IMG 20260626 WA0171 (1)

ଭରସାମ୍ୟ ହରାଇ ଖାଲରେ ପଡିଲା ବାଇକ, ତିନି ଯୁବକ ମୃତ 

ବାରିପଦା : ମୟୂରଭଂଜ ଜିଲ୍ଲାର ଗୋରୁମହିଷାଣି ଥାନା ଅନ୍ତର୍ଗତ ସୀମାନ୍ତ ଗରଡାପାଣି ଠାରେ ବାଇକରେ ଭାରସାମ୍ୟ ହରାଇ ଖାଲରେ ପଡ଼ି ୩ ଯୁବକଙ୍କ ମୃତ୍ୟୁ ହେଇଅଛି l   ସୂଚନାଯୋଗ୍ୟ ଗୋରୁମହିଷାଣି ଥାନା ଅଞ୍ଚଳର ସୁଦର୍ଶନପୁର ପଞ୍ଚାୟତର ସାନଝାରି ଗ୍ରାମର  ମନୋଜ ମୁଣ୍ଡାରୀ, ମନୋଜ ମୁଣ୍ଡା ଏବଂ ଵୀରସିଂ ମୁଣ୍ଡା ଗୁରୁବାର ସଂନ୍ଧ୍ୟାରେ ବାଇକରେ ଘରକୁ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତାକଡ ଖାଲରେ ପଡ଼ି  ମୃତ୍ୟୁ ହୋଇଛି । ଆଜି ପୋଲିସ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି […]

Read More Text.
Accident

ବସ-ବାଇକ୍ ମୁହାଁମୁହିଁ ଧକ୍କା; ଆଦିବାସୀ ଯୁବ କଳାକାର ମୃତ

ବାରିପଦା  : ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ  ଯଶିପୁର ପଞ୍ଚାୟତ କୁଦରସାହି ଗ୍ରାମ୍ୟ ରାସ୍ତାରେ ଆଜି ପୂର୍ବାହ୍ନ  ସମୟରେ ଏକ ଘରୋଇ ବସ ସହ ବାଇକ୍ ର ଆମନା ସାମନାରେ  ବାଇକ୍ ଚାଳକର ମୃତ୍ୟୁ  ହୋଇଅଛି । ସୂଚନାଯୋଗ୍ୟ ତିରିଂ ଥାନା ଅଞ୍ଚଳର ବଡସାଦମ ଗ୍ରାମର ସାରଗାମ ପୁରୁଙ୍କ ଏକମାତ୍ର ପୁତ୍ର  ଆସନ୍ତୁ ଟୁଡୁ(୨୫) କୌଣସି ବ୍ୟକ୍ତିଗତ କାମରେ ବାଇକ୍ (JH0P8934) ଯୋଗେ ଝରାଡିହି ଅଞ୍ଚଳକୁ ଯାଉଥିବାବେଳେ ସାମନା ପଟୁ ଗୋରୁମହିଷାଣି ଥାନା ଅନ୍ତର୍ଗତ ଗୁହାଳଡାଙ୍ଗିରୁ […]

Read More Text.
IMG 20260626 WA0158

ଏସଆଇଆର୍-୨୦୨୬ ଅନ୍ତର୍ଗତ ବିଏଲ୍ଓ–ବିଏଲ୍ଏ ବୈଠକ

ବାରିପଦା : ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ–୨୦୨୬ କାର୍ଯ୍ୟକ୍ରମ ଅନ୍ତର୍ଗତ ଆଜି ୩୨-ବଡସାହି(ଏସସି) ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନସ୍ଥ ୫୬ ନଂ ମତଦାନ କେନ୍ଦ୍ରରେ ଅତିରିକ୍ତ ଜିଲ୍ଲାପାଳ ମୟୂରଭଞ୍ଜ ତଥା ନିର୍ବାଚନ ପଞ୍ଜିକରଣ ଅଧିକାରୀ (ବଡ଼ସାହି) ଶ୍ରୀ ଦୁଃଖବନ୍ଧୁ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବୁଥ୍ ସ୍ତରୀୟ ଅଧିକାରୀ (ବିଏଲ୍ଓ) ଓ ବୁଥ୍ ସ୍ତରୀୟ ଏଜେଣ୍ଟ (ବିଏଲ୍ଏ) ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ବୁଥ୍ ସ୍ତରରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର […]

