେଜରେ କେରଳ ଛାତ୍ର ସଂଘ (KSU) କର୍ମୀ ଭାବରେ ତାଙ୍କର […]

Read More Text.

ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ

କଟକ: ଓଡ଼ିଶାର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି। ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନ କରିବେ। ଏନେଇ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ସମୟରେ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ସେ ଆହୁରି […]

Read More Text.

ଏପ୍ରିଲ ୧୨ରେ ଭୁବନେଶ୍ବର ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏବଂ ରସାୟନ ଏବଂ ସାର ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଶନିବାର ଏମ୍ସ ଭୁବନେଶ୍ୱର ଗସ୍ତରେ ଆସୁଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ଏହି ଜାତୀୟ ପ୍ରତିଷ୍ଠାନର ଅଭିବୃଦ୍ଧି ଏବଂ ଉତ୍କର୍ଷତାର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟର ସାକ୍ଷୀ ରହିବ। ଏହି ଗସ୍ତ ଅବସରରେ, ଶ୍ରୀ ନଡ୍ଡା କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ କରିବେ। ଏହି ବ୍ୟବସ୍ଥା, ଏମ୍ସ ଭୁବନେଶ୍ୱରର ଗବେଷଣା କ୍ଷମତାକୁ ଏକ ନୂତନ ଶିଖରକୁ ନେବାର ସମ୍ଭାବନା ରଖିଛି। […]

Read More Text.

ପ୍ରଫୁଲ୍ଲଙ୍କ ପରେ ନୃସିଂହ ରଖିଲେ କଡ଼ା ବୟାନ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଦଳୀୟ କାର୍ଯ୍ୟକଳାପରେ ଭି.କେ. ପାଣ୍ଡିଆନଙ୍କ ପ୍ରଭାବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ଆଉ ଏହାର କିଛି ଘଣ୍ଟା ପରେ, ଶୁକ୍ରବାର ଦିନ ଆଉ ଜଣେ ବରିଷ୍ଠ ନେତା ନୃସିଂହ ସାହୁ ମଧ୍ୟ କଡ଼ା ଓ ସ୍ପଷ୍ଟ ମନ୍ତବ୍ୟ ଦେଇଛନ୍ତି। ନୃସିଂହ ସାହୁ ଦଳର ନିର୍ବାଚନୀ ପରାଜୟ ଓ ଅଭ୍ୟନ୍ତରୀଣ ବିବାଦ ପାଇଁ ପାଣ୍ଡିଆନଙ୍କ ରାଜନୈତିକ ପ୍ରବେଶକୁ ଦାୟୀ କରିଛନ୍ତି। ସେ କହିଛନ୍ତି, “ପାଣ୍ଡିଆନ […]

Read More Text.

ଦୁଇ ଯାତ୍ରା ମାଲିକଙ୍କୁ ଅଗ୍ରୀମ ଟଙ୍କା ଫେରାଇଲେ ପୀୟୂଷ

ଭୁବନେଶ୍ୱର : ପଡିବ ଯାତ୍ରା ଯୁଦ୍ଧରେ ଯବନିକା ? ଯାତ୍ରା ମାଲିକଙ୍କୁ ଟଙ୍କା ଫେରାଇଛନ୍ତି ଅଭିନେତା ପୀୟୂଷ ତ୍ରିପାଠୀ । ଦୁଇ ଯାତ୍ରା ମାଲିକଙ୍କୁ ଫେରାଇଲେ ଅଗ୍ରୀମ ଟଙ୍କା । ଭୁବନେଶ୍ବର ଏକ ହୋଟେଲକୁ ଯାଇ ଟଙ୍କା ଫେରାଇଛନ୍ତି । ସୂର୍ଯ୍ୟ ମନ୍ଦିରକୁ ୬୦ ଲକ୍ଷ , ସିଂହବାହିନୀକୁ ୫୫ଲକ୍ଷ ଟଙ୍କା ଫେରାଇଲେ । ମାଲିକ ସଂଘ ଆଗରେ କ୍ଷମା ମାଗିଲେ ପୀୟୁଷ । ପୀୟୁଷ ଟଙ୍କା ଫେରସ୍ତ କରିଥିବା ସ୍ପଷ୍ଟ କଲେ ଯାତ୍ରା ମାଲିକ ସଂଘ ସଭାପତି […]

Read More Text.

ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ଜିନପିଙ୍ଗ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ପାରସ୍ପରିକ ଶୁଳ୍କ ୧୪୫%କୁ ବୃଦ୍ଧି କରିବା ପରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ ଘନେଇବାରେ ଲାଗିଛି। ଚୀନ ଆମେରିକା ଉତ୍ପାଦ ଉପରେ ୧୨୫% ଶୁଳ୍କ ଲାଗୁ କରିବା ପରେ ଟ୍ରମ୍ପ ଏହି ପଦକ୍ଷେପ ନେଇଛନ୍ତି। ତେବେ ଟ୍ରମ୍ପଙ୍କ ଏପରି ଆଚରଣକୁ ନେଇ ଚୀନ ରାଷ୍ଟ୍ରପତି ସି ଜିନିପିଙ୍ଗ ପ୍ରଥମ ଥର ଲାଗି ମୁହଁ ଖୋଲିଛନ୍ତି। ଜିନପିଙ୍ଗ କହିଛନ୍ତି, ଆମେରିକାର ଏହି ପଦକ୍ଷେପରେ ଚୀନ ଭୟଭୀତ ହେଉନାହିଁ। ଅନ୍ୟପଟେ […]

Read More Text.

ନବୀନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର: ପାଣ୍ଡିଆନଙ୍କୁ ନେଇ ନବୀନ ଯାହା କହିଲେ ବି ତାହାକୁ ସହଜରେ ମାନିପାରୁନାହାନ୍ତି ବିଜେଡିର ବରିଷ୍ଠ ନେତା | ଆଜି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ ବିସ୍ଫୋରଣ କରିଛନ୍ତି | ବିଜେଡି ନେତାଙ୍କ ହୋଟେଲ୍ ମେଳି ନେଇ ନବୀନଙ୍କ ତାଗିଦ୍ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକ | ସେ କହିଛନ୍ତି ଯେ ନାଲି ଆଖି କେହି କାହାକୁ ଦେଖାଇ ପାରିବେ ନାହିଁ | ଆମେ କେତେବେଳେ କେଉଁଠି ବସିବୁ […]

Read More Text.

ପୂର୍ବ ସରକାରଙ୍କ ଅବହେଳାକୁ ସମାଲୋଚନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

କଟକ: ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଆରୋଗ୍ୟ ଯୋଜନା ଏବଂ ବୟୋ ବନ୍ଦନା ଯୋଜନାର ଶୁଭାରମ୍ଭ ଅବସରରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହାକୁ ଐତିହାସିକ ଯୋଜନା ଭାବେ ବର୍ଣ୍ଣନା କରି କହିଛନ୍ତି ଯେ ପୂର୍ବ ସରକାର ଅମଳରେ ସ୍ୱାସ୍ଥ୍ୟ ଯୋଜନାରେ ପରିବାର ପିଛା ଗୋଟିଏ କାର୍ଡ ଦିଆଯାଉଥିବା ବେଳେ ଏବେ ରାଜ୍ୟ ସରକାର ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ଗୋଟିଏ ଲେଖାଏଁ କାର୍ଡ ଯୋଗାଇ ଦେବେ। ଦେଶର ୨୯ ହଜାର ସରକାରୀ ଓ ପଂଜିକୃତ ବେସରକାରୀ ହସ୍ପିଟାଲରେ ମାଗଣା […]

Read More Text.

ବେଆଇନ ଖଣିରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ

ସୁନ୍ଦରଗଡ: ବେଆଇନ ଖଣିର ତଦନ୍ତ ପାଇଁ ଆଜି ସୁନ୍ଦରଗଡର ତେଲେନଡିହିରେ ପହଞ୍ଚିଛି ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ । ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ଆଜି ଭୁବନେଶ୍ବରରୁ ଖଣି ଏବଂ ଭୂତତ୍ତ୍ବ ବିଭାଗର ଏକ ନଅ ଜଣିଆ ଟିମ୍ ଆସି ବେଆଇନ କୋଇଲା ଖଣି ଗୁଡ଼ିକ ବୁଲି ଦେଖିବା ସହ ମାପଚୁପ କରିଛନ୍ତି । ସାଙ୍ଗରେ ହେମଗିରି ତହସିଲଦାର ସାରିକାରାଣୀ ଧମେଲ, ଆରଆଇ ,ବନବିଭାଗ ରେଞ୍ଜ ଅଫିସର ଅଛନ୍ତି। ଆକଳନ […]

Read More Text.