ରାସନ୍ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ
ଭୁବନେଶ୍ୱର: ରାସନ୍ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ। ତେବେ ରାସନକାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪। ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍ ଦିଆଯାଇଛି। ମୃତ୍ୟୁ ପରେ ବି ଏହି ଲୋକମାନଙ୍କ ନାମରେ ରାସନ୍ ସାମଗ୍ରୀ ନିଆଯାଉଥିଲା। ଯାହାକୁ ଏବେ ଚିହ୍ନଟ କରାଯାଇଛି। ତେବେ ଖାଦ୍ୟ ସୁରକ୍ଷା ଯୋଜନାରେ ୯୭ ଲକ୍ଷ ୫୫ ହଜାର ୪୪୨ କାର୍ଡରେ ୩ କୋଟି ୩୦ ଲକ୍ଷ ୨୮ ହଜାର ୮୮୦ […]
Read More Text.