Read More Text.
Operation sindoor

ସାର୍ବଜନୀନ ହେଲା ଅପରେସନ ସିନ୍ଦୂରରେ ସହିଦ ୬ ଯବାନଙ୍କ ନାଁ, ଯୁଦ୍ଧ ସ୍ମାରକୀରେ ହେଲା ଖୋଦିତ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରରେ ସହିଦ ହୋଇଥିବା ୬ ଯବାନଙ୍କ ନାଁ ପ୍ରଥମ ଥର ସାର୍ବଜନୀନ ଭାବେ ଜାରି ହୋଇଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ୬ଜଣ ସହିଦଙ୍କ ନାଁ ବିଧିବଦ୍ଧ ଭାବେ ସାର୍ବଜନୀନ କରାଯାଇଛି । ୬ ସହିଦ ବୀରଙ୍କ ନାଁ ନୂଆଦିଲ୍ଲୀର ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀର ରୋଲ୍ ଅଫ୍ ଅନରରେ ସ୍ଥାନ ପାଇଛି । ୬ ଜଣ ବୀର ସହିଦ ହେଉଛନ୍ତି ସୁବେଦାର ମେଜର ପବନ କୁମାର, ରାଇଫଲମ୍ୟାନ୍ ସୁନୀଲ କୁମାର, ଲାନ୍ସ ନାୟକ ଦିନେଶ […]

Read More Text.
Mandir trust

ରାମ ମନ୍ଦିର ଦାନଅର୍ଥ ଚୋରି ମାମଲା: ଇସ୍ତଫା ଦେଲେ ଟ୍ରଷ୍ଟର ମହାସଚିବ ଚମ୍ପତ ରାୟ ଓ ଅନିଲ ମିଶ୍ରା

ଅଯୋଧ୍ୟା : ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମହାସଚିବ ଚମ୍ପତ ରାୟ ଇସ୍ତଫା ଦେଇଛନ୍ତି । ଅଯୋଧ୍ୟା ରାମ ମନ୍ଦିର ଦାନଅର୍ଥ ଚୋରି ମାମଲାକୁ ନେଇ ଇସ୍ତଫା ଦେବାକୁ ତାଙ୍କ ଉପରେ ଚାପ ପଡୁଥିଲା । କେବଳ ଚମ୍ପତ ରାୟ ନୁହେଁ ଟ୍ରଷ୍ଟର ସଦସ୍ୟ ଅନିଲ ମିଶ୍ରା ମଧ୍ୟ ଇସ୍ତଫା ଦେଇଛନ୍ତି । ରାମ ଜନ୍ମଭୂମି ଟ୍ରଷ୍ଟର ଦୁଇ ଜଣ ସଦସ୍ୟ ଚମ୍ପତ ରାୟ ଏବଂ ଅନିଲ ମିଶ୍ରା ଇସ୍ତଫା ଦେଇଛନ୍ତି । ଏସଆଇଟିର ତଦନ୍ତ ରିପୋର୍ଟ […]

Read More Text.
Book

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ୪ ଅଧିକାରୀଙ୍କୁ ନିଲମ୍ବନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗରେ ବଡ଼ କାର୍ଯ୍ୟାନୁଷ୍ଠାନ । ୪ ଅଧିକାରୀ ନିଲମ୍ବିତ । SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସମେତ ୪ ଜଣଙ୍କୁ ନିଲମ୍ବନ କଲେ ସରକାର । ୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ପିଲାଙ୍କ ଶିକ୍ଷା ପାଇଁ କମିଟିର ୧୪ ଟି ସୁପାରିଶ କାର୍ଯ୍ୟକାରୀ କରାଯିବ । ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ତଦନ୍ତ ରିପୋର୍ଟ ଦାଖଲ କରିବା ପରେ ଶୁକ୍ରବାର ଦିନ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]

