କେନ୍ଦୁପତ୍ର ହିତାଧିକାରୀଙ୍କ କଲ୍ୟାଣ ପାଇଁ ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା’

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ ତୋଳାଳୀଙ୍କ ମଧ୍ୟରୁ ୮୩.୯୨% ମହିଳା ଅଟନ୍ତି | ୨୦,୫୦୨ ଜଣ କେନ୍ଦୁପତ୍ର ବନ୍ଧେଇ ଶ୍ରମିକମାନଙ୍କୁ ଶତକଡା ୫ ହାରରେ ୧.୯୪ କୋଟି ଟଙ୍କା ପ୍ରୋତ୍ସାହନ ରାଶି ଏବଂ ୧୬,୭୫୪ ଜଣ କେନ୍ଦୁପତ୍ର ସାମୟିକ କର୍ମଚାରୀମାନଙ୍କୁ […]

Read More Text.

ପାକିସ୍ତାନ ଉପରେ ନାହିଁ ଚୀନର ଭରସା, ମୁତୟନ କଲା ନିଜସ୍ୱ ସୁରକ୍ଷାବାହିନୀ

ଲାହୋର: ପାକିସ୍ତାନରେ ଚୀନ୍ ଇଞ୍ଜିନିୟର ଏବଂ ଶ୍ରମିକଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚୀନ୍ ମଧ୍ୟ ଚିନ୍ତିତ ହୋଇପଡିଛି । ସୂତ୍ରରୁ ଜଣାପଡିଛି ଯେ ପ୍ରଥମ ଥର ପାଇଁ, ଚୀନ ଏହାର ପ୍ରକଳ୍ପଗୁଡ଼ିକର ସୁରକ୍ଷା ପାଇଁ ପାକିସ୍ତାନରେ ଘରୋଇ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରିଛି। ଚୀନ୍ ସମ୍ପ୍ରତି ପାକିସ୍ତାନରେ ସିପିଇସି ପ୍ରକଳ୍ପରେ ସାମିଲ ଥିବା ଏହାର ଇଞ୍ଜିନିୟର ଏବଂ ଶ୍ରମିକଙ୍କ ସୁରକ୍ଷା ପାଇଁ ଏକ ଚୁକ୍ତି ସ୍ୱାକ୍ଷର କରିଛି। ସମ୍ପ୍ରତି ବାଲୁଚିସ୍ତାନରେ ଜାଫର ଏକ୍ସପ୍ରେସ ଅପହରଣ ଏବଂ […]

Read More Text.

କଂଗ୍ରେସ ବିରୋଧରେ ସୁନା ଇଟା ଧରି ବିରୋଧ ପ୍ରଦର୍ଶନ କଲା BRS

ହାଇଦ୍ରାବାଦ,୨୬।୩: ବୁଧବାର ତେଲଙ୍ଗାନା ବିଧାନ ପରିଷଦରେ କଂଗ୍ରେସ ସରକାରଙ୍କ ବିରୋଧରେ ଭାରତ ରାଷ୍ଟ୍ର ସମିତି (BRS)ର ଜଣେ MLC ଏକ ଅନନ୍ୟ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ସେ ପ୍ରତୀକାତ୍ମକ ସୁନା ଇଟା ଦେଖାଇଥିଲେ ଯାହା ଉପରେ ତେଲୁଗୁ, ହିନ୍ଦୀ ଏବଂ ଇଂରାଜୀରେ ‘୧୦ ଗ୍ରାମ ସୁନା’ ଲେଖାଯାଇଥିଲା। ଏହି ପ୍ରଦର୍ଶନ କଂଗ୍ରେସ ସରକାରଙ୍କ ପ୍ରତିଶ୍ରୁତିକୁ ଉଜ୍ଜ୍ୱଳ କରିବା ପାଇଁ ଥିଲା ଯେ ବିବାହ ପାଇଁ ଯୋଗ୍ୟ ମହିଳାଙ୍କୁ ୧୦ ଗ୍ରାମ ସୁନା ଦିଆଯିବ, କିନ୍ତୁ ତାହା ପୂରଣ […]

Read More Text.

