Murder case 1 300x169

ଟଙ୍କା ପାଇଁ ପ୍ରେମିକ ସହ ମିଶି ବାପା-ମା’ ଓ ସାନ ଭଉଣୀଙ୍କୁ ହତ୍ୟା

ବେଙ୍ଗାଲୁରୁ : ଜଣେ ମହିଳା ତା’ର ପ୍ରେମିକ ସହ ମିଶି ବାପା, ମା’ ଓ ଭଉଣୀଙ୍କୁ ହତ୍ୟା କରିଛନ୍ତି। ହତ୍ୟାର ଶିକାର ବ୍ୟକ୍ତି ବିଶେଷ ହେଲେ ବେଙ୍ଗାଲୁରୁର ଆରକେ ପୁରମ୍‌ ଅଞ୍ଚଳର ସୋମାସୁନ୍ଦର (୫୫), ମୁଟ୍ଟୁଲକ୍ଷ୍ମୀ (୪୮) ଓ ତାଙ୍କ ସାନଝିଅ ସୁପ୍ରିୟା (୨୦)। ସୋମାସୁନ୍ଦର ଓ ମୁଟ୍ଟୁଲକ୍ଷ୍ମୀଙ୍କ ବଡ ଝିଅ ଶ୍ବେତା ଓ ତାଙ୍କ ପ୍ରେମିକ କେନେଥ ସହ ମିଶି ଏହି ହତ୍ୟାକାଣ୍ଡ ଘଟାଇଛନ୍ତି। ଶ୍ବେତା ଓ କେନେଥ ବିଭିନ୍ନ ବ୍ୟାଙ୍କରୁ ବିପୁଳ ଋଣ କରିଥିଲେ। […]

Read More Text.
Cm 11 e1782314223443 300x290

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ । ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ । ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ କହିଲେ ସିଏମ । କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସମନ୍ବୟକୁ ଆହୁରି ସୁଦୃଢ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। କେନ୍ଦ୍ର ସରକାର ଓ ଓଡ଼ିଶା ସରକାର ମଧ୍ୟରେ ସମନ୍ୱୟକୁ ଆହୁରି ମଜବୁତ କରିବା ସହ ରାଜ୍ୟରେ […]

Read More Text.
Screenshot 2026 06 24

ଝାରପଡ଼ା ଜେଲ୍‌ର ୭ କଏଦୀ ଅସୁସ୍ଥ, ଡିଜିଙ୍କ ନିର୍ଦେଶରେ ତଦନ୍ତ କରୁଛନ୍ତି ଦୁଇ ଡିଆଇଜି

ଭୁବନେଶ୍ବର:ଝାରପଡ଼ାସ୍ଥିତ ସ୍ୱତନ୍ତ୍ର ଜେଲ୍‌ ରେ ହଠାତ୍ କିଛି କଏଦୀ ଅସୁସ୍ଥ ହୋଇପଡିଛନ୍ତି । ମଙ୍ଗଳବାର ରାତିରେ ଅସୁସ୍ଥ କଏଦୀମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହ । ସୂଚନାଥାଉକି, ୭ଜଣ କଏଦୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିବାବେଳେ, ସେମାନଙ୍କ ମଧ୍ୟରୁ ୨ ଗୁରୁତରଙ୍କୁ ଏମ୍‌ସ ଏବଂ ଜଣଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁରେ ଭର୍ତ୍ତି କରାଯାଇଛି। ୨ଜଣ କ୍ୟାପିଟାଲ୍‌ ହସ୍ପିଟାଲ ୱାର୍ଡରେ ରହିଥିବା ବେଳେ ଆଉ ୨ ଜଣ […]

Read More Text.

