୧୫ ସେପ୍ଟେମ୍ବର ସୁଦ୍ଧା ଦାଖଲ କରିହେବ ଆୟକର ରିଟର୍ଣ୍ଣ

ନୂଆଦିଲ୍ଲୀ : ଦେଶର କୋଟି କୋଟି ଆୟକରଦାତା ମାନଙ୍କ ପାଇଁ ଏକ ବଡ଼ ଖବର। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ପକ୍ଷରୁ ଆୟକର ରିଟର୍ଣ୍ଣ ଫାଇଲ ତାରିଖକୁ ୧୫ ସେପ୍ଟେମ୍ବରକୁ ବୃଦ୍ଧି କରାଯାଇଥିବା ଘୋଷଣା କରାଯାଇଛି। ସିବିଡିଟି ଦ୍ୱାରା ଦିଆଯାଇଥିବା ସୂଚନା ଅନୁଯାୟୀ, ଏବେ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଆଇଟିଆର (ଆୟକର ରିଟର୍ଣ୍ଣ) ଫାଇଲ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୫ ରୁ ୧୫ ସେପ୍ଟେମ୍ବରକୁ ବୃଦ୍ଧି କରାଯାଇଛି। ଆଇଟିଆର ଫର୍ମ, ସିଷ୍ଟମ […]

Read More Text.

ଅପରେସନ ସିନ୍ଦୂରର ନୂଆ ଭିଡିଓ; ୭୨ଟି ଆତଙ୍କବାଦୀ ଶିବିର ନଷ୍ଟ କରାଯାଇଥିବା ଦାବି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବ ଦେବା ପାଇଁ ଭାରତ ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଧ୍ୱଂସ କରିବା ପାଇଁ ଅପରେସନ ସିନ୍ଦୂର ଆରମ୍ଭ କରିଥିଲା। ଏହି ଆକ୍ରମଣ ପରେ ଅପରେସନ ସିନ୍ଦୂରକୁ ନେଇ ନିରନ୍ତର ଖବର ଆସିବାରେ ଲାଗିଛି। ଅପରେସନ ସିନ୍ଦୂରକୁ ନେଇ ପ୍ରଥମେ ସେନା ଭିଡିଓ ଏବଂ ଫଟୋ ଜାରି କରି ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବ ଦେଇଥିବା ବିଷୟରେ ସୂଚନା ଦେଇଥିଲା। ସମ୍ପ୍ରତି ସୀମା ସୁରକ୍ଷା ବଳ ଅପରେସନ ସିନ୍ଦୂରର ଏକ ନୂତନ ଭିଡିଓ […]

Read More Text.
Uu vc

ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି

ଭୁବନେଶ୍ବର : ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ । ରାଜଭବନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ସେ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି । ନଭେମ୍ବର ୨୦୨୪ ରେ ପୂର୍ବ ଭିସି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ବୃଦ୍ଧି ପରେ ଏକ ପ୍ରଶାସନିକ ପରିବର୍ତ୍ତନର ଏକ ଅଂଶ ଭାବରେ ତାଙ୍କର ନିଯୁକ୍ତି ଆସିଛି। ବିଶ୍ୱବିଦ୍ୟାଳୟ ଅଧିକାରୀ ଏବଂ ଅଧ୍ୟାପକମାନେ ପ୍ରଫେସର […]

Read More Text.

ଲଘୁଚାପ ସୃଷ୍ଟି : ଆସନ୍ତା ୩୧ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୪ ଉପକୂଳବର୍ତ୍ତୀ ଜିଲା ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।  ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ […]

Read More Text.

ଲୋକଙ୍କ ମନ ମୋହୁଛି ଓଡ଼ିଆ ଚଳଚିତ୍ର “ତୁମେ ନଥିଲେ”

ବାରିପଦା : ଅଂଶୁମାନ ପ୍ରଡକସନ୍ ତଥା  ଚିନ୍ମୟ ଦାସ ପଟ୍ଟନାୟକଙ୍କ ରଚିତ ଓ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ” ତୁମେ ନଥିଲେ ” ଏବେ ବେଶ୍ ଲୋକପ୍ରିୟତା ହାସଲ କରି ମୟୁରଭଞ୍ଜର ଏକମାତ୍ର ସିନେମା ହଲ୍ ରକ୍ସିରେ ପୂର୍ଣ୍ଣ ପ୍ରେକ୍ଷାଳୟରେ  ଆଗେଇ ଚାଲିଛି । ନିଚ୍ଛକ ପାରିବାରିକ ତଥା ପ୍ରେମ ଆବେଗଭରା ମୌଳିକ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ରଟିର  ପ୍ରତ୍ୟେକଟି କଳାକାରଙ୍କର ଅଭିନୟ ଅତି ସାବଲୀଳ ଥିବାବେଳେ ନାୟକ ମଣ୍ଟୁ (ଶୁଭାଶିଷ ଶର୍ମା), ନାୟିକା ଗୁଡ୍ଡି […]

Read More Text.

