ସମାଜ କଲ୍ୟାଣ ବୋର୍ଡକୁ କ୍ରିୟାଶୀଳ କରିବେ ସରକାର
ଭୁବନେଶ୍ବର : ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମଗୁଡିକୁ ସଠିକ ଭାବରେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରିବ ବୋଲି ଶ୍ରୀମତୀ ପରିଡା କହିଛନ୍ତି। ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ ସୁପ୍ରତିଷ୍ଠିତ ଅଣସରକାରୀ ସଂଗଠନକୁ ସମାଜ କଲ୍ୟାଣ ବୋର୍ଡ ଦ୍ୱାରା ତାଲିକାଭୁକ୍ତ […]
Read More Text.