ପିଲାଙ୍କ ବୁଦ୍ଧି ଭ୍ରଷ୍ଟ କରୁଛି ଭିଡିଓ ଗେମ୍: ସହପାଠୀଙ୍କ ୧୦ ଟଙ୍କାର ଚ୍ୟାଲେଞ୍ଜରେ ହାତ କାଟିଦେଲେ ୪୦ ଛାତ୍ର

ଗୁଜରାଟ,୨୬।୩: ମାତ୍ର ୧୦ ଟଙ୍କା ପାଇଁ ସହପାଠୀଙ୍କ ପ୍ରରୋଚନାରେ ହାତ କାଟିଦେଲେ ୪୦ ସ୍କୁଲ ଛାତ୍ର। ଏଭଳି ଏକ ବିଚିତ୍ର କାଣ୍ଡ ଘଟିଛି ଗୁଜରାଟର ମୋଟା ମୁଞ୍ଜିଆସର ପ୍ରାଥମିକ ବିଦ୍ୟାଳୟରେ। ଏହି ଘଟଣା ଏକ ଭିଡିଓ ଗେମକୁ କେନ୍ଦ୍ରିତ କରି ହୋଇଥିବା ଜଣା ପଡିଥିବା ବେଳେ ଏହା ଅଭିଭାକାମାନଙ୍କ ଚିନ୍ତା ବଢ଼ାଇ ଦେଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଘଟଣାଟି ସେତେବେଳେ ଆରମ୍ଭ ହୋଇଥିଲା ଯେତେବେଳେ ବାଗାସାରାର ଜଣେ ସପ୍ତମ ଶ୍ରେଣୀର ଛାତ୍ର ତାଙ୍କ ସହପାଠୀଙ୍କୁ ପେନସିଲ […]

Read More Text.

ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ମିଆଁମାର ସୀମା ସ୍ଥିରତା ଉପରେ କଲେ ଆଲୋଚନା

ନୂଆଦିଲ୍ଲୀ: କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିବା ସହ ମିଆଁମାର ସୀମା ସ୍ଥିରତା ଉପରେ ଆଲୋଚନା କରିଛନ୍ତି। ଜୁଲି ବିଶପ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ଗତବର୍ଷ ଏପ୍ରିଲରେ, ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ ମିଆଁମାରରେ ତାଙ୍କର ସ୍ୱତନ୍ତ୍ର ଦୂତ ଭାବରେ ଜୁଲି ବିଶପଙ୍କୁ ନିଯୁକ୍ତ କରିଥିଲେ। କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଏବଂ ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତ ଜୁଲି ବିଶପଙ୍କ ସହ ମିଆଁମାରରେ ଦ୍ରୁତ ଗତିରେ ବିକଶିତ ହେଉଥିବା […]

Read More Text.

ଶାହାଙ୍କ ବିରୋଧରେ ସ୍ଵାଧିକାର ପ୍ରସ୍ତାବ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ : କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ କଂଗ୍ରେସ ବୁଧବାର ସଂସଦରେ ସ୍ଵାଧିକାର ପ୍ରସ୍ତାବ ଆଗତ କରିଛି। କେନ୍ଦ୍ରମନ୍ତ୍ରୀ ଶାହା ସାଂସଦ ସୋନିଆ ଗାନ୍ଧୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବା ଏବଂ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କ ସମ୍ମାନ ହାନି କରିଥିବା ଅଭିଯୋଗ କରି କଂଗ୍ରେସ ପକ୍ଷରୁ ଏହି ପ୍ରସ୍ତାବ ଆଗତ କରାଯାଇଛି। କଂଗ୍ରେସ ସାଂସଦ ଜୟରାମ ରମେଶ କହିଛନ୍ତି ଯେ, ରାଜ୍ୟସଭାରେ ବିପର୍ଯ୍ୟୟ ପରିଚାଳନା ବିଲ୍‌ ୨୦୨୪ ସମ୍ପର୍କରେ ଉଦବୋଧନ ଦେବା ସମୟରେ ଶାହା […]

Read More Text.

ରାହୁଲ ଗାନ୍ଧୀଙ୍କୁ କହିବାକୁ ଅନୁମତି ଦେଲେନାହିଁ ବାଚସ୍ପତି

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ଅଭିଯୋଗ କରିଛନ୍ତି ଯେ ବାଚସ୍ପତି ଓମ୍ ବିର୍ଲା ତାଙ୍କୁ ଗୃହରେ କହିବାକୁ ଦେଇନଥିଲେ। ମହାକୁମ୍ଭ ଏବଂ ବେକାରୀ ପ୍ରସଙ୍ଗରେ ସେ କିଛି କହିବାକୁ ଚାହୁଁଥିଲେ ବୋଲି ଗାନ୍ଧୀ କହିଛନ୍ତି।ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାକୁମ୍ଭ ଉପରେ ଭାଷଣ ଦେଇଥିଲେ ଏବଂ ମୁଁ ମଧ୍ୟ ମହା କୁମ୍ଭ ମେଳା ଉପରେ କହିବାକୁ ଚାହୁଁଥିଲି। ମୁଁ କହିବାକୁ ଚାହୁଁଥିଲି କୁମ୍ଭ ମେଳା ବହୁତ ଭଲ ଥିଲା। […]

Read More Text.

