ଜିଲ୍ଲା ସ୍ତରୀୟ ପୁରୁଷ ଓ ମହିଳା ଭଲିବଲ ଖେଳାଳି ଚୟନ ଶିବିର

ବାରିପଦା: ଓଡ଼ିଆ ଭଲିବଲ ଏସୋସିଏସନ ଆନୁକୂଲ୍ୟରେ ୭୧ ତମ ସିନିୟର ଆନ୍ତଃ ଜିଲ୍ଲା ଉଭୟ ପୁରୁଷ ଓ ମହିଳା ଭଲିବଲ ଚାମ୍ପିୟାନସିପ କିଟ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ ଯାଉଅଛି I ମୟୁରଭଞ୍ଜ ଦଳ ପାଇଁ ଚୟନ ପ୍ରକ୍ରିୟା ବାରିପଦା ଷ୍ଟାଡିୟମ ପରିସରରେ ଚଳିତ ମାସ ୧୯ ତାରିଖ ଦିନ ଅନୁଷ୍ଠିତ ହେବ I ଇଛୁକ ଖେଳାଳି ମାନେ ନିଜର ଆଧାର କାର୍ଡ ଓ ଗୋଟିଏ ପାସ ପାର୍ଟ ଫୋଟୋ ଦାଖଲ କରି ୧୮ ତାରିଖ ଦିନ […]

Read More Text.

ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତର ଆଧିପତ୍ୟ ରହିବ: କୋହଲି

ନୂଆଦିଲ୍ଲୀ: ବିଶ୍ବ କ୍ରିକେଟ୍‌ରେ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳ ଆଧିପତ୍ୟ ଜାହିର କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ ବ୍ୟାଟସମ୍ୟାନ ବିରାଟ କୋହଲି। ଦୁବାଇରେ ନ୍ୟୁଜିଲାଣ୍ଡକୁ ଫାଇନାଲରେ ହରାଇ ଚମ୍ପିଆନ୍‌ସ ଟ୍ରଫି ଜିତିଥିଲା ଭାରତ। ଭାରତୀୟ ଦଳର ଭବିଷ୍ୟତ ସମ୍ପର୍କରେ ସାମ୍ବାଦିକଙ୍କ ସହ ଆଲୋଚନା କାଳରେ କୋହଲି କହିଥିଲେ ଦଳରେ ବହୁତ ଯୁବ ଓ ଦକ୍ଷ ଖେଳାଳି ଅଛନ୍ତି। ତେଣୁ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ବିଶ୍ବକପ୍‌ରେ ଭାରତୀୟ ଦଳର ଆଧିପତ୍ୟ ରହିବ। […]

Read More Text.

ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ ହୋଇଛି।  ଚମ୍ପିଆନ୍ସ ଟ୍ରଫିରେ ଚମ୍ପିଆନ୍ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା […]

Read More Text.

୧୨ ବର୍ଷ ପରେ ଆଇସିସି ଟ୍ରଫି ଚାମ୍ପିଅନ ହେଲା ଭାରତ

ପର ସଣ୍ଡେରେ ସୁପର ସୋ’। ଦୁବାଇ ଇଣ୍ଟର ନ୍ୟାସନାଲ ଷ୍ଟାଡିୟମରେ ହାଇଭୋଲଟେଜ୍ ମ୍ୟାଚରେ ବିଜୟ ହାସଲକରି ନ୍ୟୁଜିଲ୍ୟାଣ୍ଡକୁ ଧୂଳି ଚଟାଇଲା ଭାରତ। ଆଜିର ଏହି ଫାଇନାଲ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । କିନ୍ତୁ ଭାରତୀୟ ସ୍ପିନର ଜାଲରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ୍ ଫସିଯାଇଥିଲେ । ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ ବିନିମୟରେ ମାତ୍ର ୨୫୧ ରନ୍‌ କରିବାକୁ ସକ୍ଷମ ହୋଇଥିଲା । ଯାହାଫଳରେ ଏହି ମ୍ୟାଚ୍‌ରେ ବିଜୟ ସହ ଚମ୍ପିଆନ୍ସ […]

Read More Text.

ଚମ୍ପିଆନ୍ସ ଟ୍ରଫି ଫାଇନାଲ ଲଢେଇ: ଦିନିକିଆରେ ଲଗାତର ୧୫ତମ ଟସ୍‌ ହାରିଲା ଭାରତ

ଦୁବଇ: ଆଇସିସି ଚମ୍ପିଆନ୍ସ ଟ୍ରଫିରେ ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢେଇ। ଦୁବଇରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ। ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡର କ୍ୟାପ୍ଟେନ ମିଚେଲ ସେଣ୍ଟନର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳ ଦିନିକିଆରେ ଏହାକୁ ମିଶାଇ ଲଗାତର ୧୫ତମ ଟସ୍ ହାରିଛି। ୨୦୨୩ ଦିନିକିଆ ବିଶ୍ୱକପ୍‌ର ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍ ପରଠାରୁ ଦଳ ଟସ୍ ଜିତି ନାହିଁ। କ୍ୟାପ୍ଟେନ ସେଣ୍ଟନର ପ୍ଲେଇଙ୍ଗ୍‌-୧୧ […]

Read More Text.

ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ହରାଇ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ରେ ଭାରତ

ଦୁବାଇ: ଚେଜ୍ ମାଷ୍ଟର ବିରାଟ କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ବଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ବିଜୟ ସହ ଭାରତ ଫାଇନାଲ୍‌ରେ ପହଞ୍ଚିବା ସହ ୨୦୨୩ ଦିନିକିଆ ବିଶ୍ଵକପ୍ ଫାଇନାଲ୍ ପରାଜୟର ମଧୁର ପ୍ରତିଶୋଧ ନେଇଛି। ଅଷ୍ଟ୍ରେଲିଆ ଦ୍ଵାରା ଧାର୍ଯ୍ୟ ୨୬୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତ ୪୮.୧ ଓଭରରେ ୬ ଓ୍ଵିକେଟ୍ ହରାଇ ଜିତି ନେଇଛି। ବିରାଟ କୋହଲି ୮୪ ରନର ଇନିଂସ ଖେଳି ଭାରତ ବିଜୟରେ […]

Read More Text.

ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ: ଶେଷ ଲିଗ୍ ମ୍ୟାଚ୍ ତଥା ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ୪୪ ରନରେ ଜିତିଲା ଭାରତ। ୨୫୦ ରନ୍‌ର ଟାର୍ଗେଟ୍‌ ପିଛା କରି ୪୫.୩ ଓଭରରେ ସମସ୍ତ ଓ୍ୱିକେଟ୍‌ ହରାଇ ୨୦୫ ରନ୍‌ କରିପାରିଛି ନ୍ୟୁଜିଲାଣ୍ଡ। ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଶେଷ ଲିଗ୍ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ଦୁଇ ଶକ୍ତିଶାଳୀ ଦଳ ଭାରତ ଓ ନ୍ୟୁଜିଲାଣ୍ଡ। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ମ୍ୟାଟ ହେନରୀଙ୍କ ଶାଣିତ ବୋଲିଂର ଉଚିତ୍ ମୁକାବିଲା କରି ନ ପାରି ୯ […]

Read More Text.

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ, ଫାଇନାଲ ମ୍ୟାଚରେ ରାଇରଙ୍ଗପୁର ଚମ୍ପିୟାନ

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ଡି ଆର କେ (ବି ) କୁ ୫ ଉଇକେଟରେ ପରାସ୍ତ କରି ରାଇରଙ୍ଗପୁର ଚମ୍ପିୟାନ ହୋଇଛି I ପ୍ରଥମେ ବ୍ୟାଟିଂ କରି ଡି ଆର କେ (ବି ) ୩୫ ଓଭରରେ ୪ ଉଇକେଟ ହରାଇ ୨୪୪ ରନ […]

Read More Text.

ସୁଟଆଉଟରେ ନେଦରଲ୍ୟାଣ୍ଡକୁ ପରାସ୍ତ କଲା ଭାରତ

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ (ମହିଳା) ଖେଳରେ ୨-୨ ଗୋଲରେ ଏକ ରୋମାଞ୍ଚକର ଡ୍ର ପରେ, ଭାରତ ନେଦରଲ୍ୟାଣ୍ଡକୁ ସୁଟଆଉଟରେ ୨-୧ ଗୋଲରେ ପରାସ୍ତ କରି ବୋନସ୍ ପଏଣ୍ଟ ହାସଲ କରିଛି। ଦୁଇ ଗୋଲ ପଛରେ ରହିବା ସତ୍ତ୍ୱେ, ଭାରତ ତୃତୀୟ କ୍ୱାର୍ଟରରେ ଦୀପିକା ଏବଂ ବଲଜିତ କୌର ଗୋଲ ଦ୍ବାରା ଏକ ଉଲ୍ଲେଖନୀୟ ପ୍ରତ୍ୟାବର୍ତ୍ତନ କରିଥିଲା। ନେଦରଲ୍ୟାଣ୍ଡ ପାଇଁ ଅଧିନାୟକ ପିଏନ୍ ସାଣ୍ଡର୍ସ ଏବଂ ଫେ […]

Read More Text.

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଗ୍ରୁପ ବି ର ଶେଷ ମ୍ୟାଚ – ରାଇରଙ୍ଗପୁର ଓ ଡି ଆର କେ (ବି ) ଫାଇନାଲରେ

ବାରିପଦା  : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଗ୍ରୁପ ବି ର ଶେଷ ମ୍ୟାଚରେ କରଞ୍ଜିଆ କ୍ଲବ ମୟୁରଭଞ୍ଜ ରେଡ କ୍ଲବ କୁ ୧୭୦ ରନରେ ରେ ପରାସ୍ତ କରିଛି I ପ୍ରଥମେ ବ୍ୟାଟିଂ କରି କରଞ୍ଜିଆ ୩୦ ଓଭରରେ ୯ ଉଇକେଟ ହରାଇ ୨୦୫ ରନ ସଂଗ୍ରହ କରିଥିଲେ I […]

Read More Text.