ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ଜିଲ୍ଲା ସହକାରୀ ଜିଲ୍ଲାପାଳ ଅଶ୍ଵିନୀ ନାୟକ ଗୁରୁତର
ଯାଜପୁର : ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ଜିଲ୍ଲା ସହକାରୀ ଜିଲ୍ଲାପାଳ ଅଶ୍ଵିନୀ ନାୟକ ଗୁରୁତର ଭାବେ ଆହତ। ଏଥିସହ ଗାଡି ଚାଳକ ମଧ୍ୟ ସାମାନ୍ୟ ଆହତ ହେଇଛନ୍ତି । ଆଜି ଶ୍ରୀ ନାୟକ ଭୁବନେଶ୍ୱରରୁ ଏକ ଇନୋଭା ଗାଡିରେ ବାଲେଶ୍ଵର ଯାଉଥିବା ବେଳେ ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ମୁଳାପାଳ ଛକ ନିକଟରେ ଏକ ଟ୍ରକ ଧକ୍କା ଦେଇଥିଲା । ଫଳରେ ଏହି ଦୁର୍ଘଟଣାରେ ସହକାରୀ ଜିଲ୍ଲାପାଳଙ୍କ ଗୋଡ ହାତ ଭାଙ୍ଗିବା ସହ […]
Read More Text.