IMG 20260629 WA0259

ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ 

୨୭ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ଓ ୪୯ ଜଣଙ୍କୁ ଜଙ୍ଗଲ ଜମି ଶିରୋନାମା ପ୍ରଦାନ ବାରିପଦା  : ବାରିପଦା ତହସିଲ ପକ୍ଷରୁ ସ୍ଥାନୀୟ  ରଘୁନାଥପୁରସ୍ଥିତ  ଲେପ୍ରୋସି କଲୋନୀଠାରେ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ୨୭ ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ଏବଂ ୪୯ ଜଣଙ୍କୁ ଜଙ୍ଗଲ ଜମି ଶିରୋନାମା ପ୍ରଦାନ କରାଯାଇଥିଲା।                କାର୍ଯ୍ୟକ୍ରମରେ  ନଗର ଉନ୍ନୟନ ମନ୍ତ୍ରୀ ଡ଼. […]

Read More Text.
Assam

ଆସାମରେ ବନ୍ୟା ବିତ୍ପାତ: ୨୨ ହଜାର ପ୍ରଭାବିତ, ସହାୟତା ପ୍ରତିଶ୍ରୁତି ଦେଲେ ଅମିତ ଶାହ

ଗୌହ୍ବାଟୀ : ଆସାମରେ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ହାହାକାର ସ୍ଥିତି ଦେଖାଦେଇଛି । ବର୍ଷା ଯୋଗୁଁ ନଦୀରେ ଜଳସ୍ତର ବଢିବାରେ ଲାଗିଛି । ଏକ ରେଳ ବ୍ରିଜ କ୍ଷତିଗ୍ରସ୍ତ ଯୋଗୁଁ ଏକ ଅଞ୍ଚଳକୁ ରେଳ ସଂଯୋଗ ଶେଷ ହୋଇଛି । ବନ୍ୟା ଯୋଗୁଁ ୬ଟି ଜିଲ୍ଲାରେ ପ୍ରାୟ ୨୨ ହଜାର ଲୋକେ ପ୍ରଭାବିତ ହୋଇଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଏନେଇ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମାଙ୍କ ସହ କଥା ହୋଇଛନ୍ତି । ବନ୍ୟା ସ୍ଥିତି ସମ୍ପର୍କରେ ପଚାରି […]

Read More Text.
Ram mandira 300x169

ରାମ ମନ୍ଦିର ଦାନରାଶି ଚୋରି ମାମଲାରେ ତତ୍କାଳ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ଅଯୋଧ୍ୟା ରାମ ମନ୍ଦିର ଦାନରାଶି ଚୋରି ମାମଲାକୁ ନେଇ ସୁପ୍ରିମକୋର୍ଟ ବଡ଼ ରାୟ । ସୁପ୍ରିମକୋର୍ଟ ଏହି ମାମଲାରେ ତୁରନ୍ତ ଶୁଣାଣି କରିବାକୁ ମନା କରିଦେଇଛନ୍ତି । କୋର୍ଟ ଯାଚିକା ଦାୟର କରିଥିବା ବ୍ୟକ୍ତିଙ୍କୁ ପ୍ରଶ୍ନ ପଚାରିଥିଲେ । ଏହି ମାମଲାର ଶୁଣାଣି ଛୁଟି ସରିବା ପରେ ହେବ ବୋଲି କୋର୍ଟ କହିଛନ୍ତି । ରାମ ଜନ୍ମଭୂମି ଟ୍ରଷ୍ଟ ଏହି ଅର୍ଥକୁ ଭୁଲ୍ ଭାବେ ବ୍ୟବହାର କରୁଥିବା ଅଭିଯୋଗ ହୋଇଥିଲା । ଏହି ଅଭିଯୋଗକୁ […]

