ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ
କଲମ୍ବୋ : ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରେ ଚାଲିଥିବା ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ ଭାବେ ଶେଷ ହୋଇଛି । ଶ୍ରୀଲଙ୍କା ୪୨୯/୯ ରନରେ ଦ୍ୱିତୀୟ ପାଳି ଘୋଷଣା କରିବା ପରେ ଉଭୟ ଦଳର ଅଧିନାୟକଙ୍କ ନିଷ୍ପତି କ୍ରମେ ମ୍ୟାଚ୍କୁ ଅମୀମାଂସିତ ଭାବେ ଶେଷ କରାଯାଇଥିଲା । ସୋନାଲ ଦିନୁଶା ୧୩୩ ରନ୍ କରି ଅପରାଜିତ ଥିଲେ । ତେବେ ପ୍ରଥମ ଟେଷ୍ଟ ଭାରତ ସପକ୍ଷରେ ଯାଇଥିବାରୁ ଭାରତ ଏହି ୨ ମାସ ବିଶିଷ୍ଟ ଶୃଙ୍ଖଳାକୁ ୧-୦ରେ ହାତେଇ […]
Read More Text.