ରାମନବମୀ ଶୋଭାଯାତ୍ରା: ବାଇକ୍ରେ ଆସି ଯୁବକଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ
ବାଲେଶ୍ବର: ଆଜି ପବିତ୍ର ରାମନବମୀ ଉପଲକ୍ଷେ ଉତ୍ସବମୁଖର ହୋଇଛି ଦେଶ ଠୁ ଆରମ୍ଭ କରି ସମଗ୍ର ରାଜ୍ୟ । ସକାଳୁ ସକାଳୁ ମଠ ଓ ମନ୍ଦିର ମାନଙ୍କରେ ଭକ୍ତଙ୍କ ପ୍ରବଳ ଭିଡ ପରିଲିକ୍ଷିତ ହୋଇଛି । ଅନେକ ସ୍ଥାନରେ ରାମନବମୀ ଅବସରରେ ଶୋଭାଯାତ୍ରାର ଆୟୋଜନ କରାଯାଇଛି। ବାଲେଶ୍ବର ଜିଲ୍ଲା ସୋରରେ ମଧ୍ୟ ଆଜି ରାମନବମୀକୁ ବେଶ ଖୁସିର ସହ ପାଳନ କରାଯାଉଥିବା ବେଳେ ଶୋଭାଯାତ୍ରାକୁ ଆସିଥିବା ଜଣେ ଯୁବକଙ୍କୁ ଏକ ଧାରୁଆ ଛୁରୀରେ ଆକ୍ରମଣ କରାଯାଇଥିବା ଜଣାପଡ଼ିଛି। […]
Read More Text.