Read More Text.
Amit saha

ଜୁଲାଇ ୪ରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ସୂଚନା ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ।ସୂଚନା ଅନୁଯାୟୀ, ଜୁଲାଇ ୪ ତାରିଖରେ ଅମିତ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ସିଧାସଳଖ ବରଗଡ଼  ଗସ୍ତ କରିବେ। ସେଠାରେ ଏକ ଇଥାନଲ୍ ପ୍ରକଳ୍ପର ଶୁଭାରମ୍ଭ କରିବେ।ଏହାପରେ ସେ ସେହିଦିନ ସମ୍ବଲପୁରକୁ ଯାଇ ରାତ୍ରିଯାପନ କରିବେ।ଜୁଲାଇ ୫ ତାରିଖରେ ସମ୍ବଲପୁରରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେଇ ଜନସାଧାରଣଙ୍କୁ ସମ୍ବୋଧିତ […]

Read More Text.
HATI BESH 2026 1198x675 1 750x430

ସ୍ନାନ ବେଦୀରେ ଗଜବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନ ବେଦୀରେ ସ୍ନାନ ପରେ ସୋମବାର ସନ୍ଧ୍ୟାରେ ପୁରୀରେ ଶ୍ରୀଜୀଉ ମାନେ ଏକ ସ୍ୱତନ୍ତ୍ର ବେଶରେ ଦର୍ଶନ ଦେଇଛନ୍ତି। ପ୍ରଭୁ ଜଗନ୍ନାଥ ଏବଂ ତାଙ୍କ ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କୁ ହାତୀ ବେଶ କିମ୍ବା ଗଜାନନ ବେଶରେ ସଜ୍ଜିତ କରାଯାଇଥିବା ବେଳେ ଭଉଣୀ ଦେବୀ ସୁଭଦ୍ରା ପଦ୍ମ ବେଶ ସଜେଇ ହୋଇ ଦର୍ଶନ ଦେଇଥିଲେ। ଗଜପତି ମହାରାଜା ଦିବ୍ୟସିଂହ ଦେବ ସ୍ନାନ ବେଦୀର ପାରମ୍ପରିକ ଛେରା ପହଁରା କରିବା ପରେ ସେବକମାନେ […]

Read More Text.
Image

ଅଷ୍ଟମ ଶ୍ରେଣୀ ବହିରେ ‘ନିମ୍ବୋଡ଼ା ନିମ୍ବୋଡ଼ା’ ଗୀତ, ପିଲାଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କୁ ତ୍ରୁଟିପୂର୍ଣ୍ଣ ବହି ବଣ୍ଟାଯିବା ପରେ ସାରା ରାଜ୍ୟ ସହ ଦେଶରେ ମଧ୍ୟ ଓଡିଶା ସରକାରଙ୍କ ଛବି ଖରାପ ହେବାରେ ଲାଗିଛି। ଏହା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ରାଜ୍ୟର ସରକାରୀ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ନୂଆ ପାଠ୍ୟ ପୁସ୍ତକରେ ୧୬୭୮ଟି ଭୁଲ ରହିଛି। ଏହାରି ଭିତରେ ଅଷ୍ଟମ ଶ୍ରେଣୀର ବହିର ଏକ ଅଧ୍ୟାୟରେ ‘ନିମ୍ବୋଡ଼ା ନିମ୍ବୋଡ଼ା’ ଗୀତ ରହିଛି। ଯାହାକୁ ନେଇ ସାମାଜିକ ଗଣମାଧ୍ୟମରେ ଭାରି […]

Read More Text.
IMG 20260628 WA0192

ବାରିପଦା ଓ ବାଲେଶ୍ୱର କ୍ରିକେଟ ଏକାଡେମୀ ମଧ୍ୟରେ ମ୍ୟାଚ

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ବାରିପଦା କ୍ରିକେଟ ଏକାଡେମୀ ଆନୁକୂଲ୍ୟରେ ବାଲେଶ୍ୱର କ୍ରିକେଟ ଏକାଡେମୀ ଓ ବାରିପଦା କ୍ରିକେଟ ଏକାଡେମୀରେ ପ୍ରଶିକ୍ଷଣ ନେଉଥିବା ୧୪ ବର୍ଷରୁ କମ ଖେଳାଳିଙ୍କ ମଧ୍ୟରେ ଏକ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି I ଏହି ମ୍ୟାଚରେ ବାଲେଶ୍ୱର ୧ ଉଇକେଟରେ ବାରିପଦାକୁ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ବାରିପଦା ୩୦ ଓଭରରେ ୭ ଉଇକେଟ ହରାଇ ୧୪୩ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ […]

