କୋମାରେ ବନ୍ତ ବ୍ଳକ ଶିକ୍ଷା ବିଭାଗ, ଡେପୁଟେସନ କର୍ମଚାରୀଙ୍କ ଭରସାରେ ଚାଇିଛି କାର୍ଯ୍ୟାଳୟ

ବର୍ଷେ ହେବ ବିଇଓ ପଦବୀ ଖାଲି ପଡ଼ିଛି ଆଗରପଡ଼ା :ଶିକ୍ଷା ବିଭାଗକୁ ସୁଦୃଢ଼ କରିବା ପାଇଁ ସରକାର ବିଭିନ୍ନ ପ୍ରକାର ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ବିଭାଗୀୟ ଅଧିକାରାଙ୍କ ଦୂର ଦୃଷ୍ଟିର ଅଭାବ ଯୋଗୁଁ ଯୋଜନାଗୁଡ଼ିକ ଫଳପ୍ରଦ ହୋଇ ପାରୁନଥିବା ଜଣାପଡ଼ିଛି । ଏହିପରି ଦୃଷ୍ଟାନ୍ତ ଦେଖୁବାକୁ ମିଳିଛି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଠାରେ । ବିଭିନ୍ନ ଦୃଷ୍ଟି କୋଣରୁ ଉକ୍ତ ଶିକ୍ଷା ବିଭାଗ ବର୍ତ୍ତମାନ ଜୋମାରେ […]

Read More Text.

ହିଂସା ମାମଲାରେ ସମ୍ଭଲ ଜାମା ମସଜିଦ ମୁଖ୍ୟ ଗିରଫ

ସମ୍ଭଲ : ୟୁପିର ସମ୍ଭଲ ହିଂସା ମାମଲାରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଗିରଫଦାରୀ ହୋଇଛି। ଜାମା ମସଜିଦର ମୁଖ୍ୟ ଜାଫର ଅଲ୍ଲୀଙ୍କୁ ଗିରଫ କରାଯାଇଛି। ସମ୍ଭଲ ପୁଲିସର ସୂଚନା ଅନୁଯାୟୀ, ୨୪ ନଭେମ୍ବର ୨୦୨୪ରେ ଘଟିଥିବା ହିଂସା ଘଟଣାରେ ଜଫର ଅଲିଙ୍କୁ ଗିରଫ କରାଯାଇଛି। ପଚରାଉଚରା ପରେ ଗିରଫ କରାଯାଇଥିଲା। ଜାଫରଙ୍କୁ ଖୁବ୍‌ଶୀଘ୍ର ଚନ୍ଦୌସି କୋର୍ଟରେ ହାଜର କରାଯିବ। ଆଜି ରବିବାର ଅପରାହ୍ନରେ ପୁଲିସ ସଦର ଜାଫର ଅଲିଙ୍କୁ ହେପାଜତକୁ ନେଇଛି। ତାଙ୍କୁ ତାଙ୍କ ଘରୁ ଉଠାଇ […]

Read More Text.

ଆମେରିକାରେ ଭାରତୀୟ ବଂଶୋଦ୍ଭବ ବାପା-ଝିଅଙ୍କୁ ଗୁଳି କରି ହତ୍ୟା

ଓ୍ବାଶିଂଟନ: ଆମେରିକାରେ ଜଣେ ଭାରତୀୟ ବଂଶୋଦ୍ଭବ ଏବଂ ତାଙ୍କ ଝିଅକୁ ଗୁଳି କରି ହତ୍ୟା କରାଯାଇଛି। ଏକ ତେଜରାତି ଦୋକାନରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଦୁହେଁ ସେହି ତେଜରାତି ଦୋକାନରେ କାମ କରୁଥିଲେ। ଏହି ମାମଲାରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ତେବେ ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଅପରପକ୍ଷେ ଜଣେ ଭାରତୀୟ ବଂଶୋଦ୍ଭବ ଏବଂ ତାଙ୍କ ଝିଅର ହତ୍ୟା ଖବର ଶୁଣି ଆମେରିକାରେ ରହୁଥିବା ଭାରତୀୟ ବଂଶୋଦ୍ଭବ ଲୋକଙ୍କ ମଧ୍ୟରେ ଶୋକର […]

Read More Text.

ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଗତ ୨୦ ତାରିଖରେ ବିଜାପୁର ପୁଲିସ ୨୬ ଜଣ ନକ୍ସଲଙ୍କୁ ମାରିବା ପରେ ସଂଗଠନରେ ହଡକମ୍ପ ମଚିଥିଲା। ନକ୍ସଲ ମୃତ୍ୟୁକୁ ଭୟ କରିବା ସହ ସଂଗଠନ ଛାଡିବା ପାଇଁ ଆଗେଇ ଆସିଥିଲେ। ନକ୍ସଲ ସଂଗଠନରେ ନର୍ଯାତନା ଏବଂ ପୁଲିସର ଘନ ଘନ ଚଢାଉରେ ନକ୍ସଲଙ୍କର ମୃତ୍ୟୁ ଅନ୍ୟ ନକ୍ସଲମାନଙ୍କୁ ଭୟଭିତ କରାଇଛି। ଆନ୍ଧ୍ର ଓଡିଶା ବଡର ଡିଭିଜନ ଏବଂ ତେଲେଙ୍ଗାନା […]

Read More Text.

ପାକିସ୍ତାନରେ ଚିନି କିଲୋ ୧୮୦ ଟଙ୍କା

ଇସଲାମାବାଦ : ପାକିସ୍ତାନରେ ଚିନି ମୂଲ୍ୟ ନିୟମିତ ବ୍ୟବଧାନରେ ବଢିଚାଲିଛି। ଚିନିର ବିକ୍ରି ମୂଲ୍ୟ ଉପରେ ସରକାର କଟକଣା ଲାଗୁ କରିଥିଲେ ସୁଦ୍ଧା ଏହା ପ୍ରଭାବଶୂନ୍ୟ ପ୍ରମାଣିତ ହୋଇଛି। ଖୋଲା ବଜାରରେ ଚିନି କିଲୋ ପିଛା ସର୍ବାଧିକ ୧୩୦ ଟଙ୍କାରେ ବିକ୍ରି କରାଯିବ ବୋଲି ନିର୍ଦେଶ ଦିଆଯାଇଥିଲା। ବର୍ତ୍ତମାନ ପାକିସ୍ତାନ ମାର୍କେଟରେ ଏହା କିଲୋ ପିଛା ୧୮୦ ଟଙ୍କାରେ ବିକ୍ରି କରାଯାଉଥିବା ଜଣାପଡିଛି। ମାର୍ଚ୍ଚ ପ୍ରଥମ ସପ୍ତାହରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଚିନିର ବିକ୍ରି ମୂଲ୍ୟ ଉପରେ […]

Read More Text.

ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କେନ୍ଦ୍ରକୁ ୭ ପ୍ରସ୍ତାବ

ଚେନ୍ନଇ : ନିର୍ବାଚନମଣ୍ଡଳୀ ଲୋକସଭା ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ଯେଉଁ ଉଦ୍ୟମ ଆରମ୍ଭ କରିଛନ୍ତି, ସେହି ପ୍ରସଙ୍ଗରେ ଶନିବାର ଡିଏମକେ ନେତୃତ୍ବାଧୀନ ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚେନ୍ନଇଠାରେ ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଯୋଗଦେଇଥିବା ଅଣ-ବିଜେପି ଶାସିତ ରାଜ୍ୟର ଅଧିକାଂଶ ରାଜନେତା ଏହି ପ୍ରସ୍ତାବକୁ ବିରୋଧ କରି ନିଜସ୍ବ ମନ୍ତବ୍ୟ ଦେଇଥିବାବେଳେ କମିଟି ପକ୍ଷରୁ କେନ୍ଦ୍ର ସରକାରଙ୍କୁ ସାତଟି ପ୍ରସ୍ତାବ ଦିଆଯାଇଛି। ଗଣତନ୍ତ୍ରର ବିଷୟବସ୍ତୁ ଓ ଚରିତ୍ରକୁ […]

Read More Text.

