Pa

ଭାରତର ଆକ୍ରମଣରେ ନଷ୍ଟ ହୋଇଥିବା ଆତଙ୍କବାଦୀ ଆଡ୍ଡାକୁ ପୁଣି ନିର୍ମାଣ କରିବାକୁ ଚେଷ୍ଟା କରୁଛି ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ‘ଅପରେସନ୍ ସିନ୍ଦୂର’କୁ ଆଧାର କରି ଭାରତ ନଅଟି ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରିଥିଲା। ପାକିସ୍ତାନକୁ କଡ଼ା ଜବାବ ଦେଇ ନଅଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରି ଦେଇଥିଲା ଭାରତ। ଭାରତର ଏହି ଶକ୍ତିଶାଳୀ ଆକ୍ରମଣରେ ଆତଙ୍କବାଦୀ ମାସୁଦ ଆଝାରର ପରିବାରର ୧୪ଜଣ ସଦସ୍ୟ ଏକାସହିତ ନିହତ ହୋଇଥିଲେ। ମାସୁଦ ଆଝାର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ପ୍ରତିଷ୍ଠାତା ଏବଂ ସେ ନିଜେ ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀଙ୍କ ତାଲିକାରେ ସାମିଲ […]

Read More Text.
Cumclcu7bd0mfdpw3pne

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣା: ମୁହଁ ଖୋଲିଲେ ପ୍ରିୟଙ୍କା ସେନାପତି

ପୁରୀ: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣାରେ ମୁହଁ ଖୋଲିଛନ୍ତି ପ୍ରିୟଙ୍କା ସେନାପତି। ସେ କହିଛନ୍ତି, ଜ୍ୟୋତି ମୋର କେବଳ ଜଣେ ସାଙ୍ଗ। ୟୁଟ୍ୟୁବ ମାଧ୍ୟମରେ ତାଙ୍କ ସହ ମୋର ପରିଚୟ ହୋଇଥିଲା। ଜ୍ୟୋତି ମାଲହୋତ୍ରା ଯେଉଁ ଅଭିଯୋଗରେ ଗିରଫ ହୋଇଛନ୍ତି, ସେ ସଂପର୍କରେ ମୁଁ ଅଜ୍ଞ। ଯଦି ସେ ବିଷୟରେ ଜାଣିଥାନ୍ତି ଯେ ଜ୍ୟୋତି ମାଲହୋତ୍ରା ଶତ୍ରୁ ରାଷ୍ଟ୍ରର ଗୁଇନ୍ଦାଗିରି କରୁଛନ୍ତି ବୋଲି, ତେବେ ମୁଁ ତାଙ୍କ ସଂପର୍କରେ ରହିନଥାନ୍ତି। କେବଳ କଣ୍ଟେଟ କ୍ରିଏସନ୍ ହେତୁ […]

Read More Text.
2 170 1747566633618

ଖୁବଶୀଘ୍ର ନୟାଗଡରୁ ବୌଦ୍ଧକୁ ଟ୍ରେନ୍ ଚାଲିବ: ମୁଖ୍ୟମନ୍ତ୍ରୀ

ବୌଦ୍ଧ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକରେ ନିଜର ସନ୍ତୋଷ ପ୍ରକାଶ କରିଛନ୍ତି । ସମୀକ୍ଷାରୁ ଜଣା ଯାଇଛି ଯେ ବୌଦ୍ଧ ଜିଲ୍ଲାବାସୀଙ୍କୁ ଉନ୍ନତ ଗମନାଗମନ ସୁବିଧା ଉପଲବ୍‍ଧ କରିବା ପାଇଁ ପ୍ରାୟ ୨୮ କୋଟି ଟଙ୍କା ମୂଲ୍ୟର ସଡ଼କ ପ୍ରକଳ୍ପ ପାଇଁ ନିକଟରେ […]

