ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି: ବାୟୁସେନା

ନୂଆଦିଲ୍ଲୀ: ପାକିସ୍ତାନ ସହିତ ଯୁଦ୍ଧବିରତି ପରେ, ଭାରତୀୟ ବାୟୁସେନା (IAF) ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି। ସେନା କହିଛି ଯେ ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି। ଆଇଏଏଫ୍ କହିଛି ଯେ ଆମେ ଏହି ଅପରେସନର ଉଦ୍ଦେଶ୍ୟ ପୂରଣ କରିଛୁ ଏବଂ ଏହା ବିଷୟରେ ବିସ୍ତୃତ ସୂଚନା ଦିଆଯିବ। ବିବୃତ୍ତିରେ କୁହାଯାଇଛି, “ଭାରତୀୟ ବାୟୁସେନା (IAF) ଅପରେସନ୍ ସିନ୍ଦୂର ଅଧୀନରେ ଦିଆଯାଇଥିବା ସମସ୍ତ କାର୍ଯ୍ୟକୁ ସଠିକତା ଏବଂ ଦାୟିତ୍ୱ ସହିତ ସଫଳତାର ସହିତ ସମାପ୍ତ କରିଛି। ଏହି […]

Read More Text.

ଧନ, ଜୀବନର ସୁରକ୍ଷା ଆମ ଦାୟିତ୍ୱ : ସିଭିଲ ଡିଫେନ୍ସ ସଙ୍ଗଠନରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର :  ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ।  ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ ।  ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ ଯୁବ ସମାଜ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅପିଲ କରିଛନ୍ତି  । ସେବା ଓ ଜାତୀୟତାର ମନୋଭାବକୁ ଆହୁରି ଦୃଢ଼ କରିବା ଉପରେ ସେ ଜୋର ଦେଇଛନ୍ତି । ଇଚ୍ଛୁକ […]

Read More Text.

ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ : ଟ୍ରମ୍ପ

ନୂଆଦିଲ୍ଲୀ: ଯୁଦ୍ଧ ବିରତି ପରେ ଟ୍ରମ୍ପଙ୍କ ପ୍ରସ୍ତାବ। ଯୁଦ୍ଧ ବିରତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ। ଆମେରିକା ଐତିହାସିକ ନିଷ୍ପତ୍ତିରେ ପହଞ୍ଚିବାରେ ସାହାର୍ଯ୍ୟ କରିପାରିଛି। ଉଭୟ ଦେଶର ଯୁଦ୍ଧରେ ଅନେକ ଲୋକଙ୍କର ଜୀବନ ଯାଇଥାନ୍ତା। ଦୁଇ ଦେଶ ମଧ୍ୟରେ ବ୍ୟବସାୟିକ କାରବାର ବଢାଇବାକୁ ଯାଉଛି। ଜମ୍ମୁ କାଶ୍ମୀର ସମସ୍ୟାର ସମାଧାନ ବାହାରି ପାରିବ ବୋଲି […]

Read More Text.

ନାବାଳିକା କୁ ବିବାହ ର ପ୍ରତିଶୃତି ଦେଇ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କୁ ୨୨ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ବାରିପଦା: ଜନୈକ  ନାବାଳିକା କୁ ବିବାହ ର ମିଛ ପ୍ରତିଶୃତି ଦେଇ  ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ ସଂକ୍ରାନ୍ତ ଏକ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପର ଥାନା ଅନ୍ତର୍ଗତ ବାଧିମୁହା ଗ୍ରାମର ଶରତ ପରମାଣିକ (38) କୁ ଦଫା 354   ଅନୁଯାୟୀ  ଦୁଇ ବର୍ଷ   ସଶ୍ରମ କାରାଦଣ୍ଡ ସମେତ ପାଞ୍ଚ […]

Read More Text.

ମହେଶ ଦାଶ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ – ୧୨ ରୁ ୧୮ ତାରିଖ 

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାଶ ଫୁଟବଲ ଏକାଡେମୀ ଆନୁକୂଲ୍ୟରେ ମହେଶ ଦାଶ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୧୨ ରୁ ୧୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏହି ଟୁର୍ଣ୍ଣାମେଣ୍ଟରେ ଯୁବ ଟିମର ୮ ଟି ଓ ଭେଟେରାନ ଟିମର ୮ ଟି ଦଳ ଅଂଶଗ୍ରହଣ କରୁଛନ୍ତି ବୋଲି ମୁଖ୍ୟ ଆୟୋଜକ ଲୋହିତ ଦାଶ ଜଣାଇଛନ୍ତି I ପ୍ରତ୍ୟେକ ଦିନ ଅପରାହ୍ନ ୩ଟା ରୁ ୬ଟା […]

Read More Text.

ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ୨୦ ୟୁନିଟ ରକ୍ତ ସଂଗ୍ରହ

ବାରିପଦା : ସ୍ଥାନୀୟ ଓଡିଶା ରକ୍ତ କେନ୍ଦ୍ର, ବାରିପଦା ପରିସରରେ ଓଡିଶା ରକ୍ତଦାତା ମହାସଂଘ, ବାରିପଦା ଶାଖା ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ଏହି ଶିବିରକୁ ବରିଷ୍ଠ ସଦସ୍ୟ ସର୍ଦ୍ଦାର ହରିଚରଣ ସିଂହ ଓ ରକ୍ତ ଭଣ୍ଡାର ଅଧିକାରୀ ଡଃ ସୌମ୍ୟ ରଞ୍ଜନ ନାୟକ ଉଦଘାଟନ କରିଥିଲେ I ଏହି ଶିବିରରେ ୨ ଜଣ ମହିଳା ସମେତ ମୋଟ ୨୦ ଜଣ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ I ରକ୍ତଭଣ୍ଡାରର ରୁଚିକା ଖୁରାନା, […]

Read More Text.