ପାର୍କରେ ଆଖିବୁଜା ଗୁଳିମାଡ: ୩ ମୃତ

ନୂଆଦିଲ୍ଲୀ: ମେକ୍ସିକୋର ଏକ ପାର୍କରେ ଆଖିବୁଜା ଗୁଳିମାଡ ହୋଇଛି। ଦୁର୍ବୁତ୍ତର ଗୁଳିମାଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଲାସ୍ କ୍ରୁସ୍ ର ୩ଟି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏଭଳି ଅଘଟଣ ଘଟିଛି। ଲାସ୍ କ୍ରୁସ୍ ସିଟି କାଉନସିଲର ତଥା ମେୟର ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେପଟେ ପୁଲିସ୍ ଘଟଣାର ଭିଡିଓ ସେୟାର […]

Read More Text.

ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ

ଭୁବନେଶ୍ୱର: ଜଗତସିଂପୁର ଜିଲ୍ଲାର ଏକ ବହି ଗୋଦାମରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଆହତ ହୋଇଛନ୍ତି। ପୋଲିସ ସୂଚନା ଅନୁସାରେ, ଏକ ଜୋରଦାର ବିସ୍ଫୋରଣ ଶୁଣି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ବାଲିକୁଦାରୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲୀ ବେଳେ ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଦୁଇ ଜଣଙ୍କୁ ପ୍ରଥମେ ଜଗତସିଂପୁର ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର […]

Read More Text.

ତୋଇ ଓହୋମାଇ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଟେକ୍ନୋଲୋଜି ଓ କିଟ୍‍ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ନ୍ୟୁଜିଲାଣ୍ଡର ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଟେକ୍ନୋଲୋଜି ଓ କିଟ୍‍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଗୁରୁବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟଫର ଲକ୍‍ସନ, ତେ ପୁକେଙ୍ଗା-ନିଉଜିଲାଣ୍ଡ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସ୍କିଲ୍‍ସ ଆଣ୍ଡ ଟେକ୍ନୋଲୋଜିର ମୁଖ୍ୟ କାର୍ଯ୍ୟନିର୍ବାହୀ ଗସ ଗିଲମୋର, ନ୍ୟୁଜିଲାଣ୍ଡ ଟ୍ରେଡ୍‍ ଆଣ୍ଡ ଏଣ୍ଟରପ୍ରାଇଜର କନସୁଲ ଜେନେରାଓ ଓ ଟ୍ରେଡ୍‍ କମିଶନର ଗ୍ରାହମ ରାଉଜ, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ରିଲେସନ୍‍ସ ବିଭାଗ ମହାନିର୍ଦ୍ଦେଶକ ଦେବରାଜ ପ୍ରଧାନ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ବୁଝାମଣା […]

Read More Text.

ପୋଲିସ ଜାଲରେ ସେକ୍ସଟର୍ସନ ଅଭିଯୁକ୍ତ, ଦିଲ୍ଲୀରୁ ଗିରଫ କଲା କମିଶନରେଟ୍ ପୋଲିସ

କଟକ: ପୋଲିସ ଜାଲରେ ସେକ୍ସଟର୍ସନ ଅଭିଯୁକ୍ତ । ‘ସେକ୍ସଟର୍ସନ’ ଅଭିଯୋଗରେ ନାଇଜେରିଆ ନାଗରିକ ଗିରଫ । ଦିଲ୍ଲୀରୁ ଗିରଫ କଲା କଟକ କମିଶନରେଟ୍‌ ପୋଲିସ । କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ । ଏହାପରେ ବ୍ଲାକ ମେଲ୍‌ କରି ଲକ୍ଷାଧିକ ଟଙ୍କା ହଡ଼ପ । ପୁଣି ଟଙ୍କା ମାଗି ନ ପାଇବାରୁ ସୋସିଆଲ ମିଡିଆରେ ଭାଇରାଲ କଲା । ଏଥିପାଇଁ ପୀଡ଼ିତା ଜଣଙ୍କ ଆତ୍ମହତ୍ୟା କରିଥିଲେ । ପରିବାର ଲୋକ ଏନେଇ […]

Read More Text.