ଶିକ୍ଷୟିତ୍ରୀଙ୍କ ବିରୁଦ୍ଧରେ ଶୃଖଂଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଡ଼ିଇଓଙ୍କ ନିର୍ଦ୍ଦେଶ
ଆଗରପଡ଼ା :ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ପୋଡ଼ାପାଟଣା ସରକାରୀ ୟୁଜିଏମଇ ବିଦ୍ୟାଳୟରେ ସହକାରୀ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ କୁଳପ୍ରଭା ସୂଅରଙ୍କ ବିରୁଦ୍ଧରେ ଶୁୃଖଂଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଇଓ,ବନ୍ତଙ୍କୁ ଜିଲ୍ଲା ଶିକ୍ଷାଧିକାରୀ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ; ଶ୍ରୀମତୀ ସୂଅର ବିଦ୍ୟାଳୟ ଉପସ୍ଥାନ ରେଜିଷ୍ଟାରରେ ନିଜ ଉପସ୍ଥାନକୁ ଟେମ୍ପରିଂ କରିଥିବାରୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଡ଼ିଇଓ ବନ୍ତ,ବିଇଓଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପରେ ବିଇଓ ଶ୍ରୀମତୀ ସୂତାର କୌଣସି ମନ୍ଦ ଉଦ୍ଦେଶ୍ୟ ରଖି ଜାଣିଶୁଣି […]
Read More Text.