IMG 20260630 WA0224

ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ବାରିପଦା : ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ, ମୟୂରଭଞ୍ଜ ପକ୍ଷରୁ ଆଜି ବାରିପଦାସ୍ଥିତ ମିଶନ ଶକ୍ତି ହଲ୍‌ରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ନିହାରିକା ମହାନ୍ତିଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଭାବମେୟ ପରିବେଶରେ ମଧ୍ୟରେ ଅନୁଷ୍ଠିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀମତୀ ମହାନ୍ତିଙ୍କ ଦୀର୍ଘ କର୍ମମୟ ଜୀବନ, ନିଷ୍ଠାପର ସେବାଭାବ ଏବଂ ପ୍ରଶାସନିକ ଦକ୍ଷତାର ଭୂୟସୀ ପ୍ରଶଂସା କରିଥିଲେ । ସେ କହିଥିଲେ ଯେ, […]

Read More Text.
IMG 20260630 WA0222

ଓଡ଼ିଶା ସରକାରଙ୍କ ସଫଳ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମ

ମାତୃ ମୃତ୍ୟୁହାର ହ୍ରାସ ସହ ବିକାଶ ସୂଚକରେ ଶତପ୍ରତିଶତ ସଫଳତା ହାସଲ ପାଇଁ ସମନ୍ୱିତ ପ୍ରୟାସ ଉପରେ ଗୁରୁତ୍ୱାରୋପ ବାରିପଦା : ଓଡ଼ିଶା ସରକାରଙ୍କ ସଫଳ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ରାଜ୍ୟବ୍ୟାପୀ ସରକାରୀ ଜନସମ୍ପର୍କ ଓ ସହଭାଗିତା କାର୍ଯ୍ୟକ୍ରମ ଅନ୍ତର୍ଗତ ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମ ଆଜି ବାରିପଦାସ୍ଥିତ ସହୀଦ ସ୍ମୃତି ଭବନଠାରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ୟୁନିଟ୍‌, ମୟୂରଭଞ୍ଜ ପକ୍ଷରୁ ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲାର ଆକାଂକ୍ଷୀ ବ୍ଲକ୍‌ଗୁଡ଼ିକରେ ବିକାଶ ସୂଚକର ଉନ୍ନତି, […]

Read More Text.
Screenshot 2026 06 29 220957 750x430

ପେଟ୍ରୋଲ, ଡିଜେଲ କଟକଣା ପ୍ରତ୍ୟାହୃତ, ଜୁଲାଇ ୧ରୁ ହେବ ଲାଗୁ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ କ୍ଷେତ୍ରର ତୈଳ ବିପଣନ କମ୍ପାନୀଗୁଡ଼ିକର ଖୁଚୁରା ଦୋକାନ ମାଧ୍ୟମରେ ମୋଟର ସ୍ପିରିଟ୍ (ଏମଏସ) ଏବଂ ହାଇ ସ୍ପିଡ୍ ଡିଜେଲ(ଏଚଏସଡି)ର ବିକ୍ରୟ ଏବଂ ବଣ୍ଟନକୁ ନିୟନ୍ତ୍ରଣ କରୁଥିବା ଅସ୍ଥାୟୀ ନିୟାମକ ପଦକ୍ଷେପଗୁଡ଼ିକୁ ପ୍ରତ୍ୟାହାର କରିଛନ୍ତି। ଜୁଲାଇ ୧ରୁ ଏହା ଲାଗୁ ହେବ ବୋଲି ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ସୂଚନା ଦେଇଛି। ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ସୃଷ୍ଟି ହୋଇଥିବା ବାଧା ମଧ୍ୟରେ ସରକାର ଖୁଚୁରା ପେଟ୍ରୋଲ ଓ ଡିଜେଲ ମୂଲ୍ୟକୁ […]

