ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲା, ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଲେ ହାଇକୋର୍ଟ
କଟକ : ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲାରେ ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ଆସନ୍ତା ମେ ୫ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ବିଷ୍ଣୁପଦ ସେଠୀଙ୍କ ସମେତ ତାଙ୍କ ପତ୍ନୀ ଓ ଝିଅଙ୍କ ଅନ୍ତରୀଣ ସୁରକ୍ଷା ମଧ୍ୟ ବଳବତ୍ତର ରହିଛି । ଏହା ଭିତରେ ବିଷ୍ଣୁପଦଙ୍କ ସମେତ ତାଙ୍କ ପତ୍ନୀ ଓ ଝିଅଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ପାରିବ ନାହିଁ ସିବିଆଇ । ଆସନ୍ତା ମେ ୫ […]
Read More Text.