ବଳାଙ୍ଗୀ ଟେଲେଣ୍ଟହଣ୍ଟ ମେଗା ଅଡିସନ ଅନୁଷ୍ଠିତ, ୩୬ଜଣ ପ୍ରତିଯୋଗୀ ଫାଇନାଲକୁ ଉତୀର୍ଣ୍ଣ

ବାରିପଦା: ମହା ବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ପାଳନ ଉପଲକ୍ଷେ ଆସନ୍ତା ଏପ୍ରିଲ 14ରୁ 20 ତାରିଖ ପର୍ଯ୍ୟନ୍ତ 7ଦିନ ଧରି ମୟୁରଭଞ୍ଜ ଜିଲ୍ଲା ର ମହାନ ଗଣ ପର୍ବ ମୟୁରଭଞ୍ଜ ବାଲିମେଳା ବଳାଙ୍ଗୀ ମହୋତ୍ସବ ପାଳିତ ହେବା ପରିପ୍ରେକ୍ଷୀରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆଜି ବାରିପଦା ଡିଭାଇନ ଇଞ୍ଜିନିୟରିଙ୍ଗ କଲେଜ ପରିସରରେ ପ୍ରତିଭା ଚୟନ ପାଇଁ ନୃତ୍ୟ ଭିତ୍ତିକ କାର୍ଯ୍ୟକ୍ରମ ବଳାଙ୍ଗୀ ଟେଲେଣ୍ଟହଣ୍ଟ ମେଗା ଅଡିସନ ଅନୁଷ୍ଠିତ ହୋଇ […]

Read More Text.

ମୟୂରଭଞ୍ଜ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ

ବାରିପଦା: ବାରିପଦାର ଶହିଦ ସ୍ମୃତି ଭବନ ଠାରେ “ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫” ମାର୍ଚ୍ଚ ମାସର ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭା ରେ ଅତିରିକ୍ତ ଜିଲ୍ଲାପାଳମୟୂରଭଞ୍ଜ ଶ୍ରୀଯୁକ୍ତ ନେତ୍ରାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଧ୍ୟକ୍ଷ୍ୟତା କରିଥିଲେ। ଉକ୍ତ ସଭାରେକୃଷ୍ଣଚନ୍ଦ୍ର ଦାସ, ଯୁଗ୍ମ ନିବନ୍ଧକ ସମବାୟ ସମିତି ସମୂହ, ମୟୂରଭଞ୍ଜ ଖଣ୍ଡ , ବାରିପଦା ସଭା ପରିଚାଳନା କରିଥିଲେ ଓ ଏହି ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ଡିସେମ୍ବର ମାସ […]

Read More Text.

ଜିଲ୍ଲା ସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା: ଆଜି ଭବାନୀପାଟଣା, କଳାହାଣ୍ଡି ଜିଲ୍ଲାର ଶ୍ରୀକୃଷ୍ଣ ନଗର ପଡିଆ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକାଭିମୁଖୀ ଅନ୍ତ୍ୟୋଦୟ ଗୃହ ଯୋଜନା ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ବାରିପଦା ବ୍ଲକ ପରିସରରେ ଜ଼ିଲ୍ଲା ପରିଷଦ, ମୟୁରଭଞ୍ଜ ଆନୁକୂଲ୍ୟରେ ଏହି ଯୋଜନାର ଜିଲ୍ଲା ସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ […]

Read More Text.

ଗ୍ରୀଷ୍ମ ପ୍ରବାହ ବୃଦ୍ଧି ହେତୁ ସ୍ଥାନୀୟ ଦୈନିକ ଓ ସାପ୍ତାହିକ ହାଟର ଖୋଲା ହେବା ସମୟ ନିର୍ଧାରିତ

ଜନସାଧାରଣଙ୍କ ପାଇଁ ଦିବା ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ସ୍ଥାନୀୟ ଦୈନିକ ଓ ସାପ୍ତାହିକ ହାଟ। ଦିବା ୧୧ଟା ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ପିକ ଆୱାରରେ ବନ୍ଦ ରହିବ ସ୍ଥାନୀୟ ଦୈନିକ ଓ ସାପ୍ତାହିକ ହାଟ ବାରିପଦା: ଭାରତୀୟ ପାଣି ପାଗ କାର୍ଯ୍ୟାଳୟର ସୂଚନା ଅନୁଯାୟୀ ଦିନକୁ ଦିନ କ୍ରମଶଃ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଲୋକମାନଙ୍କୁ ଅଂଶୁଘାତ ରୁ ରକ୍ଷା କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସତର୍କତାମୂଳକ ପଦକ୍ଷେପ […]

Read More Text.

