ଏଣିକି ମଦ ପିଇ ରୋଗାଗ୍ରସ୍ତ ହେଲେ ମିଳିବନି ସ୍ୱାସ୍ଥ୍ୟ ବୀମା
ନୂଆଦିଲ୍ଲୀ: ଉତ୍ତମ ଜୀବନ ପାଇଁ ସ୍ୱାସ୍ଥ୍ୟ ବୀମା ନୀହାତି କରିବା ଉଚିତ୍ । ଗ୍ରାହକଙ୍କୁ ଉତ୍ତମ ସୁବିଧା ଯୋଗାଇଦେବା ପାଇଁ ବିଭିନ୍ନ ବୀମା କମ୍ପାନୀ ଅଲଗା ଅଲଗା ପ୍ରକାରର ବ୍ୟକ୍ତିଗତ ସ୍ୱାସ୍ଥ୍ୟ ବୀମା ବା ହେଲଥ୍ ଇନସୁରାନ୍ସ ପଲିସି ଉପଲବ୍ଧ କରିଥାନ୍ତି । ଏହି ସବୁ ପଲିସି ଦ୍ୱାରା ଗ୍ରାହକଙ୍କୁ ଖାସ୍ ସୁବିଧା ମିଳିଥାଏ । ଯାହାକୁ ପାଇ ଗ୍ରାହକ ମଧ୍ୟ ବେଶ୍ ଖୁସି ପ୍ରକାଶ କରିଥାନ୍ତି । ତେବେ ହେଲ୍ଥ୍ ଇନ୍ସ୍ୟୁରାନ୍ସ କରୁଥିବା ବ୍ୟକ୍ତିଙ୍କୁ ମାଗଣାରେ କେତେକ […]
Read More Text.