Photo for the news of agarpara vatarnary

ପ୍ରତିଷ୍ଠାକୁ ୭୩ବର୍ଷ, ପ୍ରାଣୀ ଚିକିତ୍ସାଳୟ ଅବହେଳିତ

ଆଗରପଡ଼ା : ପ୍ରତିଷ୍ଠାକୁ ୭୨ ବର୍ଷ ପୂରି ଯାଉଛି କିନ୍ତୁ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଅନ୍ତର୍ଗତ ଆଗରପଡ଼ା ପ୍ରାଣୀ ଚିକିତ୍ସାଳୟର ପାରିପାଶ୍ୱିର୍କ ପରିସ୍ଥିତିରେ କୌଣସି ପରିବର୍ତ୍ତନ ନହେବା ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳ ନିର୍ଦ୍ଦେଶ କରୁଛି । ଉକ୍ତ ଅବହେଳିତ ଅବସ୍ଥାରେ ଥିବା ପ୍ରାଣୀ ଚିକିତ୍ସାଳୟରେ ଆବଶ୍ୟକୀୟ କର୍ମଚାରୀଙ୍କ ଅଭାବ ଯୋଗୁଁ ଚିକିତ୍ସା ସେବା ପ୍ରାଣୀମାନେ ଠିକ୍ ଭାବେ ପାଇପାରୁ ନାହାନ୍ତି ବୋଲି ଅଭିଯୋଗ ହେଉଛି । ୧୯୫୨ ମସିହାରେ ପ୍ରତିଷ୍ଠିତ ଏହି ଚିକିତ୍ସାଳୟ […]

Read More Text.
Photo for the news of dakabangala

ପ୍ରତିଷ୍ଠାକୁ ୧୩ବର୍ଷ ପୂରିଲାଣି, ଲକ୍ଷ୍ୟଠାରୁ ଦୂରରେ ପୂର୍ତ୍ତ ବିଭାଗ ଡାକବଙ୍ଗଳା

ଆଗରପଡ଼ା : ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଆଗରପଡ଼ା ସ୍ଥିତ ପୂର୍ତ୍ତବିଭାଗ ଡାକବଙ୍ଗଳା କୌଣସି କାମରେ ଲାଗୁନଥିବା ଅଭିଯୋଗ ହେଉଛି । ଗତ ୨୦୧୧ ମସିହା ଡ଼ିସେମ୍ବର ମାସ ୧୯ ତାରିଖରେ ଡାକବଙ୍ଗଳା ପ୍ରତିଷ୍ଠା ହୋଇଥିଲା । ଆଭ ଦିନ କେଇଟା ପରେ ପ୍ରତିଷ୍ଠାକୁ ୧୩ବର୍ଷ ପୂରିଲାଣି । ୧୩ ବର୍ଷ ପୂରିସାରିଥିବା ବେଳେ ଏହାର ପାରିପାଶ୍ୱିର୍କ ପରିସ୍ଥିତିର ଉନ୍ନତି ନହେବା ବିଭାଗର କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳ ନିର୍ଦ୍ଦେଶ କରୁଛି । ସରକାର ବିଭିନ୍ନ ଯୋଜନା ମାଧ୍ୟମରେ […]

Read More Text.
Hq720

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ୧୪ ହଜାର ଶିଶୁ ମୃତ୍ୟୁବରଣ କରିବେ!

ନ୍ୟୁୟର୍କ: ଇସ୍ରାଏଲୀ ସେନା ଗାଜାରେ ଏକ ନୂତନ ବଡ଼ ଧରଣର ସ୍ଥଳ ସାମରିକ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଜାତିସଂଘ ଚେତାବନୀ ଦେଇଛି ଯେ, ଯଦି ଗାଜାର ଯୁଦ୍ଧ ପ୍ରଭାବିତ ଅଞ୍ଚଳକୁ ଅଧିକ ସହାୟତା ପହଞ୍ଚା ନ ଯାଏ, ତେବେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରାୟ ୧୪,୦୦୦ ଶିଶୁଙ୍କ ମୃତ୍ୟୁ ହୋଇପାରେ। ୧୧ ସପ୍ତାହର ସମ୍ପୂର୍ଣ୍ଣ ଅବରୋଧ ପରେ ଇସ୍ରାଏଲ ଏବେ ପାଲେଷ୍ଟାଇନୀ ଅଞ୍ଚଳକୁ କେବଳ ସୀମିତ ପରିମାଣର ସହାୟତା ପଠାଇବାକୁ ଅନୁମତି ଦେଇଛି। […]

