ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା
ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ସେହିପରି ଉପକୂଳବର୍ତ୍ତୀ […]
Read More Text.