Odisha cm 1

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା,ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ଭାଗ ନେବେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ବ୍ୟାଡମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା ।  ପ୍ୟାରିସ ଅଭିଯାନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଦୁଇ ସଟଲର ଭଉଣୀ ।  ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ।  ଅଗଷ୍ଟ ୨୫ରୁ ୩୧ ପର୍ଯ୍ୟନ୍ତ ପ୍ୟାରିସରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ଭାରତର ପ୍ରତିନିଧିତ୍ୱ କରିବେ ଦୁଇ ଭଉଣୀ । ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଶୀର୍ବାଦ ଓ ଶୁଭେଛା ଜଣାଇଛନ୍ତି।  ଆନ୍ତର୍ଜାତିକ ମଞ୍ଚରେ […]

Read More Text.
Kalinga

ଭାରତରେ ପ୍ରଥମଥର ହେବ କଣ୍ଟିନେଣ୍ଟାଲ ଟୁର୍, ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପ୍ ଲାଗି ଯୋଗ୍ୟତା ଲକ୍ଷ୍ୟ

ଭୁବନେଶ୍ବର: ଭୁବନେଶ୍ବରରେ ଚାଲିଥିବା ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଇଭେଣ୍ଟରେ ଚମକିଲେ ଓଡିଆ ଆଥଲେଟ। ୧୦୦ ମିଟର ପୁରୁଷ ବର୍ଗ ଫାଇନାଲ୍ କୁ ଗଲେ ଲାଲୁ ଭୋଇ। ୨୦୦ ମିଟର ପୁରୁଷ ବର୍ଗ ଫାଇନାଲକୁ ଉନ୍ନୀତ ହୋଇଛନ୍ତି ଅନିମେଶ୍ କୁଜୁର୍। ସେହିଭଳି ମହିଳା ୧୦୦ ମିଟର ବର୍ଗ ଫାଇନାଲରେ ପ୍ରବେଶ କରିଛନ୍ତି ଶ୍ରାବଣୀ ନନ୍ଦ। କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏହି ବିଶ୍ବସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇଛନ୍ତି ୧୭ ଦେଶର ୧୬୦ ପ୍ରତିଯୋଗୀ । ୧୮ଟି ଇଭେଣ୍ଟରେ […]

Read More Text.
Gxglowaakaayrya 2025 08 04 16 43

୫ମ ଟେଷ୍ଟ : ଇଂଲଣ୍ଡକୁ ୬ ରନରେ ହରାଇଲା ଭାରତ, ସିରିଜ ଡ୍ର

ଓଭାଲରେ ଖେଳାଯାଉଥିବା ଅନ୍ତିମ ଟେଷ୍ଟରେ ବିଜୟୀ ହୋଇଛି ଭାରତ। ଘରୋଇ ଦଳକୁ ଟିମ ଇଣ୍ଡିଆ ୬ ରନରେ ପରାଜିତ କରିଛି। ରୋମାଞ୍ଚଭରା ଏହି ମ୍ୟାଚର ଅନ୍ତିମ ଦିବସରେ ଭାରତକୁ ବିଜୟ ପାଇଁ ୪ ଉଇକେଟ ଆବଶ୍ୟକ ଥିବାବେଳେ ଇଂଲଣ୍ଡକୁ ୩୫ ରନ ଦରକାର ପଡ଼ୁଥିଲା। ଭାରତୀୟ ବୋଲରମାନେ ପ୍ରଭାବୀ ପ୍ରଦର୍ଶନ କରି ଶେଷ ଦିନରେ ୨୭ ରନ ଦେଇ ୪ ଉଇକେଟ ହାସଲ କରିନେଇଥିଲେ। ଇଂଲଣ୍ଡକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଯାହାଫଳରେ ୫ ମ୍ୟାଚ ବିଶିଷ୍ଟ […]

Read More Text.
Divya

ଦିବ୍ୟା ଦେଶମୁଖ ବିଶ୍ଵ ଚେସ୍‌ ଚମ୍ପିଆନ

ନୂଆଦିଲ୍ଲୀ: ଭାରତୀୟ ଚେସ୍ ପାଇଁ ଐତିହାସିକ ସଫଳତା । ୧୯ ବର୍ଷୀୟା ଦିବ୍ୟା ଦେଶମୁଖ ଫିଡେ୍ ମହିଳା ବିଶ୍ୱକପ ଚାମ୍ପିଅନ ହୋଇଛନ୍ତି । ଜର୍ଜିଆର ବାଟୁମିରେ ସୋମବାର ସେ ଫାଇନାଲ୍ ଜିତିଛନ୍ତି । ରାପିଡ୍ ଟାଇ୍ ବ୍ରେକରରେ ସେ ଭାରତର ଏକ ନମ୍ୱର ଖେଳାଳି ତଥା ୱାଲର୍ଡ ରାପିଡ୍ ଚାମ୍ପିଅନ କୋନେରୁ ହମ୍ପିଙ୍କୁ ହରାଇ ଟାଇଟଲ୍ ଜିତିଛନ୍ତି । ଏହାସହ ଫିଡେ ମହିଳା ଚେସ୍ ବିଶ୍ୱକପ ବିଜୟୀ ହେବାରେ ପ୍ରଥମ ଭାରତୀୟ ମହିଳା ହୋଇଛନ୍ତି । କୋନେରୁ […]