Read More Text.
5amhi38b033gjfvwjedc

ଲଜ୍ ଭିତରୁ ମିଳିଲା ଯୁବକଙ୍କ ମୃତଦେହ

ନୂଆପଡ଼ା: ନୂଆପଡ଼ା ସହର ସ୍ଥିତ ନୀଳାଦ୍ରି ବିହାର କଲ୍ୟାଣ ମଣ୍ଡପ ଓ ଲଜର ୧୧୫ ନମ୍ବର ବନ୍ଦ କୋଠରୀ ଭିତରୁ ସ୍ଥାନୀୟ ପୁଲିସ ସହାୟତାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତି ଜଣକ ପଡ଼ୋଶୀ ଛତିଶଗଡ଼ ଦୁର୍ଗ ଜିଲ୍ଲା ଭିଳାଇ ସ୍ଥିତ ଇଂସା ଗ୍ରାମର ଅମିତ ସିଂ। ମୃତ୍ୟୁର କାରଣ ଜଣା ପଡ଼ିନାହିଁ। ପରିବାର ଲୋକେ ଆସିବା ପରେ ଶବ ବ୍ୟବଚ୍ଛେଦ ହେବା ନେଇ ମିଳିଛି ସୂଚନା। ଅମିତ ସିଂ ରାୟପୁରର ଜଣେ ଠିକାଦାରଙ୍କ ପାଖରେ […]

Read More Text.
Image 61

ଗୁପ୍ତଚର ଜ୍ୟୋତିଙ୍କ ସହ ପ୍ରିୟଙ୍କାଙ୍କ ଲିଙ୍କ୍: ପୁରୀ ଛାଡ଼ି ନଯିବାକୁ ଯୁବତୀଙ୍କୁ ନିର୍ଦ୍ଦେଶ

ପୁରୀ: ବର୍ଷ ବର୍ଷ ଧରି ଶତ୍ରୁରାଷ୍ଟ୍ର ପାକିସ୍ତାନ ପାଇଁ ଗୁପ୍ତଚୋର କରୁଥିବା ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାକୁ ହରିୟାଣା ପୋଲିସ ଗିରଫ କରିବା ପରେ ଗୋଟେ ପରେ ଗୋଟେ ଗୁମର ଖୋଲିବାରେ ଲାଗିଛି। ଏହାରି ଭିତରେ ପୁରୀ କାଳିକାଦେବି ସାହିର ପ୍ରିୟଙ୍କା ସେନାପତି ସହ ବନ୍ଧୁତ୍ୱ ସ୍ଥାପନ ହୋଇଥିଲା ଏବଂ ଉଭୟ ଅନେକ ସ୍ଥାନକୁ ବୁଲିବା ସହ ବ୍ଲଗ ମଧ୍ୟ କରିଥିଲେ। ଜ୍ୟୋତି ମାଲହୋତ୍ରାଙ୍କ ସହିତ ସମ୍ପର୍କ ରଖି ଅଡୁଆରେ ପଡ଼ିଛନ୍ତି ପୁରୀର ୟୁଟ୍ୟୁବର ପ୍ରିୟଙ୍କା ସେନାପତି। […]

Read More Text.
Mising

କାଠଯୋଡ଼ିରେ ବୁଡି ଦୁଇ ଜଣ ଯୁବକ ନିଖୋଜ, ଜଣଙ୍କର ମୃତ ଦେହ ଉଦ୍ଧାର

କଟକ : ଗାଧେଇଲା ବେଳେ ଅଘଟଣ। କଟକ ସଡ଼ିଏ ୧୧ ନିକଟ କାଠଯୋଡ଼ି ଗଡା ନିକଟରେ ଗାଧେଇଲା ବେଳେ ବୁଡି ଗଲେ ଦୁଇ ଯୁବ ଇଞ୍ଜିନିୟର । ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । ସୂଚନା ମୁତାବକ ଏସିବି ସମ୍ପ୍ରସାରଣ କାର୍ଯ୍ୟ ରେ ଏକ କମ୍ପାନୀ ପକ୍ଷରୁ ନିୟୋଜିତ ରୁତିକେଶ ମାତାଲ , ବୟସ ୨୫ ଓ ରୁତିକ ଭଂଜେ , ବୟସ ୨୪ କାଠଯୋଡ଼ି କୁ ଗାଧେଇବା […]

