ଇସ୍ରୋ ଅଧ୍ୟକ୍ଷଙ୍କ ବଡ଼ ସୂଚନା: ଶତ୍ରୁଙ୍କ ଉପରେ ନଜର ରଖିଛି ୧୦ ସାଟେଲାଇଟ୍
ମଣିପୁର,୧୨।୫: ମଣିପୁର ଇମ୍ଫାଲରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ ଯୋଗଦେଇ ବଡ଼ ଦେଶବାସୀଙ୍କୁ ବଡ଼ ସୂଚନା ଦେଇଛନ୍ତି। ଇସ୍ରୋ ଭାରତର ସ୍ଥଳ ସୀମା ଏବଂ ଜଳ ସୀମା ଉପରେ ୨୪ ଘଣ୍ଟିଆ ନଜର ରଖିଥିବା ଇସ୍ରୋ ଅଧ୍ୟକ୍ଷ ପ୍ରକାଶ କରିଛନ୍ତି। ଇସ୍ରୋ ଅଧ୍ୟକ୍ଷ ଭି ନାରାୟଣନ କହିଛନ୍ତି ଯେ, ଭାରତର ସ୍ଥଳ ଓ ଜଳ ସୀମା ଉପରେ ଇସ୍ରୋର ୧୦ଟି ସାଟେଲାଇଟ ୨୪ ଘଣ୍ଟିଆ ନଜର ରଖିଛି । […]
Read More Text.