Read More Text.
2 171 1753276394947

ସଂସଦରେ ଉପସ୍ଥାପିତ ହେଲା ନ୍ୟାସନାଲ ସ୍ପୋର୍ଟସ୍ ଗଭର୍ଣ୍ଣାନ୍ସ ବିଲ୍, ଆଇନ ପରିସରଭୁକ୍ତ ହେବ BCCI

ନୂଆଦିଲ୍ଲୀ ୨୩।୭: କେନ୍ଦ୍ର କ୍ରିଡାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ଲୋକସଭାରେ ନ୍ୟାସନାଲ ସ୍ପୋର୍ଟସ ଗଭର୍ଣ୍ଣାନ୍ସ ବିଲ୍-୨୦୨୫ ଉପସ୍ଥାପନ କରିଛନ୍ତି। ଏହି ବିଧେୟକ ଭାରତୀୟ କ୍ରିଡାରେ ପାରଦର୍ଶିତା, ଉତ୍ତରଦାୟୀ ଓ ଉନ୍ନତ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ବୋଲି କୁହାଯାଉଛି। ଏହି ବିଧେୟକ ଅନୁସାରେ ଏକ ଜାତୀୟ ଖେଳ ବୋର୍ଡ (ଏନଏସବି) ଗଠିତ ହେବ, ଯାହା ପାଖରେ ରାଷ୍ଟ୍ରୀୟ ଖେଳ ମହାସଂଘ(ଏନଏସଏଫଏସ) ରହିବ ଯେଉଁଥିରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ରହିଛି,ଯାହା ଲାଗି ନିୟମ କରିବା […]

Read More Text.
Rew

ଜାତୀୟ କନିଷ୍ଠ ରଗବୀ ରୌପ୍ୟ ବିଜେତା ଦଳରେ ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ୨ ଖେଳାଳୀ

ବାରିପଦା – ଚଳିତ ମାସ ୮ ରୁ ୯ ତାରିଖ ପର୍ଯ୍ୟନ୍ତ ଉତ୍ତରାଖଣ୍ଡର ଡେରାଡୁନ ଠାରେ ଶେଷ ହୋଇଥିବା ୭ମ ଜାତୀୟ କନିଷ୍ଠ ରଗବୀ ପ୍ରତିଯୋଗିତା-୨୦୨୫ ରେ ଓଡ଼ିଶା ଦଳ ରୌପ୍ୟ ପଦକ ହାସଲ କରିଥିବା ବେଳେ, ଫ୍ୟୁଚର ଷ୍ଟାର୍ ସ୍ପୋର୍ଟସ ଏକାଡେମୀର ୨ ଜଣ ବାଳିକା ଓଡ଼ିଶା ଦଳରେ ସ୍ଥାନ ପାଇ ବିଜୟ ହେବାର ବିଶେଷ ଭୂମିକା ଗ୍ରହଣ କରିଥିଲେ ସେମାନେ ହେଲେ; ସୁମିତ୍ରା ମୁର୍ମୁ ଓ ନମିତା ହେମ୍ବ୍ରମ  I ତାଙ୍କର ଏହି ସଫଳତାର […]

Read More Text.
Img 20250623 wa0161

ଦିବାରାତ୍ର ଭଲିବଲ ଟୁର୍ଣ୍ଣIମେଣ୍ଟ ଅନୁଷ୍ଠିତ 

ବାରିପଦା –  ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସ୍ଥାନୀୟ ଜୁବୁଲି ପେଟ୍ରୋଲ ପମ୍ପ ନିକଟସ୍ଥ ପଡିଆରେ ମା’ କିଚକେଶ୍ବରୀ ଭଲିବଲ ଏକାଡେମୀ ଆନୁକୂଲ୍ୟରେ ଦିବାରାତ୍ର ଭଲିବଲ ଟୁର୍ଣ୍ଣIମେଣ୍ଟ ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡିଶା ଭଲିବଲ ଏସୋସିଏସନର ଉପ ସଭାପତି ମନୋରଞ୍ଜନ ଜୀଉ ଏହି ଟୁର୍ଣ୍ଣIମେଣ୍ଟକୁ ଉଦଘାଟନ କରିଥିଲେ I ମୋଟ ୯ ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଫାଇନାଲ ମ୍ୟାଚରେ ଗୁହାଲଡ଼ିହି ଦଳ ଢିପାସାହିକୁ ପରାସ୍ତ କରି ଚମ୍ପିୟାନ […]

