ଏବେ ମୋଦିର ଶିରାପ୍ରଶିରାରେ ରକ୍ତ ନୁହେଁ ଗରମ ସିନ୍ଦୂର ପ୍ରବାହିତ ହେଉଛି…
ଜୟପୁର : ଏବେ ମୋଦିର ଧମନିରେ କେବଳ ରକ୍ତ ନୁହେଁ, ବରଂ ଗରମ ସିନ୍ଦୂର ପ୍ରବାହିତ ହେଉଛି…….ଏକଥା ଆଜି ପ୍ରଧାନମନ୍ତ୍ରୀ ମୋଦି ନିଜେ କହିଛନ୍ତି। ରାଜସ୍ଥାନର ବିକାନେରରେ ଆୟୋଜିତ ଗୋଟିଏ ରାଲିରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଉପରେ ମନଇଚ୍ଛା ବର୍ଷିଛନ୍ତି। ସେ ଏପ୍ରିଲ ୨୨ରେ ପହଲଗାମରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି ଓ ଏଥିପାଇଁ ପାକିସ୍ତାନ ପ୍ରୟୋଜିତ ଆତଙ୍କବାଦକୁ ଦାୟୀ କରିଛନ୍ତି। ସେହିପରି ପହଲଗାମ ନରସଂହାରର ବଦଲା ନେବାକୁ ଭାରତୀୟ ସେନା କରିଥିବା ଅପରେସନ ସିନ୍ଦୂରକୁ ମୋଦି […]
Read More Text.