ବିଶ୍ବବିଦ୍ୟାଳୟରେ ଖାଲିପଡିଛି ୧୩୫୩ଟି ଶିକ୍ଷକ ପଦବୀ
ଭୁବନେଶ୍ବର: ରାଜ୍ୟରେ ସରକାରୀ ପରିଚାଳିତ ବିଶ୍ବବିଦ୍ୟାଳୟରେ ହଜାରେରୁ ଅଧିକ ଶିକ୍ଷକ ପଦବୀ ଖାଲିପଡିଛି । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସରକାରୀ ପରିଚାଳିତ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୧୩୫୩ଟି ଶିକ୍ଷକ ଏବଂ ୨୦୮୧ଟି ଅଣଶିକ୍ଷକ ପଦବୀ ଖାଲି ପଡ଼ିଛି । କଂଗ୍ରେସ ବିଧାୟକ ସୋଫିଆ ଫିରଦୌସଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି, ୧୭ଟି ସରକାରୀ ପରିଚାଳିତ ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଭାଗରେ ମୋଟ ୨୦୨୭ଟି ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦବୀ ରହିଛି । […]
Read More Text.