Read More Text.
Rrew

୧ମ ବାର୍ଷିକ ରଗବୀ ପ୍ରୀମିୟର ଲିଗରେ ମ୍ୟାଚ୍ ଅଫିସିଆଲ୍ ଭାବେ ଦିବ୍ୟରଞ୍ଜନ ମନୋନୀତ 

ବାରିପଦା-  ମୁମ୍ବାଇର ଅନ୍ଧେରୀ ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଆରମ୍ଭ ହୋଇଥିବା ୧ମ ବାର୍ଷିକ ରଗବୀ ପ୍ରୀମିୟର ଲିଗରେ ଏକମାତ୍ର ଓଡ଼ିଆ ମ୍ୟାଚ୍ ଅଫିସିଆଲ୍ ଭାବେ ମୟୂରଭଞ୍ଜ ଜିଲ୍ଲାର ଦିବ୍ୟରଞ୍ଜନ ଦାସ ସ୍ଥାନ ପାଇଛନ୍ତି। ଦିବ୍ୟରଞ୍ଜନଙ୍କ ଘର ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଚମ୍ପାଝର ପଞ୍ଚାୟତର କିରିକିଚିପାଳ ଗ୍ରାମରେ ହୋଇଥିବା ବେଳେ ବର୍ତ୍ତମାନ ସେ ଶ୍ୟାମଖୁଣ୍ଟା ବ୍ଲକ ସ୍ଥିତ କୃଷ୍ଣଚନ୍ଦ୍ର ସ୍ମୃତି ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ରୀଡ଼ା ଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି। ୨୦୧୭ ମସିହାରେ ପ୍ରଥମ […]

Read More Text.
Indian team 750x430

ଲିଡ୍‌ସ ଟେଷ୍ଟ: ଭାରତ ୪୭୧ରେ ଅଲଆଉଟ୍‌

ନୂଆଦିଲ୍ଲୀ : ଲିଡ୍ସ ଟେଷ୍ଟରେ ଭାରତ ୪୭୧ ରନରେ ଅଲଆଉଟ୍‌ ହୋଇଯାଇଛି। ଇଂଲଣ୍ଡ ଗସ୍ତରେ ଥିବା ଭାରତୀୟ ଦଳ ଘରୋଇ ଦଳ ବିରୋଧରେ ପ୍ରଥମ ଇନିଂସର ଭଲ ପ୍ରଦର୍ଶନ କରିଛି। ଯଶସ୍ଵୀ ଜୟସଓ୍ବାଲ, ଶୁବମନ ଗିଲ ଏବଂ ରୁଷଭ ପନ୍ତଙ୍କ ୩ଟି ଶତକୀୟ ଇନିଂସ ବଳରେ ଭାରତ ବଡ଼ ସ୍କୋର କରିବାରେ ସକ୍ଷମ ହୋଇଛି। ଇଂଲଣ୍ଡ ଟସ ଜିତି ଭ୍ରମଣକାରୀ ଭାରତୀୟ ଦଳକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ଓପନିଂ ଯୋଡ଼ିରେ ଜୟସଓ୍ବାଲ ଏବଂ କେ.ଏଲ. ରାହୁଲ […]

Read More Text.
Img 20250610 wa0143

୧ମ ବାର୍ଷିକ ଡି ଆର କେ କପ ଦିବାରାତ୍ର ୨୦-୨୦ କ୍ରିକେଟ ଟୁର୍ଣ୍ଣIମେଣ୍ଟର ୬ଷ୍ଠ ଦିନ; ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଲାଲବଜାର ବିଜୟୀ

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମରେ ଡି ଆର କେ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୧ମ ବାର୍ଷିକ ଡି ଆର କେ କପ ଦିବାରାତ୍ର ୨୦ – ୨୦ କ୍ରିକେଟ ଟୁର୍ଣ୍ଣIମେଣ୍ଟର ୬ଷ୍ଠ ଦିନର ମ୍ୟାଚରେ ଲାଲବଜାର ୱରିୟାର୍ସ  ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ କୋର ହାଣ୍ଟର୍ସକୁ  ୨ ଉଇକେଟରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି କୋର ହାଣ୍ଟର୍ସ ୨୦ ଓଭରରେ ୯ ଉଇକେଟ ହରାଇ ୧୫୩ ରନ ସଂଗ୍ରହ କରିଥିଲେ I ଦଳ […]

Read More Text.