Read More Text.
Z

ଆସିବ ନୂଆ ୨୦ ଟଙ୍କିଆ ନୋଟ୍

ମୁମ୍ବାଇ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଘୋଷଣା ଅନୁଯାୟୀ ଖୁବ୍ ଶୀଘ୍ର ନୂତନ ୨୦ ଟଙ୍କିଆ ନୋଟ୍ ଜାରି ହେବାକୁ ଯାଉଛି। ତେବେ ଏବେ ପ୍ରଚଳିତ ୨୦ ଟଙ୍କିଆ ନୋଟଗୁଡ଼ିକ ବୈଧ ରହିବ । ଆରବିଆଇ ପକ୍ଷରୁ ମଙ୍ଗଳବାର ଜାରି ସୂଚନା ଅନୁସାରେ ମହାତ୍ମା ଗାନ୍ଧୀ (ନୂତନ) ସିରିଜ୍ ଅନ୍ତର୍ଗତ ଆରବିଆଇ ଖୁବ୍ ଶୀଘ୍ର ନୂତନ ୨୦ ଟଙ୍କିଆ ନୋଟ୍ ଜାରି କରିବ । ଏହି ନୋଟଗୁଡ଼ିକରେ କେବଳ ଗୋଟିଏ ପରିବର୍ତ୍ତନ ରହିବ ଏବଂ ତାହା ହେଉଛି […]

Read More Text.
Jyoti malhotra told family about delhi trip 1119620565

ଜ୍ୟୋତି ମଲହୋତ୍ରାଙ୍କ ସମସ୍ତ ଫଟୋକୁ ଘର କାନ୍ଥରୁ ହଟାଇଦେଲେ ପରିବାର ଲୋକେ

ଚଣ୍ଡିଗଡ: ନିଜ ଘରୁ ଜ୍ୟୋତିଙ୍କୁ ଝଟକା । ଘରୁ କଢାଗଲା ଜ୍ୟୋତିଙ୍କ ଫଟୋ । କାନ୍ଥରେ ଲାଗିଥିବା ସବୁ ଫଟୋକୁ ହଟାଇଦେଲେ ପରିବାର ଲୋକେ । ନିଜ ରୁମ ସହ ଘରର ବିଭିନ୍ନ ସ୍ଥାନରେ ଲାଗିଥିବା ଜ୍ୟୋତି ମଲହୋତ୍ରାଙ୍କ ଫଟୋକୁ ହଟାଇ ଦିଆଯାଇଛି । ଜ୍ୟୋତି ଦେଶ ବିଦେଶ ବୁଲି ଯେଉଁ ସବୁ ଫଟୋ ଉଠାଇଥିଲେ ତାର ଯେଉଁ ସବୁ ଫ୍ରେମ୍ ଘରେ ଲଗାଯାଇଥିଲା ଇତିମଧ୍ୟରେ ସେସବୁ କାଢି ଦିଆଯାଇଛି । ଏଥିସହ ୟୁଟ୍ୟୁବରୁ ମିଳିଥିବା ଗୋଲ୍ଡ, […]

Read More Text.
Chandabali

ଅଣଓଡ଼ିଆ ଠିକାଦାରଙ୍କ ହାତରେ ପାନୀୟଜଳ ପ୍ରକଳ୍ପ: ଅଧାରେ ଆଣ୍ଠେଇଛି ଯୋଜନା

ଭୁବନେଶ୍ବର: ରାଜ୍ୟରେ ପାନୀୟଜଳ ସଙ୍କଟ ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଅନ୍ୟପକ୍ଷରେ ଶହଶହ ‌କୋଟି ଟଙ୍କାର ବୃହତ୍ ପାନୀୟଜଳ ପ୍ରକଳ୍ପ ବର୍ଷବର୍ଷ ହେଲା ଅଧାରେ ଆଣ୍ଠେଇଛି। ସବୁଠୁ ବଡ଼ କଥା ହେଲା, ଅଣଓଡ଼ିଆ ଠିକାଦାରଙ୍କ ମର୍ଜିରେ ପାନୀୟଜଳ ପ୍ରକଳ୍ପ ଚାଲିଛି। ସୀମିତ ସମୟ ମଧ୍ୟରେ ଉନ୍ନତମାନର ପ୍ରକଳ୍ପ କରିବା ପାଇଁ ଏକଦା ପ୍ରକଳ୍ପ ମୂଲ୍ୟଠାରୁ ଅଧିକ ମୂଲ୍ୟରେ‌ ଟେଣ୍ଡର କରାଯାଇ ଅଣଓଡ଼ିଆ ଠିକାଦାରଙ୍କ ହାତକୁ ନିର୍ମାଣ କାମ ଟେକି ଦିଆଯାଇଥିଲା। ଏବେ କିନ୍ତୁ ତୃଣମୂଳସ୍ତରରେ ପ୍ରକଳ୍ପଗୁଡ଼ିକର […]