Read More Text.
Imf

ପାକିସ୍ତାନ ଆଗରେ ୧୧ଟି ସର୍ତ୍ତ ରଖିଲା IMF

ନ୍ୟୁୟର୍କ: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ପାକିସ୍ତାନ ଉପରେ ଏହାର ରିଲିଫ୍ କାର୍ଯ୍ୟକ୍ରମର ପରବର୍ତ୍ତୀ ପର୍ଯ୍ୟାୟ ଜାରି କରିବା ପାଇଁ ୧୧ଟି ନୂତନ ସର୍ତ୍ତ ଲାଗୁ କରିଛି। ଏହା ସହିତ, ଆଇଏମଏଫ ପାକିସ୍ତାନକୁ ଚେତାବନୀ ଦେଇଛି ଯେ ଭାରତ ସହିତ ଉତ୍ତେଜନା ଯୋଜନାର ଆର୍ଥିକ, ବାହ୍ୟ ଏବଂ ସଂସ୍କାର ଲକ୍ଷ୍ୟ ପ୍ରତି ବିପଦ ବୃଦ୍ଧି କରିପାରେ। ରବିବାର ଏକ ଗଣମାଧ୍ୟମ ରିପୋର୍ଟରେ ଏହି ସୂଚନା ଦିଆଯାଇଛି। ପାକିସ୍ତାନ ଉପରେ ଲାଗୁ ହୋଇଥିବା ନୂତନ ସର୍ତ୍ତଗୁଡ଼ିକ ମଧ୍ୟରେ ୧୭,୬୦୦ […]

Read More Text.
Hc

ମେ ୧୯ରୁ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

କଟକ: କଟକ ସହରରେ ଓଡ଼ିଶା ହାଇକୋର୍ଟ ଗ୍ରୀଷ୍ମ ଛୁଟି ପାଇଁ ମେ ୧୯ରୁ ଜୁନ୍ ୧୬ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଜରୁରୀ ମାମଲା ଶୁଣାଣି ପାଇଁ କିଛି ନିର୍ଦ୍ଦିଷ୍ଟ ତାରିଖରେ ଭେକେସନ ବେଞ୍ଚ ଗଠନ କରାଯିବ। କାର୍ଯ୍ୟସୂଚୀ ଅନୁଯାୟୀ, କୋର୍ଟ ଆଠଟି ନିର୍ଦ୍ଦିଷ୍ଟ ଦିନରେ ମାମଲା ବିଚାର କରିବେ। ସେଥିମଧ୍ୟରେ ମେ ୨୦, ମେ ୨୩, ମେ ୨୭, ମେ ୩୦, ଜୁନ ୩, ଜୁନ ୪, ଜୁନ ୧୦ ଏବଂ ଜୁନ […]

Read More Text.
Anandpur

ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ

ଆନନ୍ଦପୁର : ଏମିତି ସାଙ୍ଗ ଜଗତେ ନାହିଁ ।  ସାଙ୍ଗକୁ ବଞ୍ଚାଇବାକୁ ଯାଇ ସାଙ୍ଗ ମୃତ ।  କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ବଡ଼ପଦନା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଶୁଭମ ସାହୁ ।  ପଦନା ଗାଁର ଶୁଭମ ଓ ମାନସ ଅନ୍ଧାରୀ ଗାଁର ଅନ୍ୟଜଣେ ସାଙ୍ଗ ଘରକୁ ଜନ୍ମଦିନ ଭୋଜି ଖାଇବାକୁ ଯାଇଥିଲେ ।  ଛାତ ଉପରେ ଭୋଜି ଚାଲିଥିବାବେଳେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ ମାନସ । ତାଙ୍କୁ ବଂଚାଇବାକୁ […]

Read More Text.
Vpsvdqokqw2cnrsyuvob

୨୭୩ ଡ୍ରୋନ ସହ ୟୁକ୍ରେନ ଉପରେ ରୁଷର ଆକ୍ରମଣ

କିବ୍: ରବିବାର ପ୍ରତ୍ୟୁଷରେ ରୁଷ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତର ସବୁଠାରୁ ବଡ଼ ଏବଂ ଆକ୍ରମଣାତ୍ମକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣ ଡ୍ନିପ୍ରୋପେଟ୍ରୋଭସ୍କ ଏବଂ ଡୋନେସ୍କ ଅଞ୍ଚଳକୁ ଦୋହଲାଇ ଦେଇଥିଲା। ଏହି ଆକ୍ରମଣ ୟୁକ୍ରେନର ପ୍ରତିରକ୍ଷା ବ୍ୟବସ୍ଥା ପାଇଁ ସମସ୍ୟା ସୃଷ୍ଟି କରିଥିଲା ଏବଂ ସାଧାରଣ ନାଗରିକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ଏହି ସମୟରେ, ରୁଷ ରାଷ୍ଟ୍ରପତି ପୁଟିନ କହିଛନ୍ତି ଯେ ସେ ୟୁକ୍ରେନରେ ‘ସଂଘର୍ଷର କାରଣଗୁଡ଼ିକୁ ଦୂର କରିବାକୁ’ ଏବଂ ରୁଷର ସୁରକ୍ଷା ସୁନିଶ୍ଚିତ […]

Read More Text.