Read More Text.
Army chief

ଧୀରଜ ସେଠ୍ ହେଲେ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ : ଜେନେରାଲ ଉପନ୍ଦ୍ରେ ଦ୍ବିବେଦୀଙ୍କ ସ୍ଥାନ ନେଲେ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ୍ । ଧୀରଜ ସେଠ୍ ସ୍ଥଳସେନା ମୁଖ୍ୟ । ରାଷ୍ଟ୍ରୀୟ ପ୍ରତିରକ୍ଷା ଏକାଡେମୀ ବା NDAର ପୂର୍ବତନ ସ୍ନାତକ ଜେନେରାଲ୍ ଧୀରଜ ସେଠ୍ ନୂଆ ସ୍ଥଳସେନା ମୁଖ୍ୟ ଦାୟିତ୍ବ ଗ୍ରହଣ କରିଛନ୍ତି । ସେନା ମୁଖ୍ୟ ଦାୟିତ୍ବ ଗ୍ରହଣ ପୂର୍ବରୁ ଜେନେରାଲ୍ ସେଠ୍ ସେନାର ଉପ-ମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ଜେନେରାଲ ଧୀରଜ ସେଠ୍ ଦାୟିତ୍ବ ଗ୍ରହଣ କରିବା ପରେ ଅବସର ନେଲେ ସ୍ଥଳସେନା […]

Read More Text.
Amit shah

ଦିଲ୍ଲୀରେ ହାଇ-ପ୍ରୋଫାଇଲ୍ ବୈଠକ ! ଶାହ-କେଭି ଏକାନ୍ତ ଆଲୋଚନା

ଭୁବନେଶ୍ୱର : ଦିଲ୍ଲୀରେ ହାଇ-ପ୍ରୋଫାଇଲ୍ ବୈଠକ! । ଗତକାଲି ଦିଲ୍ଲୀ ଦରବାରରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟରେ ହୋଇଥିବା ଏକାନ୍ତ ଆଲୋଚନା ଏବେ ରାଜ୍ୟ ରାଜନୀତିରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି। କେନ୍ଦ୍ର ଓ ରାଜ୍ୟ ସ୍ତରରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଚାଲିଥିବା ଗୁଜବ ମଧ୍ୟରେ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ବିଶେଷ କରି ଆସନ୍ତା ଜୁଲାଇ ୪ ଏବଂ ୫ ତାରିଖରେ ଅମିତ ଶାହ ବରଗଡ଼ […]

Read More Text.
Screenshot 2026 06 30 155041 750x430

ବଢିଲା ରବି ଧାନ ସଂଗ୍ରହ ଅବଧି, ଚାଷୀଙ୍କୁ ଆଶ୍ୱସ୍ତୀ

ଭୁବନେଶ୍ୱର: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ୍ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ସରକାର। ଏଯାଏ ୧୮.୭୯ ଲକ୍ଷ ମେଟ୍ରିକ୍ ଟନ ଧାନ ସଂଗ୍ରହ ହୋଇଛି। ୫ ଜିଲ୍ଲାରେ ଧାନ ପଡ଼ି ରହିଥିବାରୁ ସରକାର ଧାନ ସଂଗ୍ରହ ଅବଧି ବୃଦ୍ଧି କରିଥିବା ମନ୍ତ୍ରୀ କହିଛନ୍ତି। ରବି ଧାନ ସଂଗ୍ରହ […]

Read More Text.
Court order

ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପୂର୍ବତନ କନିଷ୍ଠ ଯନ୍ତ୍ରୀ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ 

​ବାରିପଦା : ଆଜି ସୋମବାର ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗ ସଂକ୍ରାନ୍ତ  ଏକ ମାମଲାର  ବିଚାରକରି  ଭିଜିଲାନ୍ସ କୋର୍ଟ ର ବିଚାରପତି  ପୁର୍ଣିମା ଜେନା  ମୟୁରଭଞ୍ଜ ଜିଲ୍ଲା ଉଠାଜଳସେଚନ ବିଭାଗର ପୂର୍ବତନ ତଥା ଅବସରପ୍ରାପ୍ତ କନିଷ୍ଠ ଯନ୍ତ୍ରୀ ଗଙ୍ଗାଧର ମହାନ୍ତ କୁ ଦୁର୍ନୀତୀ ନିବାରଣ ଆଇନ ଦଫା 13(2) ରିଡ ଉଇଥ 13(1)(ଇ ) ଅଫ ପିସି ଆକ୍ଟ 1988/1109 ଆଇପିସି ଅନୁଯାୟୀ ଦୁଇ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଏକ ଲକ୍ଷ୍ ଟଙ୍କା ଜୋରିମାନା ରେ […]