ଘାଟି ରାସ୍ତା ସଂପ୍ରସାରଣ ପାଇଁ ପ୍ରତ୍ୟେକ ସପ୍ତାହର ଚାରିଦିନ ଗାଡି ଚଳାଚଳ ଉପରେ କଟକଣା

ବାରିପଦା  :- ମୟୁରଭଞ୍ଜ ଜିଲ୍ଲା ଦେଇ ଯାଇଥିବା 49 ନମ୍ବର ଜାତୀୟ ରାଜପଥ ର ବାଙ୍ଗରିପୋଷୀ ଠାରୁ ବିଶୋଇ ପର୍ଯ୍ୟନ୍ତ ଘାଟି ରାସ୍ତା ସଂପ୍ରସାରଣ କାମ ଚାଲୁରହିଥିବା ଯୋଗୁ ଘାଟି ରାସ୍ତାରେ ଦୁଇ ଚକିଆ ସମେତ ହାଲୁକା ଏବଂ ଭାରିଯାନ ଚଳାଚଳ ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଅଛି l ପ୍ରତ୍ୟେଜ ସପ୍ତାହର ବୁଧବାର ଠାରୁ ଶନିବାର ପର୍ଯ୍ୟନ୍ତ ଦିନ11 ଘଟିକା ଠାରୁ 4 ଟା ପର୍ଯ୍ୟନ୍ତ ସମସ୍ତ ପ୍ରକାର ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ […]

Read More Text.
IMG 20260623 WA0216

ବାରିପଦା ଓ ବାଲେଶ୍ୱର କ୍ରିକେଟ ଏକାଡେମୀ ମଧ୍ୟରେ କ୍ରିକେଟ ମ୍ୟାଚ, ବାଲେଶ୍ୱର ବିଜୟୀ

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ବାରିପଦା କ୍ରିକେଟ ଏକାଡେମୀ ଆନୁକୂଲ୍ୟରେ ବାଲେଶ୍ୱର କ୍ରିକେଟ ଏକାଡେମୀ ଓ ବାରିପଦା କ୍ରିକେଟ ଏକାଡେମୀ ମଧ୍ୟରେ ଏକ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି I ଏହି ମ୍ୟାଚରେ ବାଲେଶ୍ୱର ୧୬ ରନରେ ବାରିପଦାକୁ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ବାଲେଶ୍ୱର ୪୦ ଓଭରରେ ୯ ଉଇକେଟ ହରାଇ ୨୬୭ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ଆୟୁଷ୍ମାନ ଦାସ ୬୮ ଓ ମାନସୀ ପାତ୍ର […]

Read More Text.
IMG 20260623 WA0207

ଜିଲ୍ଲା ମାହେଶ୍ୱରୀ ସଭା ତରଫରୁ ରକ୍ତଦାନ ଶିବିର 

ବାରିପଦା : ମାହେଶ୍ୱରୀ ଉତ୍ପତ୍ତି ଦିବସ ଉପଲକ୍ଷେ ମୟୁରଭଞ୍ଜ ଜିଲ୍ଲା ମାହେଶ୍ୱରୀ ସଭା ଆନୁକୂଲ୍ୟରେ ଓଡିଶା ରକ୍ତ କେନ୍ଦ୍ର, ବାରିପଦା ପରିସରରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ଅତିଥି ଭାବେ ଯୋଗଦେଇ ରକ୍ତ ଭଣ୍ଡାର ଅଧିକାରୀ ଡ଼ଃ ସୌମ୍ୟରଂଜନ ନାୟକ, କମଲ କିଶୋର କର୍ଣ୍ଣାନୀ, ଧର୍ମେନ୍ଦ୍ର ଭଟ୍ଟର ଓ ସମାଜସେବୀ ଅମର କୁମାର ସେଠି ଏହି ଶିବିରର ଉଦଘାଟନ କରିଥିଲେ I ଏହି ଶିବିରରେ ୬ ଜଣ ମହିଳା ସମେତ ମୋଟ ୪୨ […]