Read More Text.
IMG 20260628 WA0197

୪୮୮ ବର୍ଗ ଅଧ୍ୟାପକ – କର୍ମଚାରୀ ସମନ୍ବୟ ସମିତିର ଆନ୍ଦୋଳନ ପ୍ରସ୍ତୁତି ବୈଠକ 

ବାରିପଦା  :୪୮୮ ବର୍ଗ ଅଧ୍ୟାପକ – କର୍ମଚାରୀ ସମନ୍ଵୟ ସମିତି ପକ୍ଷ ରୁ ଆସନ୍ତା ୩୦ ତାରିଖରୁ ଭୁବନେଶ୍ଵର ଲୋୟର ପିଏମଜି ଠାରେ ଏକଆନ୍ଦଲୋନ ଯୁକ୍ତ ସମାବେଶ ଅନୁଷ୍ଠିତ ହେବ। ଏଥିପାଇଁ ମୟୁରଭଞ୍ଜ ଜିଲ୍ଲା ସଂଘର ଏକ ଜରୁରୀ କାଳୀନ ଆଭାସୀ ବୈଠକ ଅନୁଷ୍ଠିତ ହୋଯାଇଅଛି। ଚାକିରି ସର୍ତ୍ତାବଳୀ, ପ୍ରାଧ୍ୟାପକ ଭାବରେ ପଦୋନ୍ନତି, ପେନସନ ଓ ଅଣଶିକ୍ଷା କର୍ମଚାରୀଙ୍କର ଏମ ଏସ ପି ଲାଗୁକରାଇବା ଦାବିରେ ସରକାରଙ୍କର ଟାଳଟୁଳ ନୀତି ଅବଲମ୍ବନ କରୁଥିବା ରାଜ୍ୟ ୪୮୮ବର୍ଗ ଅଧ୍ୟାପକ […]

Read More Text.
Modi

ସେସେଲ୍ସର ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ ହେଲେ ମୋଦି

ନୂଆଦିଲ୍ଲୀ : ସେସେଲ୍ସର ସର୍ବୋଚ୍ଚ ସମ୍ମାନରେ ସମ୍ମାନୀତ ହେଲେ ପ୍ରଧାନମନ୍ତ୍ରୀ ମୋଦି ।  ସେସେଲ୍ସର ରାଷ୍ଟ୍ରପତି ଡ. ପାଟ୍ରିକ ହର୍ମିନି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ “ଗାର୍ଡିଆନ ଅଫ ଦି ବ୍ଲୁ ହୋରାଇଜନ’ ପ୍ରଦାନ କରିଛନ୍ତି ।  ପରିବେଶ ସଂରକ୍ଷଣ, ସ୍ଥାୟୀ ବିକାଶ ଏବଂ ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଶ୍ୱସ୍ତରୀୟ ନେତୃତ୍ୱ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି । ଗାର୍ଡିଆନ ଅଫ ଦି ବ୍ଲୁ ହୋରାଇଜନ” ହେଉଛି ଆନ୍ତର୍ଜାତୀୟ ବ୍ୟକ୍ତିତ୍ୱମାନଙ୍କ ପାଇଁ […]

Read More Text.
Helicaptor

ସାଉଦି ଆରବରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୧୪ ମୃତ

ନୂଆଦିଲ୍ଲୀ : ହେଲିକପ୍ଟର କ୍ରାଶ୍ ରେ ୧୪ ମୃତ ।  ସାଉଦି ଆରାମକୋର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ସାଉଦି ଆରବର ପୂର୍ବ ପ୍ରଦେଶରେ ଥିବା ପ୍ରମୁଖ ତୈଳ କମ୍ପାନୀ ‘ସାଉଦି ଆରାମକୋ ଦ୍ବାରା ପରିଚାଳିତ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ ତାନୁରା ଅଞ୍ଚଳରେ ଘଟିଥିବା ଏହି ଭୟାବହ ଦୁର୍ଘଟଣାରେ ହେଲିକପ୍ଟରରେ ଥିବା ସମସ୍ତ ୧୪ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି। ଦୁର୍ଘଟଣାର ପ୍ରକୃତ ସମୟ ଓ […]

Read More Text.