ବାରିପଦା ରେ ଦ୍ଵିତୀୟରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୫

ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧ‌ିକରଣ, ମୟୂରଭଞ୍ଜ ପକ୍ଷରୁ ବାରିପଦା ଠାରେ ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲୋକ ଅଦାଲତରେ ମୋଟ ୯୩୫୪ ଟି ମାମଲା ମଧ୍ୟରୁ ୨୪୯୧ ଟି ମାମଲାର ଅପୋଷ ବିଚାର ହୋଇ ମୋଟ ୨,୧୩,୮୭,୦୨୦ ଟଙ୍କା ଅଦାୟ ପାଇଁ ସମାଧାନ ହୋଇଥିବା ଜଣାପଡିଛି । ଜିଲ୍ଲା ଓ ଦୌରାଜକ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ପଟ୍ଟନାୟକ […]

Read More Text.

ସୀମାରେ ପାକିସ୍ତାନର ଯୁଦ୍ଧ ବିରାମ ଉଲ୍ଲଙ୍ଘନ, ଜାମ୍ମୁକାଶ୍ମୀରର ବିଭିନ୍ନ ସେକ୍ଟରରେ ଡ୍ରୋନ ମାଡ଼ ସହ ଗୁଳିବର୍ଷଣ

ନୂଆଦିଲ୍ଳୀ: ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ। ଏଲଓସିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ ସହ ଅଖନୁର, ରାଜୌରୀ ଓ ଆରଏସପୁରାରେ ଗୁଳିମାଡ଼ କରିଛି। ଜମ୍ମୁ କାଶ୍ମୀରରେ ଏକାଧିକ ସ୍ଥାନରେ ଗୁଳିଗୋଳା ବର୍ଷଣ କରିଛି। ଅରନିଆ, କଠୁଆ, ପୁଞ୍ଚ, ମେଣ୍ଢର, ଜମ୍ମୁ, ଏବଂ ନୌସେରାରେ ପାକିସ୍ତାନୀ ସେନା ଗୁଳିବର୍ଷଣ ଜାରି ରଖିଛନ୍ତି। ପାକିସ୍ତାନୀ ସେନାଙ୍କ ଗୁଳିମାଡ଼କୁ କଡ଼ା ଜବାବ ଦେଇଛି ଭାରତୀୟ ସେନା। ଅସ୍ତ୍ରବିରତି ଘୋଷଣାର ୩ଘଣ୍ଟା ପରେ ପାକିସ୍ତାନ ଏଲଓସିରେ ଉଲ୍ଲଙ୍ଘନ କରିଥିବା ସୂଚନା ମିଳିଛି। ପାକିସ୍ତାନୀ ସେନା […]

Read More Text.

ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ, ଅସ୍ତ୍ରବିରତି ନେଇ ଦୁଇ ଦେଶ ମଧ୍ୟରେ ସହମତି

କେତେବେଳେ ଡ୍ରୋନ୍ ପୁଣି କେତେବେଳେ ବୋମା କି ମିଶାଇଲ ପାକିସ୍ତାନ ଛାଡୁଥିଲା ଭାରତ ଉପରକୁ । ସୀମା ଆରପଟୁ ଜମ୍ମୁ କଶ୍ମୀର ଅଞ୍ଚଳବାସୀଙ୍କ ଉପରକୁ ଗୁଳି ଚଳାଉଥିଲା । ଆଉ ଭାରତ ପକ୍ଷରୁ ଦିଆଯାଉଥିଲା ତାର କଡ଼ା ଜବାବ । ଏହି ଉତ୍ତେଜନା ଭିତରେ ଯୁଦ୍ଧ ଲମ୍ବା ଚାଲିବ ବୋଲି ଆଶଙ୍କା କରାଯାଉଥିଲେ । ହେଲେ ଆଚାନକ ଆଜି ସନ୍ଧ୍ୟାରେ ଆସିଲା ବିଶ୍ବର ସବୁଠୁ ବଡ଼ ଖବର । ଆମେରିକା ରାଷ୍ଟ୍ରପତି ଡୋନାଲଡ ଟମ୍ପ୍ର ନିଜ ଏକ୍ସରେ […]

Read More Text.

ଭାରତ ଆମ ଉପରେ ଆକ୍ରମଣ କରିନି: ତାଲିବାନ

କାବୁଲ : ନିଜର ମିଛ କହିବା ଅଭ୍ୟାସ ଛାଡ଼ିପାରିନାହିଁ ପାକିସ୍ତାନ । ଆଫଗାନିସ୍ତାନକୁ ନେଇ ପାକିସ୍ତାନ କହିଥିବା ମିଛର ପର୍ଦ୍ଦାଫାସ କରିଛି ଖୋଦ ତାଲିବାନ । ପାକିସ୍ତାନ ସେନା ନିଜର ସମ୍ବାଦିକ ସମ୍ମିଳନୀରେ କହିଥିଲା ଯେ ଭାରତ ଆଫଗାନିସ୍ତାନ ଉପରେ ଡ୍ରୋନ ଓ କ୍ଷେପଣାସ୍ତ୍ର ଆକ୍ରମଣ କରିଛି । କିନ୍ତୁ ଏହା ମିଛ ବୋଲି ତାଲିବାନ କହିଛି । ପାକିସ୍ତାନର ଏପରି ଦାବିକୁ ଆଫଗାନିସ୍ତାନ ମିଥ୍ୟା ବୋଲି କହିଛି। ତାଲିବାନ ପ୍ରତିରକ୍ଷା ମନ୍ତ୍ରାଳୟର ମୁଖପାତ୍ର ଏନାତୁଲ୍ଲା ଖାୱାରଜାମି […]

Read More Text.