ଦିଲ୍ଲୀରୁ ଫେରି ନବୀନଙ୍କୁ ଭେଟିଲେ ସାଂସଦ ମୁନ୍ନା ଖାଁ, କହିଲେ ଶୀଘ୍ର ତଦନ୍ତ କରି ନିଷ୍ପତ୍ତି ନେବେ ସଭାପତି
ଭୁବନେଶ୍ୱର : ସଂଖ୍ୟାଲଘୁଙ୍କ ସ୍ବାର୍ଥ ରକ୍ଷା ବିଜେଡିର ପ୍ରାଥମିକତା । ରାଜ୍ୟସଭାରେ ଯାହା ଘଟିଛି ଅନୁଧ୍ୟାନ କରିବି । ଯାହା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା କଥା କରିବି । ଏହା କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେଡି ଏକ ଧର୍ମନିରପେକ୍ଷ ଦଳ । ବିଜେଡି ସବୁବେଳେ ସଂଖ୍ୟାଲଘୁଙ୍କ ସହ ରହିଛି ବୋଲି କହିଛନ୍ତି ନବୀନ । ଆଜି ନବୀନ ନିବାସରେ ନବୀନଙ୍କୁ ଭେଟିଛନ୍ତି ସାଂସଦ ମୁନ୍ନା ଖାଁ । ଦିଲ୍ଲୀରୁ ଫେରିବା ପରେ ଆଜି ନବୀନ […]
Read More Text.