Read More Text.
Mohan Majhi

ନୂଆବହି ଛପାଯାଇ ପିଲାଙ୍କୁ ବଣ୍ଟନ ହେବ, ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର : ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ସମସ୍ତ ତ୍ରୁଟି ବହିକୁ ପ୍ରତ୍ୟାହାର କରାଯିବ । ନୂଆବହି ଛପାଯାଇ ପିଲାଙ୍କୁ ବଣ୍ଟନ କରାଯିବ । ତଦନ୍ତ ରିପୋର୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଯେଉଁମାନେ ଷଡ଼ଯନ୍ତ୍ରରେ ସାମିଲ ଥିବେ ତଣ୍ଡ ଗଣିବେ । ସେମାନଙ୍କ ପାଖରୁ ତ୍ରୁଟି ବହିର ମୂଲ୍ୟ ଆଦାୟ କରାଯିବ । ରାଜ୍ୟର ସରକାରୀ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ନୂଆ […]

Read More Text.
Snana purnima

ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ସୁରକ୍ଷା କଡ଼ାକଡ଼ି, ମୁତୟନ ହେବେ ୭୨ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ବର: ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ କଡ଼ା ସୁରକ୍ଷା । ଜଗିବେ ୭୨ ପ୍ଲାଟୁନ୍ ଫୋର୍ସ, ଡ୍ରୋନ୍ ଓ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର । ଆସନ୍ତା ୨୯ ଜୁନ୍ ରେ ଅନୁଷ୍ଠିତ ହେବାକୁ ଯାଉଛି ମହାପ୍ରଭୁଙ୍କ ପବିତ୍ର ସ୍ନାନ ପୂର୍ଣ୍ଣିମା । ଏହି ସମୟରେ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସର ସେଣ୍ଟ୍ରାଲ ରେଞ୍ଜ ଆଇଜିପି IGP ସତ୍ୟଜିତ୍ ନାୟକ ସୁରକ୍ଷା ବ୍ୟବସ୍ଥାର ବ୍ଲୁ-ପ୍ରିଣ୍ଟ ପ୍ରକାଶ କରିଛନ୍ତି। ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ, […]

Read More Text.
IMG 20260625 WA0132

  କୃଷି ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ 

ବାରିପଦା  : ମୟୁରଭଞ୍ଜ ଜିଲ୍ଲା ବାମନଘାଟି ଉପଖଣ୍ଡ ର ରାଇରଙ୍ଗପୁର ବ୍ଳକ ପରିସରରେ ‘ ବିକଶିତ ଧାରା, ଓଡ଼ିଶା ସାରା ‘ କାର୍ଯ୍ୟକ୍ରମର ଆଜି ଦ୍ୱିତୀୟ ଦିବସରେ କୃଷି ସମ୍ବାଦ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି ।କୃଷକ ହେଉଛନ୍ତି ଅନ୍ନଦାତା ।ସେମାନଙ୍କର ଉନ୍ନତିରେ ଦେଶର ପ୍ରଗତି ରହିଛି ।ରାଜ୍ୟ ଓ କେନ୍ଦ୍ର ସରକାର କୃଷକକୁ ସଶକ୍ତ ପାଇଁ କୋଟି କୋଟି ଟଙ୍କାର ଯୋଜନା କରିଛନ୍ତି ।ଆଜି କୃଷି ଓ କୃଷକ କଲ୍ୟାଣ ବିଭାଗ ତଥା କୃଷି […]

Read More Text.
Jail 3

ନାବାଳିକା ଅପହରଣ ମାମଲାରେ ଅଭିଯୁକ୍ତକୁ ଜେଲ ଓ ଜୋରିମାନା

ବାରିପଦା : ଆଜି ଏଜ ନାବାଳିକା ଅପହରଣ ସଂକ୍ରାନ୍ତ ମାମଲାର ବିଚାର କରି ଜିଲ୍ଲା ଓ ଦୌରାଜଜ ସୁଦୀପ୍ତ ଆଚାର୍ଯ୍ୟ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ଥାନା ଅନ୍ତର୍ଗତ ଯୋଗୀବନ୍ଧ ଗ୍ରାମର ଟିକିନୋ ଦିଗାର କୁ ଭାରତୀୟ ନ୍ୟାୟ ସଂହିତା ଧାରା 363 ଅନୁଯାୟୀ ତିନି ବର୍ଷ ସଶ୍ରମ କାରାଦଣ୍ଡ ସମେତ ପାଞ୍ଚ ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ ଏକ ମାସ ସଶ୍ରମ କାରାଦଣ୍ଡ ରେ ଦଣ୍ଡିତ କରିଛନ୍ତି l ମାମଲାର ବିବରଣୀରୁ ପ୍ରକାଶ ଯେ […]

Read More Text.