ଗଞ୍ଜାମ ଜିଲ୍ଲାର ଖାରିପଲ୍ଲୀ ଟ୍ରିପଲ ମଡର ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗ ରେ ୧୩ ଗିରଫ

ବ୍ରହ୍ମପୁର :  ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ ର ବାହାରପୁର ପଞ୍ଚାୟତର ବଡଗଡ ଥାନା ଅନ୍ତର୍ଗତ ଖାରିପଲି ଗାଁରେ ଗତକାଲି ରାତିରେ ଘଟିଥିବା ଗୋଷ୍ଠି ସଂଘର୍ଷ ଘଟଣା ରେ ଖଦାଳ ବେହେରା, ରତ୍ନାକର ବେହେରା ଓ ରମେଶ ବେହେରାଙ୍କ ମୃତ୍ୟୁ ଘଟିଥିଲା ।ତିନୋଟି ସବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠା ଯାଇଥିଲା।ଆଜି ଗଞ୍ଜାମ ଏସ.ପି ଶୁଭେନ୍ଦୁ ପାତ୍ର,ଭଞ୍ଜନଗର ଅତିରିକ୍ତ ଏସ ପି ରଞ୍ଜନ ଦେ,ଆସିକା ଉପଖଣ୍ଡ ପୋଲିସ ଅଧିକାରୀ ସନ୍ତୋଷ ଜେନା,ବଡଗଡ ଥାନା ଅଧିକାରୀ […]

Read More Text.

ତପି ମିଶ୍ର ଗିରଫ

ଭୁବନେଶ୍ବର : ଗିରଫ ହେଲେ ତପି ମିଶ୍ର । ୨୦୨୩ ମସିହାରେ ଲେଖିକା ବନସ୍ମିତାଙ୍କ ଓଡ଼ିଆ ପୁସ୍ତକ ଅଗ୍ନିପରୀକ୍ଷାରେ ପ୍ରକାଶିତ ହୋଇଥିବା ସଂସ୍କୃତ ଶିବ ତାଣ୍ଡବର ଓଡ଼ିଆ ଅନୁବାଦକୁ ନିଜର ଲେଖା କହି ତପି ମିଶ୍ର ଅନେକ ଦିନ ହେବ ବିବାଦରେ ଫସିରହିଥିଲେ । ପ୍ରମାଣପତ୍ର ସହିତ ପ୍ରକାଶକ ବିକେ ପବ୍ଲିକେସନ୍ , ରତ୍ନା ଫିଲ୍ମସ୍ ଆଉ ଲେଖିକା ବନସ୍ମିତା ଦ୍ୱାରସ୍ଥ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଅରିନ୍ଦମ ରାୟଙ୍କ କମ୍ପାନୀ ରତ୍ନା ଫିଲ୍ମ୍ସ ପାଖରେ ଓଡ଼ିଆ […]

Read More Text.

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ପୋଷ୍ଟର ଓ୍ବାର, ଭାଜପାକୁ ତାରି ଭାଷାରେ ଜବାବ ଦେଲା ଟିଏମସି

କୋଲକାତା,୧୯।୩: ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ରାଜନୈତିକ ସରଗରମ ତୀବ୍ର ହୋଇଛି। ଏବେ ଭାଜପା ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟରେ ପୋଷ୍ଟର ଓ୍ବାର ଆରମ୍ଭ ହୋଇଛି, ଯାହା ଯୋଗୁଁ ରାଜନୈତିକ ପରିବେଶ ଅଧିକ ଉଷ୍ମ ହୋଇଯାଇଛି। ଗତ କିଛି ଦିନ ମଧ୍ୟରେ, ଭାଜପା ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ପୋଷ୍ଟର ଲଗାଇଛି, ଯେଉଁଥିରେ ‘ହିନ୍ଦୁ ହିନ୍ଦୁ ଭାଇ-ଭାଇ, ୨୦୨୬ରେ ଭାଜପାି ଚାହିୟେ’ ଭଳି ସ୍ଲୋଗାନ ଲେଖାଯାଇଛି। ଏହି ପୋଷ୍ଟରଗୁଡ଼ିକ ବିଶେଷକରି ହୁଗଲିର ଚିନସୁରା […]

Read More Text.