Read More Text.
IMG 20260623 WA0228

ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ 

ମଦ ଦୋକାନ ସହ ବଦଦାଣ୍ଡରେ ଆମିଷ ପ୍ରସ୍ତୁତି ଓ ବିକ୍ରୀ ସମ୍ପୂର୍ଣ୍ଣ ବନ୍ଦ ବାରିପଦା :  ଚଳିତ ବର୍ଷ ବାରିପଦା ରଥଯାତ୍ରା-୨୦୨୬କୁ ଶାନ୍ତି, ଶୃଙ୍ଖଳା ଓ ପାରମ୍ପରିକ ରୀତିନୀତି ଅନୁଯାୟୀ ସୁପରିଚାଳନା କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ତତ୍ତ୍ୱାବଧାନରେ ବାରିପଦା ଦେବତ୍ତର ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରଥ ନିର୍ମାଣ, ନୀତିକାନ୍ତି ପାଳନ, ସୁରକ୍ଷା ବ୍ୟବସ୍ଥା, ବିଦ୍ୟୁତ […]

Read More Text.
IMG 20260623 WA0211

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ

ବାରିପଦା : ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ମୟୂରଭଞ୍ଜ ପକ୍ଷରୁ ଆଜି ବାରିପଦାଠାରେ ବିଶ୍ୱ ରକ୍ତ ଶିକୁଳି ସଚେତନତା ଦିବସ ପାଳନ କରାଯାଇଛି । ଏହି ଅବସରରେ ଆୟୋଜିତ ସଚେତନତା ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଧନୁର୍ଜୟ ମହାନ୍ତ ଅଧ୍ୟକ୍ଷତା କରି କହିଥିଲେ ଯେ, ରକ୍ତ ଶିକୁଳି ରକ୍ତହୀନତା ଏକ ବଂଶାନୁକ୍ରମିକ ରୋଗ ହୋଇଥିବାରୁ ଏହାର ପ୍ରାରମ୍ଭିକ ଚିହ୍ନଟ ଓ ସଚେତନତା ହିଁ ଏହାର ନିୟନ୍ତ୍ରଣର ପ୍ରମୁଖ ଉପାୟ । ସେ ୦ରୁ […]

Read More Text.
Geroge kurian

ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ, ସରିଲା ରାଜ୍ୟସଭା କାର୍ଯ୍ୟକାଳ

ନୂଆଦିଲ୍ଲୀ : ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଆନ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେବା ପରେ ସେ କେନ୍ଦ୍ର ମନ୍ତ୍ରୀ ପରିଷଦରୁ ଓହରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁପାରିଶ କ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଛନ୍ତି । ମଧ୍ୟପ୍ରଦେଶରୁ ପ୍ରତିନିଧିତ୍ୱ କରୁଥିବା ଜର୍ଜ କୁରିଆନଙ୍କ ରାଜ୍ୟସଭା ସଦସ୍ୟତା ଗତ ୨୧ ତାରିଖରେ ଶେଷ ହୋଇଥିଲା । ଜୁନ୍ […]

Read More Text.
Image

୬୫ ସ୍ବତନ୍ତ୍ର ବ୍ୟକ୍ତିତ୍ବଙ୍କୁ ପଦ୍ମ ପୁରସ୍କାର, ୩ ଓଡ଼ିଆଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ମଙ୍ଗଳବାର ରାଷ୍ଟ୍ରପତି ଭବନରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ବଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ସ୍ବତନ୍ତ୍ର ବ୍ୟକ୍ତିତ୍ବଙ୍କୁ ଦିଆଯାଇଛି ପଦ୍ମ ସମ୍ମାନ। ୬୫ ଜଣ ବ୍ୟକ୍ତିତ୍ବଙ୍କୁ ମିଳିଛି ପଦ୍ମ ପୁରସ୍କାର। ସ୍ବତନ୍ତ୍ର ସମାରୋହରେ ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ ଜଣଙ୍କୁ ପଦ୍ମବିଭୂଷଣ, ୭ ଜଣଙ୍କୁ ପଦ୍ମଭୂଷଣ, ୫୬ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ବଲିଉଡ୍ କଣ୍ଠଶିଳ୍ପୀ ଅଲ୍‌କା ୟାଗନିକଙ୍କୁ ପଦ୍ମଭୂଷଣ ପ୍ରଦାନ କରାଯାଇଛି। ସେହିପରି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ୩ […]

Read More Text.