କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍ରେ ଯୋଗ ଦେଲେ
କେନ୍ଦୁଝର : ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ ଷ୍ଟାଡିୟମ ଯାଇ ସେଠାରେ ଚାଲିଥିବା ୩୯ତମ ସବ୍ ଜୁନିୟର ବାଳକ ହ୍ୟାଣ୍ଡବଲ ଚମ୍ପିୟନଶିପ୍ରେ ଯୋଗ ଦେଇଥିଲେ। ତାଙ୍କ ସହ ପାଟଣା ବିଧାୟକ ଡାକ୍ତର ଫକୀର ମୋହନ ନାଏକ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଏଠାରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା […]
Read More Text.