ଲେଡି ସାଇକୋ କିଲର୍ ଗିରଫ, ନିଜ ପୁଅ ସେମତ ନେଇଥଲା ବହୁ ଶିଶୁଙ୍କ ଜୀବନ
ହରିୟାଣା : ସୁନ୍ଦର ଦିଶିବାକୁ ନେଇ ନିଜ ଭାଣେଜି ଓ ପୁଅକୁ ହତ୍ୟା କରିବା ଘଟଣା ଏବେ ଚାରିଆଡେ ଚାଞ୍ଚଲ୍ୟ ଖେଳାଇଦେଇଛି । ହରିୟାଣାର ପାନିପତ ଜିଲ୍ଲା ନୌଲ୍ଥା ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି । ନିଜେ ସବୁଠୁ ସୁନ୍ଦରୀ ଦେଖାଯିବା ପାଇଁ ଇର୍ଷାରେ ନିରୀହ ଶିଶୁଙ୍କୁ ହତ୍ୟା କରିଛନ୍ତି ଜଣେ ମହିଳା । ପାନିପତ ପୋଲିସ ମହିଳାଙ୍କୁ ଗିରଫ କରିଛି । ସୂଚନା ମୁତାବକ, ନବୀନ ୨୦୧୯ ମସିହାରେ ପାଣିପତର ସିୱାହ ଗ୍ରାମର ବାସିନ୍ଦା ପୁନମଙ୍କୁ […]
Read More Text.