ଜୀବିକା ମିଶନ ଶୁଭ ଉଦ୍‌ଘାଟନ

ଆଗରପଡ଼ା :ପଂଚାୟତ ସମିତି ବନ୍ତ ପକ୍ଷରୁ ସମିତି ପରିସରରେ ରବିବାର ମିଶନ ଶକ୍ତି କାଫେ କିଓସ୍କ ମଡେଲ, ବନ୍ତ ଓଡ଼ିଶା ଜୀବିକା ମିଶନର ଶୁଭ ଉଦ୍‌ଘାଟନ ହୋଇଯାଇଛି । ଏହି ଉଦ୍‌ଘାଟନ ଉତ୍ସବରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ,ସ୍ଥାନୀୟ ବିଧାୟକ ସଞ୍ଜୀବ ମଲ୍ଲିକ, ଜିଲ୍ଲା ପରିଷଦ ସଭାପତି ପ୍ରଫୁଲ୍ଲ ଜେନା, ବ୍ଳକ ଅଧ୍ୟକ୍ଷ ମନୋରଜଂନ ଘଡେଇ, ଉପାଧ୍ୟକ୍ଷ ପ୍ରଗତିବାଳା ସ୍ୱାଇଁ, ବିଡ଼ିଓ ନିଶିକାନ୍ତ ଖୁଣ୍ଟିଆ ପ୍ରମୁଖ ଯୋଗଦେଇଥିଲେ ।

Read More Text.

ଆଗରପଡ଼ାରେ ଗଣଦୌଡ଼

ଆଗରପଡ଼ା :ରବିବାର ଦିନ ଆଗରପଡ଼ା ପାରମ୍ପାରିକ ଶ୍ରୀରାମ ନବମୀ ସମିତି ପକ୍ଷରୁ ଗଣଦୌଡ଼ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କୁଆଁସମଢ଼ିଆ ଛକ ଠାରୁ ଏହି ଏକତା ଦୌଡ଼ ବାହାରି ଆଗରପଡ଼ା ମୁଖ୍ୟ ବଜାର,କଲେଜ ଛକ, ଗଡ଼ଗଡ଼ି ଛକ,ଲକ୍ଷ୍ମିବଜାର ,ତାରିଣୀ ଛକ ପରିକ୍ରମା କରି ମେଳଣ ପଡ଼ିଆ ସ୍ଥିତ ହନୁମାନ ମନ୍ଦିର ଠାରେ ପହଁଚିିଥିଲା । ଭାରତର ଅଖଣ୍ଡତା ଓ ଏକତା ସଂପର୍କରେ ବିଭିନ୍ନ ସ୍ଲୋଗାନମାନ ସମଗ୍ର ଅଂଚଳରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲା । ପ୍ରାରମ୍ଭରେ […]

Read More Text.

ଆଶାରାମକୁ ମିଳିଲା ୯୦ ଦିନ ଜାମିନ

ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ ଏବେ ବିପଦ ବଢ଼ି ଯାଇଛି। ଏବେ ଆଶାରାମ କେବେବି ତାଙ୍କପରିବାର ପ୍ରତି କିଛିବି କରି ପାରେ। ତେବେ ଆଶାରାମଙ୍କୁ ବାରମ୍ବାର ଜାମିନ ଦିଆଯାଉଥିବାରୁ ପୀଡ଼ିତାଙ୍କ ପିତା ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ଉତ୍ତରପ୍ରଦେଶ ଶାହଜାହଁପୁର ନିବାସୀ […]

Read More Text.

ପୁଣି ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି, କୋବ୍ରା ଯବାନ, ସିଆରପିଏଫ ଯବାନ ଟେକମେଟା ଜଂଗଲରେ ଚଢାଉ କରିଥିଲେ। ଆଜି ସକାଳେ ନକ୍ସଲ ଏବଂ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ଘଟଣାସ୍ଥଳରୁ ଜଣେ ନକ୍ସଲର ମୃତ […]

Read More Text.

ରେଳ ଦୁର୍ଘଟଣାରେ ପୀଡ଼ିତ ଯାତ୍ରୀଙ୍କୁ ନେଇ ଗୁଆହାଟୀ ଗଲା ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ କାମାକ୍ଷା ଅଭିମୁଖେ ବାହାରିଛି। ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହେଲା ପରେ ସ୍ପେଶାଲ୍‌ ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବାକୁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା ପୂର୍ବତଟ ରେଳବାଇ ପକ୍ଷରୁ କୁହାଯାଇଛି। ଏନେଇ ରେଳବାଇର ଜଣେ ବରିଷ୍ଠ […]

Read More Text.

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ ମନ୍ତ୍ରଣାଳୟର ସୂଚନା ଅନୁସାରେ ମଣିପୁର ରାଜ୍ୟକୁ ୧ ଏପ୍ରିଲ୍ ୨୦୨୫ ରୁ ଛଅ ମାସ ପାଇଁ ପୁଣି ଥରେ ଅଶାନ୍ତ ଅଞ୍ଚଳ ଭାବରେ ଘୋଷଣା କରାଯାଇଛି  ।  ଏହାସହ ୫ଟି ଜିଲ୍ଲାର ମଣିପୁରର କିଛି […]

Read More Text.