କରୁର ଦଳାଚକଟା : ତଦନ୍ତ କରିବ CBI
ତାମିଲନାଡୁ : ଅଡୁଆରେ ସାଉଥ ସୁପରଷ୍ଟାର୍ ବିଜୟ । କରୁର ଦଳାଚକଟା ଘଟଣାର ହେବ CBI ତଦନ୍ତ । ତାମିଲନାଡୁ କରୁରରେ ଦଳାଚକଟାରେ ୪୧ଜଣଙ୍କ ମୃତ୍ୟୁ ହୋଇଥିଲା । ଘଟଣାର CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅଜୟ ରସ୍ତୋଗିଙ୍କ ତତ୍ତ୍ବାବଧାରେ ତଦନ୍ତ ହେବ । ଏହି ତଦନ୍ତକୁ ମନିଟର ପାଇଁ ୩ ଜଣିଆ କମିଟି ଗଠନ କରାଯିବ । ସାଉଥ ସୁପରଷ୍ଟାର ତଥା TVK ନେତା ବିଜୟଙ୍କ ରାଲିରେ […]
Read More Text.