Read More Text.
IMG 20260629 WA0246

କାର୍ଯ୍ୟଭାର ଗ୍ରହଣ ପରେ ରାଇରଙ୍ଗପୁର ଆରକ୍ଷୀ ଅଧିକ୍ଷକଙ୍କ  ସାମ୍ବାଦିକ ସମ୍ମିଳନୀ

ବାରିପଦା : ରାଇରଙ୍ଗପୁର ନୂତନ ପୁଲିସ ଜିଲ୍ଲାର ପ୍ରଥମ ନବନିଯୁକ୍ତ ଆରକ୍ଷୀ ଅଧୀକ୍ଷକ (ଏସ୍‌.ପି), ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର  ଔପଚାରିକ ଭାବେ ତା’ଙ୍କ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ରାଇରଙ୍ଗପୁରସ୍ଥିତ ତା’ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ସାମ୍ବାଦିକ ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେ କହିଥିଲେ ରାଇରଙ୍ଗପୁର ହେଉଛି ମହାମହିମ ରାଷ୍ଟ୍ରପତିଙ୍କ ଜନ୍ମମାଟି ଏବଂ ନୂତନ ପୁଲିସ ଗଠନ କ୍ରମେ ଜିଲ୍ଲାରେ ପ୍ରଥମ ଅଧିକ୍ଷକ ଭାବେ ଅବସ୍ଥାପିତ ତାଙ୍କ ପାଇଁ ଏକ ସୌଭାଗ୍ୟ। […]

Read More Text.
IMG 20260629 WA0283

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥଯାତ୍ରା-୨୦୨୬ ପାଇଁ ପ୍ରସ୍ତୁତି ବୈଠକ 

ବାରିପଦା : ଚଳିତ ବର୍ଷ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥଯାତ୍ରା-୨୦୨୬କୁ ଶାନ୍ତି, ଶୃଙ୍ଖଳା, ସୁରକ୍ଷା ଏବଂ ପାରମ୍ପରିକ ନୀତିକାନ୍ତି ଅନୁଯାୟୀ ସୁପରିଚାଳନା କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ତତ୍ତ୍ୱାବଧାନରେ ବାରିପଦା ଦେବତ୍ତର ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ  ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ଓ ସାଧାରଣ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଡ଼. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।           ବୈଠକରେ ବାରିପଦା […]

Read More Text.
IMG 20260629 WA0264

ଗୋପବନ୍ଧୁ ଭବନ ଓଁକାର ବାଟିକାରେ ସନ୍ଥ ଦିବସ

ବାରିପଦା : ଗାନ୍ଧିଜୀ କହୁଥିଲେ ମୋ ଘର ଚାରିପଟେ ଧର୍ମର ପ୍ରାଚୀର ଉଠୁ ଆପତ୍ତି ନାହିଁ, କିନ୍ତୁ ମୋ ଘର ଦେଇ ସର୍ବଧର୍ମର ମହକ ବାସ୍ନାୟିତ କରୁ। ସେହି ମର୍ମରେ ସଦ୍‌ଭାବନା ସମିତିର ୫୬୫ ତମ ମାସିକ ସନ୍ଥ ଦିବସ ସ୍ଥାନୀୟ ଗୋପବନ୍ଧୁ ଭବନଠାରେ ଦେବସ୍ନାନ ପୂର୍ଣ୍ଣିମା ତିଥିରେ ପାଳିତ ହୋଇଯାଇଛି। କୋଷାଧ୍ୟକ୍ଷ ସନ୍ଦିପ କୁମାର ଚାନ୍ଦଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ‘ଜୀବନରେ କର୍ତ୍ତବ୍ୟ ପାଶୋରୀ ମଉଜ ମଜଲିସର ଶୁଷ୍କ ଉତ୍ସବ କର୍ମ ପୁଞ୍ଜିର ପୁଣ୍ୟ ନୁହେଁ’ […]

Read More Text.