କାବୁଲରେ ଦୂତାବାସ ଖୋଲିବ ଭାରତ: ଜୟଶଙ୍କର
ନୂଆଦିଲ୍ଲୀ : ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ ଅମିର ଖାନ ମୁତାକି ଭାରତ ଗସ୍ତରେ ରହିଛନ୍ତି । ଏହି ଗସ୍ତରେ ସେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହିତ ବୈଠକ କରିଛନ୍ତି । ଏହି ବୈଠକ ଆଫଗାନିସ୍ତାନରେ ଅଶରଫ ଗନି ସରକାର ପତ୍ତନର ୪ ବର୍ଷ ପରେ ହୋଇଛି । ଦୀର୍ଘ ୪ ବର୍ଷ ପରେ ଆଫଗାନିସ୍ତାନ ରାଜଧାନୀ କାବୁଲରେ ପୁଣି ଦୂତାବାସ ଖୋଲିବ ଭାରତ । ଏହାଦ୍ବାରା ଭାରତ-ଆଫଗାନିସ୍ତାନ ସମ୍ବନ୍ଧ ବୃଦ୍ଧି ହେବ । ନୂଆଦିଲ୍ଲୀର ହାଇଦ୍ରାବାଦ […]
Read More Text.