Rangpur riders vs dhaka capitals

Riders Ride High: Rangpur Dominates Dhaka in Thrilling BPL Encounter

In a spectacle of skill, strategy, and sheer determination, the Rangpur Riders delivered a commanding performance against the Dhaka Capitals, securing a decisive victory that has sent ripples across the Bangladesh Premier League (BPL) 2026 season. The electrifying match, held under the bright lights of the Sher-e-Bangla National Cricket Stadium in Mirpur, Dhaka, captivated a […]

Read More Text.
Barabati

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ବାରବାଟି ମ୍ୟାଚ୍: ଡିସେମ୍ବର ୧ରୁ ଅନଲାଇନ୍ ଟିକେଟ ବିକ୍ରି

କଟକ : ଡିସେମ୍ବର ୯ ତାରିଖରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି୨୦ ମ୍ୟାଚ୍ ବାରବାଟି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଏଥିପାଇଁ ଡିସେମ୍ବର ୧ ରୁ ଅନଲାଇନ୍ ଟିକେଟ ବିକ୍ରି ଆରମ୍ଭ ହେବ ।  ଡିସେମ୍ବର ୩ ଓ ୪ ତାରିଖରେ ଅନୁବନ୍ଧିତ ସଂସ୍ଥା ଓ କ୍ଳବ୍ ମାନଙ୍କୁ ଅଫଲାଇନ୍ ଜରିଆରେ ଟିକେଟ ବିକ୍ରି କରାଯିବ । ସେହିଭଳି ଡିସେମ୍ବର ୫ ତାରିଖରେ ସର୍ବସାଧାରଣଙ୍କ ପାଇଁ କାଉଣ୍ଟରରେ ଟିକେଟ ବିକ୍ରି କରାଯିବ । ମୋଟ ୬ ଟି […]

Read More Text.
Nibrckdo mohsin naqvi afp 625x300 29 september 25

ଟ୍ରଫି ନ ଫେରାଇଲେ ପରିଣାମ ଭୋଗିବେ ନକ୍‌ଭି:ବିସିସିଆଇ

ନୂଆଦିଲ୍ଲୀ: ୟୁଏଇରେ ଗତ ସେପ୍ଟେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ଏସିଆ କପ୍‌ କ୍ରିକେଟ ଖେଳାଯାଇଥିଲା। ଟି୨୦ ଫର୍ମାଟରେ ଖେଳାଯାଇଥିବା ଉକ୍ତ ପ୍ରତିଯୋଗିତାର ଫାଇନାଲ ସେପ୍ଟେମ୍ବର ୨୮ରେ ଦୁବାଇରେ ଖେଳାଯାଇଥିଲା। ଫାଇନାଲରେ ଭାରତ ୫ ୱିକେଟରେ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନକୁ ପରାସ୍ତ କରି ନବମ ଥର ପାଇଁ ଏସିଆ କପ୍‌ ଜିତିଥିଲା। ଭାରତ ପ୍ରତିଯୋଗିତାରେ ଚମ୍ପିଆନ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଟ୍ରଫି ହାସଲ କରିବାରେ ସଫଳ ହୋଇନାହିଁ। ବିଜୟ ପରେ ଏସିଆନ କ୍ରିକେଟ ପରିଷଦ(ଏସିସି) ଅଧ୍ୟକ୍ଷ ରହିଥିବା ପାକିସ୍ତାନର […]

Read More Text.
Img 20251010 wa0170

ଚୀନରେ ଚମକିଲେ ଏବେ ପାଳି ଶ୍ରୀଲଙ୍କାରେ, ଇତିହାସ ରଚିଲେ ସନ୍ଧ୍ୟା 

ବାରିପଦା : ଶ୍ରୀଲଙ୍କାର କୋଲମ୍ବ ଠାରେ ଅନୁଷ୍ଠିତ ହେବାକୁ ଥିବା ଏସିଆ ରଗବୀ ଏମିରେଟ୍ସ ସେଭେନ ସିରିଜ ୨୦୨୫ – ଲେଗ ୨ ରେ ଖେଳିବା ପାଇଁ ଭାରତୀୟ ବରିଷ୍ଠ ମହିଳା ଦଳରେ ସ୍ଥାନ ପାଇଛନ୍ତି ମୟୁରଭଞ୍ଜର ସନ୍ଧ୍ୟାରାଣୀ ଟୁଡୁ I ଗତ ମାସ ଚୀନ ଠାରେ ଅନୁଷ୍ଠିତ ଲେଗ ୧ ସିରିଜରେ ପ୍ରଥମ ଥର ପାଇଁ ଭାରତୀୟ ଦଳରେ ସ୍ଥାନ ପାଇ ୨୧ ବର୍ଷୀୟା ସନ୍ଧ୍ୟାରାଣୀ ସର୍ବାଧିକ ୨୪ ପଏଣ୍ଟ ହାସଲ କରି ଇତିହାସ ରଚିଥିଲେ […]