ପୁଣି ମୋଦିଙ୍କ ପ୍ରଶଂସା କଲେ ଶଶି ଥରୁର

ନୂଆଦିଲ୍ଲୀ,୧୯।୩: କଂଗ୍ରେସ ନେତା ଶଶି ଥରୁର ମଙ୍ଗଳବାର ସ୍ୱୀକାର କରିଛନ୍ତି ଯେ ରୁଷ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ସମୟରେ ଭାରତର ସ୍ଥିତିକୁ ବିରୋଧ କରିବାରେ ତାଙ୍କର ଭୁଲ ହୋଇଥିଲା ଏବଂ ସେ କହିଛନ୍ତି ଯେ ଗ୍ରହଣ କରାଯାଇଥିବା ନୀତି ଯୋଗୁଁ ଦେଶ ଏବେ ଏପରି ଏକ ସ୍ଥିତିରେ ଅଛି ଯେଉଁଠାରେ ଏହା ସ୍ଥାୟୀ ଶାନ୍ତି ପାଇଁ ପରିବର୍ତ୍ତନ ଆଣିପାରିବ। ରୁଷ ୟୁକ୍ରେନ ଉପରେ ଆକ୍ରମଣ କରିବା ସମୟରେ ଥରୁର ଭାରତର ସ୍ଥିତିକୁ ସମାଲୋଚନା କରିଥିଲେ ଏବଂ ଆକ୍ରମଣର ନିନ୍ଦା […]

Read More Text.

ଅପ୍ରାସଙ୍ଗିକ ଔରଙ୍ଗଜେବ: ନାଗପୁର ହିଂସା ପରେ ଆରଏସଏସ’ର ବଡ ବୟାନ

ନାଗପୁର,୧୯।୩: ଆରଏସଏସ’ର ବରିଷ୍ଠ ଅଧିକାରୀ ସୁନୀଲ ଆମ୍ବେକର କହିଛନ୍ତି ମୋଗଲ ରାଜାଙ୍କ ସମାଧିସ୍ଥଳ ନେଇ ନାଗପୁରରେ ବିବାଦ ସୃଷ୍ଟି ହୋଇଥିବା ବେଳେ ଆଜିର ଦିନରେ ଔରଙ୍ଗଜେବ ଅପ୍ରାସଙ୍ଗିକ ଅଟନ୍ତି ଏବଂ ସମାଜ ପାଇଁ କୌଣସି ପ୍ରକାରର ହିଂସା ଶୁଭଙ୍କର ନୁହେଁ। ଔରଙ୍ଗଜେବଙ୍କ ସମାଧିସ୍ଥଳ ହଟାଇବା ଦାବି କରି ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ପ୍ରଦର୍ଶନ କରାଯିବା ପରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ସଂଘର୍ଷ ଉପୁଜିଥିଲା, ଯେଉଁଥିରେ ୩୦ ରୁ ଅଧିକ ଲୋକେ ଆହତ ହୋଇଥିଲେ, […]

Read More Text.

୧୬ କୋଟି ଜରିମାନା ଛାଡ଼ ପାଇଁ ୭ କୋଟି ଲାଞ୍ଚ ଅଭିଯୋଗ, ପୂର୍ବତନ ମନ୍ତ୍ରୀଙ୍କ ନାଁରେ ମାମଲା

ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ପୂର୍ତ୍ତ ବିଭାଗ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟ(ଆପ୍‌)ର ବରିଷ୍ଠ ନେତା ସତ୍ୟେନ୍ଦର ଜୈନଙ୍କ ନାଁରେ ମାମଲା ରୁଜୁ କରିଛି ଦୁର୍ନୀତି ନିବାରଣ ଶାଖା(ଏସିବି)। ଆପ୍‌ ସରକାର ସମୟରେ ୫୧୭ କୋଟିର ସିସିଟିଭି ପ୍ରକଳ୍ପରେ ଦୁର୍ନୀତି ହୋଇଥିବା ଏବଂ ଏହି ପ୍ରକଳ୍ପ କାର୍ଯ୍ୟ ପାଇଁ ସତ୍ୟେନ୍ଦର ୭ କୋଟି ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ଆସିବା ପରେ ଏସିବି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି ଦୁର୍ନୀତିକୁ ନେଇ ଏବେ ରାଜନୈତିକ […]

Read More Text.

ଟ୍ରମ୍ପଙ୍କୁ ଘଣ୍ଟାଏ ଅପେକ୍ଷା କରାଇଲେ ପୁଟିନ

ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବଭାବ ସମସ୍ତଙ୍କୁ ଉଣାଅଧିକେ ଜଣା। ପୁଟିନଙ୍କ ସ୍ବଭାବଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ସେ ଯାହାକୁ ପସନ୍ଦ କରନ୍ତି ନାହିଁ ତାଙ୍କୁ ସାକ୍ଷାତ କରିବା ପୂର୍ବରୁ ଘଣ୍ଟା ଘଣ୍ଟା ଅପେକ୍ଷା କରାଇଥାଆନ୍ତି। ଏହି ତାଲିକାରେ ଅନେକ ନେତାଙ୍କ ନାମ ରହିଛି। ତେବେ ସେଥିରେ ଯୋଡ଼ି ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଏକ ଅନ୍ତର୍ଜାତୀୟସ୍ତରର ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଟ୍ରମ୍ପ ଆଲୋଚନା ପାଇଁ ପୁଟିନଙ୍କୁ ଫୋନ କରିଥିଲେ। ହେଲେ ପୁଟିନଙ୍କ […]

Read More Text.

