Traffic challan rules 1

୧୨,୦୦୦ କୋଟି ଟଙ୍କା ଅତିକ୍ରମକଲା ଭାରତରେ ଟ୍ରାଫିକ ଜରିମାନା, ଅନେକ ଦେଶର GDP ପଡିଲା ପଛରେ: ରିପୋର୍ଟ

ନୁଆଦିଲ୍ଲୀ,୧୯।୫: CARS24 ଦ୍ୱାରା ପ୍ରକାଶିତ ଏକ ସାମ୍ପ୍ରତିକ ସର୍ଭେ ରିପୋର୍ଟ ଅନୁଯାୟୀ, ଭାରତରେ ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ଲାଗୁ ହୋଇଥିବା ଜରିମାନା ଅନେକ ଛୋଟ ଦେଶର GDPକୁ ଅତିକ୍ରମ କରିଛି। ୨୦୨୪ ରିପୋର୍ଟ ଅନୁସାରେ, ପ୍ରାୟ ୮ କୋଟି ଟ୍ରାଫିକ ଚାଲାନ ଜାରି ହୋଇଛି, ଯାହାର ମୋଟ ଜରିମାନା ପ୍ରାୟ ୧୨,୦୦୦ କୋଟି ଟଙ୍କା। ଏହାର ଅର୍ଥ ରାସ୍ତାରେ ଚଳାଚଳ କରୁଥିବା ପ୍ରାୟ ପ୍ରତି ଦ୍ୱିତୀୟ ଗାଡ଼ି ଅତି କମ୍ ଥରେ ଜରିମାନା ପଡୁଛି। ତଥାପି, […]

Read More Text.
Supremecourt 300x185

ଭାରତ ଧର୍ମଶାଳା ନୁହେଁ, ସମସ୍ତଙ୍କୁ ଏଠାରେ ଆଶ୍ରୟ କାହିଁକି ଦିଆଯିବ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଶରଣାର୍ଥୀଙ୍କ ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କରି ସୁପ୍ରିମକୋର୍ଟ ସୋମବାର କହିଛନ୍ତି ଯେ ଭାରତ ଧର୍ମଶାଳା ନୁହେଁ। ସାରା ବିଶ୍ୱରୁ ଆସୁଥିବା ଲୋକଙ୍କୁ ଆଶ୍ରୟ ଦେବାର କୌଣସି ଯଥାର୍ଥତା ନାହିଁ। ଭାରତ ସବୁ ଲୋକଙ୍କୁ କାହିଁକି ଆଶ୍ରୟ ଦେବ… ? ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଭାରତ ନିଜର ବିଶାଳ ଜନସଂଖ୍ୟାକୁ ନେଇ ପୂର୍ବରୁ ହିଁ ସମସ୍ୟାର ଅଛି। ବିଶ୍ବର ସବୁ ସ୍ଥାନରୁ ଆସୁଥିବା ଶରଣାର୍ଥୀଙ୍କୁ ଆଶ୍ରୟ ଦେବା ସମ୍ଭବ ନୁହେଁ। ଜଣେ ଶରଣାର୍ଥୀଙ୍କ […]

Read More Text.
S

ୟୁକୋ ବ୍ୟାଙ୍କର ପୂର୍ବତନ ସିଏମଡି ଗିରଫ, ୬୨୧୦ କୋଟିର ଋଣ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ : ରାଷ୍ଟ୍ରାୟତ୍ତ ବ୍ୟାଙ୍କ ୟୁକୋ ବ୍ୟାଙ୍କରେ ଏକ ବଡ଼ ଧରଣର ଋଣ ଦୁର୍ନୀତିର ପର୍ଦ୍ଦାଫାଶ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) । ଏହି ମାମଲାରେ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ ଇଡି ଏକ ବଡ଼ ଧରଣର ଚଢଉ କରିଛି । ଏହା ସହିତ ୟୁକୋ ବ୍ୟାଙ୍କର ପୂର୍ବତନ ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ (ସିଏମଡି) ସୁବୋଧ କୁମାର ଗୋୟଲଙ୍କୁ ଗିରଫ କରାଯାଇଛି। ସୁବୋଧଙ୍କ ବିରୋଧରେ ଏକ କମ୍ପାନୀକୁ ହଜାର ହଜାର କୋଟି ଟଙ୍କାର ଋଣ ହେରଫେର ଏବଂ […]

Read More Text.
121234920

ଲସ୍କର-ଏ-ତୋଏବାର ହେଡକ୍ବାର୍ଟରରେ ଟ୍ରେନିଂ ନେଇଥିଲେ ଜ୍ୟୋତି, ଆତଙ୍କୀ ଆଡ୍ଡାରେ ରହିଥିଲେ ୧୪ ଦିନ !

