ପ୍ରଧାନଶିକ୍ଷକ, ଶିକ୍ଷକଙ୍କ ବଦଳି ପାଇଁ ଆଜିଠୁ ଆବେଦନ
ଭୁବନେଶ୍ୱର : ୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ଆବେଦନ ଗୁରୁବାରଠାରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଜୁନ୍ ୧୩ ସୁଦ୍ଧା ଏହି ବଦଳି ପ୍ରକ୍ରିୟା ଶେଷ କରିବାକୁ ମାଧ୍ୟମିକ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ କ୍ୟାଲେଣ୍ଡର ଅନୁସାରେ, ମେ ୧୫ରୁ ୩୦ ପର୍ଯ୍ୟନ୍ତ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ […]
Read More Text.