Read More Text.
Vn7jdkqeun8bpzvwuxvm

ଆର୍‌ଜିଏଚ୍‌ର ନକଲି ଡାକ୍ତରଙ୍କୁ ଆଜୀବନ ଜେଲ୍‌

ରାଉରକେଲା: ରାଉରକେଲା ସରକାରୀ ଡାକ୍ତରଖାନା (ଆର୍‌ଜିଏଚ୍‌)ରୁ ଗିରଫ ନକଲି ଡାକ୍ତର ମାମଲାର ରାୟ ଆଜି ପ୍ରକାଶ ପାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶର୍ମିଷ୍ଠା ପାଢ଼ୀ ଅଭିଯୁକ୍ତ ନକଲି ଡାକ୍ତର ପଦ୍ମନାଭମୁଖୀ କାରୁଆ (୫୩)ଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ୍‌ ସହ ଜରିମାନା କରିଛନ୍ତି। ରୋଗୀଙ୍କ ଜୀବନ ସହ ଖେଳୁଥିବା ନକଲି ଡାକ୍ତରଙ୍କ ପ୍ରତି ଦଣ୍ଡବିଧାନକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଝାଡ଼ଖଣ୍ଡ ସିଂହଭୂମ ଜିଲ୍ଲା ଟିଆସରା ଅଞ୍ଚଳର ପଦ୍ମନାଭମୁଖୀ କାରୁଆ (୫୩) ଝାଡ଼ଖଣ୍ଡର […]

Read More Text.
0

ସାମ୍ନାକୁ ଆସିଲା ଜ୍ୟୋତି, ପ୍ରିୟଙ୍କାଙ୍କ ପୁରୀ ହୋଟେଲର ଭିଡିଓ

ପୁରୀ,୨୦।୫:ପୁରୀ ବୁଲିବାକୁ ଆସିଥିବା ସମୟରେ ଏକ ହୋଟେଲ୍‌ରେ ରହୁଥିଲେ ପକ୍‌-ସ୍ପାଏ ଜ୍ୟୋତି ମାଲହୋତ୍ରା। ଏବେ ସାମ୍ନାକୁ ଆସିଲା ଭିଡିଓ। ହୋଟେଲରେ କଣ କରୁଥିଲେ ଜ୍ୟୋତି ତାହା ମଧ୍ୟ ଦେଖିବାକୁ ମିଳିଛି। ଜ୍ୟୋତି ଓ ପ୍ରୟଙ୍କା ଏକ ହୋଟେଲ୍‌ରେ ରହିଥିଲେ। ହୋଟେଲ୍‌ରେ ଶୋଇ କଥାବାର୍ତ୍ତା ହେଉଥିବା ଏକ ଭିଡିଓ ସାମ୍ନାକୁ ଆସିଛି। ଅନ୍ୟପକ୍ଷେ, ପାକ୍‌ ସ୍ପାଏ ଗିରଫ ଜ୍ୟୋତି ମାଲହୋତ୍ରାଙ୍କ ସହ ପୁରୀର ପ୍ରିୟଙ୍କା ସେନାପତିଙ୍କ ଲିଙ୍କ ପ୍ରସଙ୍ଗକୁ ନେଇ ବଡ଼ ଖବର ଦେଇଛନ୍ତି ପୁରୀ ଏସ୍‌ପି। ପୁରୀ […]

Read More Text.
Vigilance directorate

ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କୁ ୫୦ ହଜାର ଟଙ୍କା ଜରିମାନା ଓ ୨ ବର୍ଷ କାରାଦଣ୍ଡାଦେଶ

ସୁନ୍ଦରଗଡ଼: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କୁ ୫୦ ହଜାର ଟଙ୍କା ଜରିମାନା ଓ ୨ ବର୍ଷ କାରାଦଣ୍ଡାଦେଶ ଶୁଣାଇଛନ୍ତି ନ୍ୟାୟାଳୟ। ତାଙ୍କୁ କଟକର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ‌ଏଭଳି ଦଣ୍ଡବିଧାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଭିଜିଲାନ୍ସ ତାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କରିବାପରେ ବିଚାର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏବେ ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କର ପେନସନ୍ ବନ୍ଦ କରିବା ଲାଗି ପଦକ୍ଷେପ ନେବ ଭିଜିଲାନ୍ସ।

Read More Text.

ସୁଶାନ୍ତ ନାୟକ ହତ୍ୟା ମାମଲା: ୫ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ, ୨୫ ହଜାର ଜରିମାନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ବହୁଚର୍ଚ୍ଚିତ ସୁଶାନ୍ତ ନାୟକଙ୍କ ହତ୍ୟା ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌-୨ ରାୟ ଶୁଣାଇଛନ୍ତି। ମଙ୍ଗଳବାର କୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଏହି ମାମଲା ସହିତ ସଂପୃକ୍ତ ପାଞ୍ଚ ଜଣ ଦୋଷୀଙ୍କୁ କୋର୍ଟ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ଏଥି ସହିତ କୋର୍ଟ ଦୋଷୀସାବ୍ୟସ୍ତଙ୍କୁ ୨୫ ହଜାର ଟଙ୍କାର ଜରିମାନା ଶୁଣାଇଛନ୍ତି। ଜରିମାନା ଏଡିଜେ-୨ ଅନାଦେୟ ୧ ବର୍ଷ ଅଧିକ ସଜା ମଧ୍ୟ ଶୁଣାଇଛନ୍ତି। ମାମଲାର ବିବରଣୀରୁ ଜଣାଯାଏ ଯେ, ସୁଶାନ୍ତ ନାୟକଙ୍କ ଝିଆରୀଙ୍କୁ […]

Read More Text.