ଦୂରହେଲା ଦ୍ୱନ୍ଦ୍ୱ; ଏକକାଳୀନ ନିରବଚ୍ଛିନ୍ନ ଭାବେ କିମ୍ବା ବିଭିନ୍ନ ପର୍ଯ୍ୟାୟରେ ନେଇହେବ ମାତୃତ୍ୱ ଛୁଟି
ଭୁବନେଶ୍ବର: ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]
Read More Text.