ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ, ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ
ଭୁବନେଶ୍ବର : ଲାଞ୍ଚୁଆ ଇଞ୍ଜିନିୟରଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ ଗିରଫ । ଭୁବନେଶ୍ବର ରୁରାଲ ୱାର୍କସର ଆସିଷ୍ଟାଣ୍ଟ ଇଞ୍ଜିନିୟର ନରେଶ ଦାସ । ୧ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ବିଲ୍ କରାଇବାକୁ କଣ୍ଟ୍ରାକ୍ଟରଙ୍କଠାରୁ ଲାଞ୍ଚ ନେଲାବେଳେ ଧରାପଡ଼ିଥିଲେ । ଯାଞ୍ଚବେଳେ ୩ ଲକ୍ଷ ୫୬ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଗତକାଲି ଏକ ଲକ୍ଷ ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା ଭିଜିଲାନ୍ସ । […]
Read More Text.