ନୂଆଦିଲ୍ଲୀ: ଆତଙ୍କୀ ଶିବିରରେ ଥିଲେ ପାକିସ୍ତାନୀ ଗୁପ୍ତଚର ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୧୪ ଦିନ ଧରି ସେଠାରେ ରହିଥିଲେ ଆଉ ଆତଙ୍କୀ ଆଡ୍ଡାରେ ତାଲିମ ନେଉଥିଲେ । ପାକିସ୍ତାନର ମୁରିଦକେ ସହର ଯାହାକୁ ଲସ୍କର-ଏ-ତୋଏବାର ହେଡକ୍ବାର୍ଟର କୁହାଯାଏ ଆଉ କୁଖ୍ୟାତ ଆତଙ୍କୀ ହାଫିଜ ସଇଦର ଘର ବୋଲି ମଧ୍ୟ କୁହାଯାଏ, ସେଠାରେ ଜ୍ୟୋତି ମାଲହୋତ୍ରା ତାଲିମ ନେଉଥିଲେ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ଟ୍ରେନିଂ ପରେ ଯୁବତୀଙ୍କୁ ଏହି […]

Read More Text.
Jyoti

ପହଲଗାମ୍ ଆତଙ୍କୀ ହମଲା: ନିରୀହ ପର୍ଯ୍ୟଟକଙ୍କୁ ଦୋଷ ଦେଇଥିଲେ ଜ୍ୟୋତି

ନୂଆଦିଲ୍ଲୀ: ପହଲଗାମ୍ ଆତଙ୍କୀ ହମଲା ନେଇ ଯେତେବେଳେ ସାରା ବିଶ୍ବ ଆତଙ୍କବାଦୀଙ୍କୁ ଏ ଘୃଣ୍ୟ କାମକୁ ନିନ୍ଦା କରୁଥିଲା ଆଉ ପାକିସ୍ତାନ ବିରୋଧରେ ସ୍ବର ତେଜୁଥିଲା ଠିକ୍ ସେତେବେଳେ ଭାରତରେ ରହି ଜଣେ ଭାରତୀୟ ହୋଇ ପହଲଗାମ୍ ହମଲାରେ ଆତଙ୍କୀଙ୍କୁ ନୁହେଁ ବରଂ ନିରୀହ ପର୍ଯ୍ୟଟକଙ୍କୁ ଦୋଷ ଦେଇଥିଲେ ଏ ଦେଶଦ୍ରୋହୀ । ହମଲାରେ ଆତଙ୍କବାଦ ବିରୋଧରେ ନକହି ବରଂ ପର୍ଯ୍ୟଟକଙ୍କ ମୁଣ୍ଡକୁ ଦୋଷ ଠେଲିଥିଲେ ପାକିସ୍ତାନର ଏ ଗୁପ୍ତଚର ଜ୍ୟୋତି ମଲହୋତ୍ରା । ପାକିସ୍ତାନ ପାଇଁ […]

Read More Text.

ସବୁ ବିଚାରପତି ପୂର୍ଣ୍ଣକାଳୀନ ପେନସନ ପାଇବାକୁ ହକଦାର : ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ: ଅତିରିକ୍ତ ବିଚାରପତି ଭାବରେ ଅବସର ନେଇଥିବା ବ୍ୟକ୍ତିଙ୍କ ସମେତ ସମସ୍ତ ହାଇକୋର୍ଟ ବିଚାରପତି ପୂର୍ଣ୍ଣ ପେନସନ ପାଇବାକୁ ହକଦାର। ଜଣେ ବିଚାରପତି ଜିଲା ନ୍ୟାୟାଳୟରୁ ପଦୋନ୍ନତି ପାଇଛନ୍ତି କି ବାରରୁ ଉନ୍ନୀତ ହୋଇଛନ୍ତି ତାହା ଉପରେ କୌଣସି ପାର୍ଥକ୍ୟ କରାଯାଇପାରିବ ନାହିଁ ବୋଲି ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତିମାନେ ବାର୍ଷିକ ୧୫ ଲକ୍ଷ ଟଙ୍କା ପେନସନ ଭାବରେ ପାଇବେ। ସେହିପରି ଅତିରିକ୍ତ ବିଚାରପତି […]

