ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ରସାୟନ ବିଜ୍ଞାନ ବିଭାଗରେ ଜାତୀୟ ଆଲୋଚନାଚକ୍ର
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗରେ ଏକ ଦୁଇ ଦିବସୀୟ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ‘ଫ୍ରଣ୍ଟିୟରସ୍ ଇନ୍ କେମିକାଲ୍ ସାଇନ୍ସ’ ଶୀର୍ଷକ ଏହି ଆଲୋଚନାଚକ୍ରକୁ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଉଦ୍ଘାଟନ କରିବା ଅବସରରେ ନିଜ ବକ୍ତବ୍ୟରେ ଶିକ୍ଷକ ଓ ଗବେଷକ ମାନଙ୍କର ମାନସିକ ପରିବର୍ତ୍ତନ ଦ୍ୱାରା ନୂତନ ଗବେଷଣାକୁ ଆଗକୁ ନେବା ଉପରେ ପ୍ରାଧାନ୍ୟ ଦେଇଥିଲେ । ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ […]
Read More Text.