ରୁଷିଆରେ ଆଳୁ ସଙ୍କଟ: ଚିନ୍ତାରେ ପୁଟିନ୍
ମସ୍କୋ:ୟୁକ୍ରେନ ପକ୍ଷରୁ ରୁଷିଆ ଉପରେ ଡ୍ରୋନ୍ ଆକ୍ରମଣ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅସ୍ଥିର କରିଦେଇଛି। ଆକ୍ରମଣ ଏପରି ଥିଲା ଯେ, ଏହା ରୁଷିଆର ଆଭ୍ୟନ୍ତରରେ ପହଞ୍ଚିଥିଲା। ଯାହାକୁ ନେଇ ରୁଷିଆ କଳ୍ପନା ମଧ୍ୟ କରି ନଥିଲା। କିନ୍ତୁ ଏବେ ବିଶ୍ୱର ସବୁଠାରୁ ଅଧିକ ଆଳୁ ଖାଉଥିବା ଦେଶ ରୁଷିଆର ଲୋକଙ୍କ ଥାଳିରୁ ଆଳୁ ଅଦୃଶ୍ୟ ହେବା ଆରମ୍ଭ କରିଛି। ଦେଶରେ ଆଳୁ ଦର ଏବେ ଆକାଶଛୁ୍ଆଁ ହେବରେ ଲାଗିଛି। ଏହି ସଙ୍କଟ ନେଇ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ […]
Read More Text.