Read More Text.
Capture 3

ଭାରତ-ପାକିସ୍ତାନ ସୁପର-୪ ମୁକାବିଲା ଆଜି

ଦୁବାଇ : ଚଳିତ ଏସିଆ କପ୍‌ରେ ଠିକ୍‌ ସପ୍ତାହକ ପରେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ଭାରତ ଓ ପାକିସ୍ତାନ ମଧ୍ୟରେ ପୁଣି ମୁକାବିଲା ହେବ। ଆଜି ଉଭୟ ଦଳ ସେମାନଙ୍କ ପ୍ରଥମ ସୁପର-୪ ମ୍ୟାଚ୍‌ ଖେଳିବେ। ସ୍ବାଭାବିକ ଭାବେ ଉଭୟ ଦଳ ପ୍ରଥମ ମ୍ୟାଚ୍‌ ଜିତି ଫାଇନାଲ ଆଡ଼କୁ ପାଦ ବଢ଼ାଇବାକୁ ଚାହିଁବେ। ଗତ ୧୪ରେ ଲିଗ୍‌ ପର୍ଯ୍ୟାୟରେ ପାକିସ୍ତାନକୁ ଭାରତ ସହଜରେ ୭ ୱିକେଟ୍‌ରେ ପରାସ୍ତ କରିଥିଲା। ତେବେ ଉକ୍ତ ମ୍ୟାଚ୍‌ର ଫଳାଫଳ ଅପେକ୍ଷା ବିବାଦୀୟ […]

Read More Text.
Img 20250831 wa0238

୨ୟ ବାର୍ଷିକ ତ୍ରିରଙ୍ଗା କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ, କମାଣ୍ଡୋ ଏକାଦଶ ଚମ୍ପିୟାନ 

ବାରିପଦା: ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ରପୁର ପଡିଆରେ ତ୍ରିରଙ୍ଗା କ୍ଲବ ଆନୁକୂଲ୍ୟରେ ଆୟୋଜିତ ୨ୟ ବାର୍ଷିକ ତ୍ରିରଙ୍ଗା କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି I ଏହି ଟୁର୍ଣ୍ଣାମେଣ୍ଟରେ ୮ ଟି ଦଳ ଅଂଶଗ୍ରହଣ କରିଥିବାବେଳେ ଫାଇନାଲ ମ୍ୟାଚରେ କମାଣ୍ଡୋ ଏକାଦଶ ରାଇଜିଂ ଷ୍ଟାର୍ସକୁ ୬ ଉଇକେଟରେ ପରାସ୍ତ କରି ଚମ୍ପିୟାନ ହୋଇଛି I ପ୍ରଥମେ ବ୍ୟାଟିଂ କରି ରାଇଜିଂ ଷ୍ଟାର୍ସ ୮ ଓଭରରେ ୪ ଉଇକେଟ ହରାଇ ୧୨୩ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ଦିପ୍ତୀପ୍ରକାଶ […]

Read More Text.
Cricket 1068x601

ଫିଟ୍‌ନେସ ପରୀକ୍ଷା ଦେବେ ଗିଲ୍‌, ବୁମ୍‌ରା, ରୋହିତ, ସିରାଜ

ନୂଆଦିଲ୍ଲୀ:ଏସିଆ କପ କ୍ରିକେଟ-୨୦୨୫ ଆସନ୍ତା ସେପ୍ଟେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ଭାରତୀୟ ଦଳ ୟୁଏଇ ଗସ୍ତ ପୂର୍ବରୁ କିଛି ଖେଳାଳିଙ୍କ ଫିଟ୍‌ନେସ ପରୀକ୍ଷା କରାଯିବ। ଭାରତୀୟ ଦଳର ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଓ ବ୍ୟାଟ୍‌ସମ୍ୟାନ ଶୁଭମନ ଗିଲ୍‌ ଫିଟ୍‌ନେସ ପରୀକ୍ଷା ଦେବେ। ଫିଟ୍‌ନେସ ପରୀକ୍ଷା ଦେବା ଲାଗି ବୁମ୍‌ରା ଓ ଗିଲ୍‌ ଶନିବାର ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସିରେ ପହଞ୍ଚିଛନ୍ତି। ଗିଲ୍‌ ଅସୁସ୍ଥତା ପାଇଁ ଦୁଲୀପ ଟ୍ରଫି କ୍ରିକେଟର କ୍ବାର୍ଟର ଫାଇନାଲ […]

Read More Text.
Dream 11 750x430

ଚୁକ୍ତିରୁ ଓହରିବ ଡ୍ରିମ୍ ୧୧, ଏବେ ଟିମ୍ ଇଣ୍ଡିଆ ଜର୍ସିରେ ରହିବ କାହା ଲୋଗୋ?

ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ ବିଲ୍ ପାସ୍ ହେବା ପରେ, ଏସିଆ କପ୍ ପୂର୍ବରୁ ଡ୍ରିମ୧୧ ଭାରତୀୟ କ୍ରିକେଟ ଦଳର ଜର୍ସିର ସ୍ପନସରଶିପ୍ ବନ୍ଦ କରିବା ନେଇ ଏବେ ନିଷ୍ପତ୍ତି ନେଇସାରିଛି । ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଫାଣ୍ଟାସି ସ୍ପୋର୍ଟସ୍ ପ୍ଲାଟଫର୍ମ ଡ୍ରିମ୧୧ ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ ପ୍ରାୟୋଜକ ଭାବରେ ଓହରି ଯିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ସଂସଦରେ ‘ଅନଲାଇନ୍ ଗେମିଂ ବିଲ୍, ୨୦୨୫ ପ୍ରମୋସନ୍ ଆଣ୍ଡ ରେଗୁଲେସନ୍’ ପାସ୍ ହେବା ପରେ ଏହି ପଦକ୍ଷେପ […]

Read More Text.
Img 20250822 wa0173

ଅନ୍ତର୍ଜାତୀୟ ବେଡ଼ମିଣ୍ଟନ ଡବଲ୍ସରେ ଚମକିଲେ ମୟୁରଭଞ୍ଜର ଆୟୁଷ

ବାରିପଦା: ଘାନାର ଆକ୍ରା ଠାରେ ଅନୁଷ୍ଠିତ ଘାନା ଗ୍ରାଣ୍ଡ ସ୍ଲାମ – ୨୦୨୫ ରେ ଭାରତ ପାଇଁ ପ୍ରତିନିଧିତ୍ବ କରିଥିବା ଦୁଇ ଖେଳାଳି ରନର୍ସ ଆପ ହୋଇ ଭାରତ, ଓଡିଶା ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି I ଜୁଲାଇ ୨୮ ରୁ ଚଳିତ ମାସ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ବେଡ଼ମିଣ୍ଟନ ପ୍ରତିଯୋଗିତାରେ ମୟୁରଭଞ୍ଜର ଆୟୁଷ ପଟ୍ଟନାୟକ ଓ ଅନୁଗୁଳର ଅବିନାଶ ମହାନ୍ତିଙ୍କ ଯୋଡ଼ି ଫାଇନାଲ ମ୍ୟାଚରେ ଇଣ୍ଡୋନେସିଆର ପୁଲୁଙ୍ଗ ରାମଧାନ ଓ ଅଂଶେଳମୁସ ବ୍ରେଗିଡ […]

Read More Text.
Img 20250821 wa0172

ରାଜ୍ୟସ୍ତରୀୟ ହକି ଚମ୍ପିୟାନସିପରେ ମୟୁରଭଞ୍ଜ ସବଜୁନିୟର ବାଳିକା ଦଳର ସଫଳତା

ବାରିପଦା : ହକି ଏସୋସିଏସନ ଅଫ ଓଡିଶା ଆନୁକୂଲ୍ୟରେ ରାଉରକେଲାଠାରେ ଅନୁଷ୍ଠିତ ୪ର୍ଥ ରାଜ୍ୟସ୍ତରୀୟ ସବ ଜୁନିୟର ବାଳିକା ହକି ଚମ୍ପିୟାନସିପରେ ମୟୁରଭଞ୍ଜ ଦଳ ବେଶ ସଫଳତା ହାସଲ କରିଛି I ଚିତ୍ତାକର୍ଷକ ଖେଳ ପ୍ରଦର୍ଶନ କରି ମୟୁରଭଞ୍ଜ ଦଳ ଶକ୍ତିଶାଳୀ ନୟାଗଡକୁ ୯-୦ ଏବଂ ଅନୁଗୁଳକୁ ୨-୦ ଗୋଲରେ ପରାସ୍ତ କରି କ୍ଵାଟର ଫାଇନାଲରେ ପ୍ରବେଶ କରିଛି I ତତସହିତ ଏହି ସଫଳତା ପରେ ମୟୁରଭଞ୍ଜ ଦଳ ଜାତୀୟ ସ୍ତରୀୟ ଅସ୍ମିତା ଖେଲୋ ଇଣ୍ଡିଆ ହକି […]

Read More Text.