ଦୁଷ୍କର୍ମ ପ୍ରସଙ୍ଗରେ ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ : ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶ ଉପରେ ରୋକ ଲଗାଇବା ସହ ଏହି ରାୟ ସମ୍ବେଦନଶୀଳତାର ଅଭାବ ଦର୍ଶାଉଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆହ୍ଲାବାଦ ହାଇକୋର୍ଟଙ୍କ ବିବାଦୀୟ ଆଦେଶରେ କୁହାଯାଇଛି ଯେ ସ୍ତନ ସ୍ପର୍ଶ କରିବା କିମ୍ବା ପାଇଜାମାର ଡୋର ଖୋଲିବା ଭଳି କାର୍ଯ୍ୟ ଦୁଷ୍କର୍ମ ଉଦ୍ୟମ ନୁହେଁ ଏବଂ ଦୁଷ୍କର୍ମ ଅଭିଯୁକ୍ତଙ୍କ ବିରୋଧରେ ନିଜର ଅଭିଯୋଗ ପ୍ରମାଣ କରିବା ପାଇଁ ପ୍ରସିକ୍ୟୁସନ୍ ଏହି ‘ପ୍ରସ୍ତୁତିର ପର୍ଯ୍ୟାୟ’ରୁ ବାହାରକୁ ଯିବା ଉଚିତ୍। ଆହ୍ଲାବାଦ ହାଇକୋର୍ଟଙ୍କ ମାର୍ଚ୍ଚ […]

Read More Text.

ବୁଲାଗୋରୁଙ୍କ ପାଇଁ ଅଟକିଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ, ରାସ୍ତାରେ ଚାଲିଚାଲି ବୁଝିଲେ ସମସ୍ୟା

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ବୁଧବାର ପୁରା ଆକ୍ସନ ମୋଡରେ ଦେଖିବାକୁ ମିଳିଛି। ଦିଲ୍ଲୀର ସଡ଼କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ ହଠାତ ଅଟକିବା ପରେ ତାଙ୍କୁ ଚାଲି ଚାଲି ଯିବାର ଦେଖିବାକୁ ମିଳିଥିଲା। ପୀତମପୁରାରେ ରେଖା ବିକାଶକାର୍ଯ୍ୟର ସମୀକ୍ଷା କରିଥିଲେ। ମେଟ୍ରୋ ପିଲାରରୁ ପୋଷ୍ଟର ହଟାଇଥିଲେ। ବୁଲା ଗୋରୁଙ୍କ ସମସ୍ୟାର ସମାଧାନ ଲାଗି ଜରୁରୀ ନିର୍ଦେଶ ଦେଇଥିଲେ। ରେଖାଙ୍କ ଏପରି ସକ୍ରିୟତା ରାଜଧାନୀର ଅନେକ ସ୍ଥାନରେ ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ କାରକେଡ […]

Read More Text.

ପ୍ରତିବାଦର ଆଉ ଏକ ନୂଆ ଉପାୟ ଆପଣାଇଲେ କଂଗ୍ରେସ ବିଧାୟକ, ଚା’ ପିଇ କଲେ ପ୍ରତିବାଦ

ଭୁବନେଶ୍ବର : ଦିନ ତମାମ ଆନ୍ଦୋଳନ ଧସ୍ତାଧସ୍ତି ପରେ ବି ସଂଧ୍ୟାରେ ଆଉ ଏକ ଅଭିନବ ପନ୍ଥା ଆପଣାଇଛନ୍ତି କଂଗ୍ରେସ ବିଧାୟକ । ସମାନ ରଙ୍ଗର ଟି ସାର୍ଟ ପିନ୍ଧି ହୋଟେଲ ମେ ଫେୟାରରେ ଏକତ୍ର ଚା ପିଇଛନ୍ତି । ସାମ୍ନା ପଟେ ଲେଖାଯାଇଥିଲା କ୍ରାଇମ କୋଶ୍ଚିନ । ଏବଂ କୋଶ୍ଚିନ ଅନ୍ ଓମେନ ସେପ୍ଟି । ପଛପଟେ କେତେ ମାସରେ କେତେ ଗଣଦୁଷ୍କର୍ମ ହୋଇଛି ଏବଂ ୫ ବର୍ଷରେ କେତେ ମହିଳା ଏବଂ ଶିଶୁ ନିଖୋଜ […]

Read More Text.