Read More Text.
0000

କାର୍‌ ଭିତରେ ଶ୍ଵାସରୁଦ୍ଧ ହୋଇ ୪ ଶିଶୁ ମୃତ

ବିଜୟନଗରମ୍ : ଆନ୍ଧ୍ରପ୍ରଦେଶ ବିଜୟନଗରମ୍ ଦ୍ଵାରପୁଡି ଗାଁରେ ଅଘଟଣ। ଏକ କାର୍ ଭିତରେ ଶ୍ଵାସରୁଦ୍ଧ ହୋଇ ୪ ଜଣ ପିଲାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୁଅ ଏବଂ ୩ ଜଣ ଝିଅ ଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ପିଲାମାନେ ଘର ବାହାରେ ଖେଳୁଥିବା ସମୟରେ ପାଖରେ ଠିଆ ହୋଇଥିବା କାର ଭିତରେ ପ୍ରବେଶ କରିଥିଲେ। କବାଟ ଗୁଡ଼ିକ ବନ୍ଦ ହୋଇ ପଡିବାରୁ ପିଲାମାନେ ସେଗୁଡ଼ିକୁ ଖୋଲିପାରି ନଥିଲେ । ଶ୍ବାସରୁଦ୍ଧ ହୋଇ ଗାଡ଼ି […]

Read More Text.

ଅଧିକାରୀଙ୍କ ଭୁଲ୍‌ ପାଇଁ ସରକାର ଗଣିବେ ୨୦ କୋଟିର ତଣ୍ଡ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା (ସିଏସ୍‌ଏସ୍‌) ଅର୍ଥ କିଭଳି ଖର୍ଚ୍ଚ କରାଯିବ, ସେନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ଅବଗତ କରାଯାଉଛି। ଏ ସଂକ୍ରାନ୍ତରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ମଧ୍ୟ ଜାରି ହୋଇଛି। ଏହାସହିତ ମୁଖ୍ୟ ଶାସନ ସଚିବ ଓ ଅର୍ଥ ସଚିବଙ୍କ ଅଧ୍ୟକ୍ଷତାରେ ବାରମ୍ବାର ବୈଠକ ବସି ସବୁ ବିଭାଗର ଅର୍ଥ ପରାମର୍ଶଦାତାଙ୍କୁ ସଚେତନ କରାଯାଉଛି। ହେଲେ ବାସ୍ତବ କ୍ଷେତ୍ରରେ ଅର୍ଥ ପରାମର୍ଶଦାତାମାନେ ତାଙ୍କର ଦାୟିତ୍ୱ ଠିକଣା […]

Read More Text.
1

ପ୍ରେମରେ ବିଫଳ ହୋଇ ପ୍ରେମିକାଙ୍କୁ ଏସିଡ୍‌ ମାଡ଼ କରିବାକୁ ଉଦ୍ୟମ

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ଶହିଦନଗର ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍‌ନାକୁ ଆସିଛି। ଏକତରଫା ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ପ୍ରେମିକ ଜଣକ ଯୁବତୀଙ୍କୁ ଏସିଡ ଫିଙ୍ଗିବାକୁ ଉଦ୍ୟମ କରିଛନ୍ତି। ହେଲେ ସ୍ଥାନୀୟ ଲୋକେ ଯୁବକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ପୋଲିସ ଯୁବକଙ୍କୁ ଥାନାକୁ ନେଇ ଅଧିକ ପଚରାଉଚରା କରଛି। ଏହି ଘଟଣାର ରାଜଧୀନରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଯୁବତୀ ଜଣକ ଗଣମାଧ୍ୟକୁ କହିଛନ୍ତି ଯେ, ଇନଷ୍ଟାଗ୍ରାମରେ […]

Read More Text.

ୟୁଟ୍ୟୁବରଙ୍କ ପାକିସ୍ତାନୀ ଗୁପ୍ତଚର ଲିଙ୍କ୍‌ ପ୍ରସଙ୍ଗରେ ତଦନ୍ତ କରୁଛି ଏନ୍ଆଇଏ: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: କୌଣସି ବି ପରିସ୍ଥିତିରେ ପାକିସ୍ତାନୀ ଗୁପ୍ତଚରଙ୍କୁ ଛଡ଼ାଯିବନି। ଯେତେ ଯାହାର ଲିଙ୍କ୍ ଥିବ, ସବୁ ବାହାରିବ। ଏଥିଲାଗି ଏନ୍ଆଇଏ ୟୁଟ୍ୟୁବରଙ୍କ ପାକିସ୍ତାନୀ ଗୁପ୍ତଚର ଲିଙ୍କ୍‌ ପ୍ରସଙ୍ଗରେ ତଦନ୍ତ କରୁଛି। ଯାହାର ଲିଙ୍କ୍‌ ବାହାରିବ ସେ ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ। ଆଜି ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏହି ମାମଲାରେ ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ କଠିନ ଦଣ୍ଡରେ ଦଣ୍ଡିତ କରାଯିବ। ଯେଉଁମାନେ ପଡ଼ୋଶୀ ଦେଶ ପାଇଁ ଗୁଇନ୍ଦାଗିରି କରୁଛନ୍ତି […]

Read More Text.