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୧୦ମ ଦିନର ଖେଳ; ସେଣ୍ଟ ଏନିଜ ସ୍କୁଲ ୨ ରନରେ ବିଜୟୀ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୧୦ମ ଦିନର ଖେଳରେ ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ – ଜି କୁ ୨ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ସେଣ୍ଟ ଏନିଜ କନଭେଣ୍ଟ ସ୍କୁଲ ୨୦ ଓଭରରେ ୭ ଉଇକେଟ ହରାଇ ୮୮   ରନ ସଂଗ୍ରହ କରିଥିଲେ […]

Read More Text.

ପୃଥକ ପୃଥକ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ

ବାରିପଦା : ରାଞ୍ଚି – ବିଜୟଓ୍ବାଡା ଜାତୀୟ ରାଜପଥ ୨୨୦ ନମ୍ବର ମରଣଯନ୍ତା ପାଲଟିଛି ।ଵିଶେଷତଃ ଯଶିପୁର – ରାଇରଙ୍ଗପୁର – ତିରିଂ ମଧ୍ୟରେ ଯାଇଥିବା ଏହି ରାସ୍ତାରେ ବାରମ୍ବାର ଛୋଟ ବଡ଼ ଦୁର୍ଘଟଣା ଘଟି ଚାଲିଛି । ରାଇରଙ୍ଗପୁର ଟାଉନଥାନା ଅନ୍ତର୍ଗତ ୯ ନମ୍ବର ଓ୍ବାର୍ଡର ଅଁଳାଡୁବା ଗ୍ରାମର ବାବୁ ମହାନ୍ତିଙ୍କ ପୁଅ ଯୁବକ ଇଞ୍ଜିନିୟର ମିଲନ ମହାନ୍ତି(୨୮) ନିଜ କାମ ସାରି ଵହଳଦା – ରାଇରଙ୍ଗପୁର ଆଡ଼କୁ  ବାଇକରେ ଆସୁଥିବା ବେଳେ ଏକ ଅଜଣା […]

Read More Text.
Img 20250526 wa0194

ସାପ କାମୁଡ଼ାରେ ଜଣେ ମହିଳା ଙ୍କ ସମେତ ନାବାଳିକାର ମୃତ୍ୟୁ 

ବାରିପଦା : ମୟୂରଭଞ୍ଜ ଜିଲ୍ଲା ଵହଳଦା ଥାନା ଅନ୍ତର୍ଗତ ତେନ୍ତଳା ଗ୍ରାମରେ ସାପ କାମୁଡାରେ ଜଣେ ୧୨ ବର୍ଷୀୟା  ନାବାଳିକାର ମୃତ୍ୟୁ ହୋଇଥିବା ଏକ ଅଭାବନୀୟ  ଦୁଃଖଦ ଘଟଣା ଘଟି ଯାଇଛି । ସୂଚନାଯୋଗ୍ୟ  ତେନ୍ତଳା ଗ୍ରାମର ଗରିବ ପରିବାରର ମୁରବି ଶ୍ୟାମ ମାରାଣ୍ଡି ନିଜର ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଭୁବନେଶ୍ବରକୁ କାମ କରିବା ପାଇଁ ଯାଇଛନ୍ତି ।ଘରେ ତା’ ର ସ୍ତ୍ରୀ ଏବଂ ୧୨ ବର୍ଷୀୟା କନ୍ୟା ସିନଗୋ ମାରାଣ୍ଡି ଅଛନ୍ତି  । ସେମାନେ […]

Read More Text.
Wreer

ଭୁଶୁଡିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌

ବୌଦ୍ଧ: ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି, ୩୦ ମିଟର ଗୋଲେଇର ଏକ ଗର୍ତ୍ତ ସୃଷ୍ଟି ହୋଇଛି । ଟନେଲ ଭିତରେ କେତେଜଣ ଶ୍ରମିକ କାମ କରୁଥିଲେ ସେମାନଙ୍କୁ ଉଦ୍ଧାର କରାଗଲା ନା ନାହିଁ ତାହା ସ୍ପଷ୍ଟ କରୁନାହିଁ ଟନେଲ କାମ ହାତକୁ […]

Read More Text.
Jt

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ମିଳିଲାନି ଆଶ୍ୱସ୍ତି , ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇଲେ କୋର୍ଟ

ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ  ଗିରଫ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଆଶ୍ୱସ୍ତି ମିଳି ନାହିଁ। ହିସାର କୋର୍ଟ ସୋମବାର ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ,୨୨ ମେ’ରେ ଜ୍ୟୋତିଙ୍କ ଜାମିନକୁ ନେଇ କୋର୍ଟରେ ଶୁଣାଣି ହୋଇଥିଲା। ସେତେବେଳେ ହିସାରର କୋର୍ଟ ତାଙ୍କର ପୁଲିସ ହେପାଜତ ୪ଦିନ ପାଇଁ ବଢାଇ ଥିଲେ। ୩୩ ବର୍ଷିୟା ୟୁଟ୍ୟୁବରଙ୍କୁ ୫ଦିନିଆ ପୁଲିସ ହେପାଜତର ଅବଧି ଶେଷ ହେବା ପରେ କୋର୍ଟରେ […]

Read More Text.