ନାଗପୁର ହିଂସା: ୮ ଭିଏଚପି ଓ ବଜରଙ୍ଗ ଦଳ କର୍ମୀ ଗିରଫ

ନାଗପୁର : ମହାରାଷ୍ଟ୍ରର ନାଗପୁର ହିଂସା ଘଟଣାରେ ପୁଲିସ ବିଶ୍ଵ ହିନ୍ଦୁ ପରିଷଦ(ଭିଏଚପି) ଏବଂ ବଜରଙ୍ଗ ଦଳର ୮ କର୍ମୀଙ୍କୁ ଗିରଫ କରିଛି। ଏହି ଅଭିଯୁକ୍ତମାନେ ବୁଧବାର ପୁଲିସ ନିକଟରେ ଆତ୍ମସମର୍ପଣ କରିବା ପରେ ସେମାନଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କୁ କୋର୍ଟରେ ହାଜର କରାଯିବା ପରେ ଜାମିନରେ ଛାଡ଼ି ଦିଆଯାଇଥିଲା। ସମ୍ଭାଜିନଗରରେ ମୋଗଲ ଶାସକ ଔରଙ୍ଗଜେବଙ୍କ ସମାଧିସ୍ଥଳ ହଟାଇବା ଦାବିରେ ଭିଏଚପି ଏବଂ ବଜରଙ୍ଗ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହା ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଧାର୍ମିକ […]

Read More Text.

ଚାକିରି ବଦଳରେ ଜମି ମାମଲାରେ ଇଡି ଜେରାକୁ ସାମ୍ନା କଲେ ଲାଲୁ ପ୍ରସାଦ

ପାଟ୍‌ନା: ଚର୍ଚ୍ଚିତ ‘ଚାକିରି ବଦଳରେ ଜମି’ ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜେରା କରୁଛି। ବୁଧବ‌ାର ଦିନ ଇଡି ଲାଲୁଙ୍କୁ ପଚରାଉଚରା କରିଥିବା ବେଳେ ଇଡି କାର୍ଯ୍ୟାଳୟରେ ପହଁଚିବା ସମୟରେ ଲାଲୁଙ୍କ ସହ ଶତାଧିକ ସଂଖ୍ୟକ ସମର୍ଥକଙ୍କ ଭିଡ ଦେଖିବାକୁ ମିଳିଛି । ଏହାପୂର୍ବରୁ ଗତକାଲି ରାବ୍ରୀ ଦେବୀ, ତେଜସ୍ବୀ ଓ ମିଶା ଭାରତୀଙ୍କୁ ୭ ଘଣ୍ଟା ଜେରା କରିଥିବା […]

Read More Text.

ସନ୍ତାନ ଜନ୍ମ କରିବା ପାଇଁ ବିଦେଶୀ ଯୁବତୀଙ୍କୁ କିଣୁଛି ଚୀନ୍: ମୂଲ୍ୟ ମାତ୍ର ୨ ଲକ୍ଷ

ବେଜିଂ: ଚୀନ୍‌ରେ ବିବାହ ସଙ୍କଟ ଏବେ ସରକାରଙ୍କ ପାଇଁ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ପାଲଟିଛି। ପରିସଂଖ୍ୟାନ ଅନୁସାରେ ୨୦୨୪ ମସିହାରେ ଚୀନ୍‌ରେ କେବଳ ୬୧ ଲକ୍ଷ ବିବାହ ପଞ୍ଜିକୃତ ହୋଇଥିଲା, ଯେତେବେଳେ କି ୨୦୨୩ ମସିହାରେ ଏହି ସଂଖ୍ୟା ୭୭ ଲକ୍ଷ ଥିଲା। ଏହି ହ୍ରାସ ଏତେ ଗୁରୁତର ହୋଇଛି ଯେ, ଚୀନ୍‌ର ଜାତୀୟ ରାଜନୈତିକ ପରାମର୍ଶଦାତା ଚେନ୍ ସୋଙ୍ଗସି ବିବାହ ପାଇଁ ଆଇନଗତ ବୟସ ୨୨ରୁ ୧୮ ବର୍ଷକୁ ହ୍ରାସ କରିବାକୁ ପ୍ରସ୍ତାବ ଦେଇଛନ୍ତି। […]

Read More Text.