Sekh hasina 300x169

ଡିସେମ୍ବରରେ ସ୍ୱଦେଶ ଫେରିବେ ଶେଖ୍ ହସିନା: କହିଲେ ‘ମୃତ୍ୟୁ ଦଣ୍ଡକୁ ମୋର ଡର ନାହିଁ’

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୀର୍ଘ ଦୁଇ ବର୍ଷ ପରେ ସ୍ୱଦେଶ ଫେରିବା ନେଇ ବଡ଼ ଘୋଷଣା କରିଛନ୍ତି। ବୁଧବାର ଦିନ ନିଜର ଏକ ସମ୍ବୋଧନରେ ସେ କହିଛନ୍ତି ଯେ ସେ ଆସନ୍ତା ଡିସେମ୍ବର ମାସରେ ବାଂଲାଦେଶ ଫେରିବେ। ଯଦିଓ ସେ ପ୍ରତ୍ୟାବର୍ତ୍ତନର କୌଣସି ସଠିକ୍ ତାରିଖ ଘୋଷଣା କରିନାହାନ୍ତି, ତଥାପି ଢାକାରେ ପହଞ୍ଚିବା ପରେ ତାଙ୍କୁ ଗିରଫ କିମ୍ବା ହତ୍ୟା କରାଯିବାର ଆଶଙ୍କା ଥିଲେ ମଧ୍ୟ ସେ ଏଥିରୁ ପଛଘୁଞ୍ଚା ଦେବେ […]

Read More Text.
Modi netanyahu 650 650x400

ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲ ସକ୍ରିୟ ଭାବେ କାମ କରୁଛି : ନେତାନ୍ୟାହୁ

ଜେରୁଜେଲମ୍‌ : ଇରାନ ସହ ଜାରି ଥିବା ତିକ୍ତତା ଓ ବିଶ୍ୱ ରାଜନୀତିର ପରିବର୍ତ୍ତିତ ପରିସ୍ଥିତି ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ-ଇସ୍ରାଏଲ ସମ୍ପର୍କକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲ ସକ୍ରିୟ ଭାବେ କାମ କରୁଛି। ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇସ୍ରାଏଲର ସବୁଠାରୁ ଘନିଷ୍ଠ ବନ୍ଧୁମାନଙ୍କ ମଧ୍ୟରୁ ଜଣେ ବୋଲି ବର୍ଣ୍ଣନା କରିଛନ୍ତି। କଠିନ ସମୟରେ ଭାରତ […]

Read More Text.
Petrol 1 300x169

ବୀମା ନଥିଲେ ପେଟ୍ରୋଲ ବନ୍ଦ, ସୁପ୍ରିମକୋର୍ଟଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ : ବୀମା ନଥିଲେ ପେଟ୍ରୋଲ ବନ୍ଦ । ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ପଦକ୍ଷେପ । ଦେଶରେ ଥାର୍ଡ ପାର୍ଟି ମୋଟର ବୀମାକୁ ବାଧ୍ୟତାମୂଳକ କରିବା ଦିଗରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ବୈଧ ଥାର୍ଡ ପାର୍ଟି ବୀମା ନଥିବା ଗାଡ଼ିକୁ ପେଟ୍ରୋଲ ପମ୍ପରେ ଇନ୍ଧନ ନ ଦେବା ବ୍ୟବସ୍ଥାକୁ ପାଇଲଟ୍ ପ୍ରକଳ୍ପ ଭାବେ ବିଚାର କରିବାକୁ ସୁପ୍ରିମକୋର୍ଟ IRDA ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ସଞ୍ଜୟ […]

Read More Text.
Chandipura virus

ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ, ୨୨ ଶିଶୁ ମୃତ

ଗୁଜରାଟ: ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ ।  ଏହି ଆତଙ୍କ ଯୋଗୁଁ ୨୨ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ​ଗୁଜରାଟରେ ମାରାତ୍ମକ ଚାନ୍ଦିପୁରା ଭାଇରସର ଗମ୍ଭୀର ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି । ସାଧାରଣ ଜ୍ବର ଭଳି ଦେଖାଯାଉଥିବା ଏହି ରୋଗ କିଛିଦିନ ଭିତରେ ମସ୍ତିଷ୍କକୁ ଆକ୍ରାନ୍ତ କରି ଜୀବନପ୍ରତି ବିପଦ ସୃଷ୍ଟି କରୁଛି। ଗୁଜରାଟ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରଫୁଲ୍ଲ ପାନସେରିୟାଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ ମୋଟ ୧୮୪ ଜଣ ରୋଗୀଙ୍କ ରକ୍ତ ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୩୫ […]

Read More Text.
Drone attack

ରୁଷ୍ ବେଳାଭୂମିରେ ଡ୍ରୋନ୍ ଆକ୍ରମଣ, ୭ ମୃତ

ରୁଷ: ରୁଷର ବ୍ଲାକ୍ ସିର ଉପକୂଳରେ ଥିବା ଲୋକପ୍ରିୟ ପର୍ଯ୍ୟଟନସ୍ଥଳ ଗେଲେଣ୍ଡଜିକ୍ ନିକଟସ୍ଥ ଏକ ବେଳାଭୂମିରେ ରବିବାର ଦିନ ଡ୍ରୋନ୍ ଆକ୍ରମଣ ହୋଇଛି । ଯେଉଁଥିରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୩ ଜଣ ପିଲା ଥିବା ଜଣାପଡିଛି । ଏଥିସହ ଏହି ଆକ୍ରମଣରେ ୪୦ ଜଣ ମଧ୍ୟ ଆହତ ହୋଇଛନ୍ତି । ଏହି ଆକ୍ରମଣ ପାଇଁ ରୁଷ ୟୁକ୍ରେନକୁ ଦାୟୀ କରିଛି । ସୂଚନାନୁଯାୟୀ, ଗେଲେଣ୍ଡଜିକ୍ ସହର ନିକଟସ୍ଥ ଆର୍ଖିପୋ-ଓସିପୋଭକା […]

Read More Text.
Chhuramada

ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ନୃଶଂସ ହତ୍ୟା, ମୁଖାପିନ୍ଧା ଯୁବକ କଲା ୩୪ ଥର ଛୁରାମାଡ଼

ହରୟାଣା : ହରିୟାଣା ଫରିଦାବାଦରେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ମୁଖାପିନ୍ଧା ଯୁବକ ୩୪ ଥର ଛୁରାମାଡ଼ କରି ହତ୍ୟା କରିଛି । ସ୍କୁଲ ଭିତରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ ପୋଲିସ ୨୧ ବର୍ଷୀୟ ଅଭିଯୁକ୍ତ ଅମିତକୁ ଗିରଫ କରିଛି । ଶିକ୍ଷୟିତ୍ରୀ ଜଣକ ଫିରୋଜପୁର ସିକରୋନା ସ୍ଥିତ ଏକ ଘରୋଇ ସ୍କୁଲରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଖବର ମୁତାବକ, ହରିୟାଣାର ଫରିଦାବାଦ ଅନ୍ତର୍ଗତ ସିକ୍ରୋନା ଗାଁରେ ଥିବା ସରସ୍ବତୀ ସିନିୟର ସେକେଣ୍ଡାରୀ ସ୍କୁଲ […]

Read More Text.
Fire

ଇଲେକ୍ଟ୍ରୋନିକ୍ ଚିପ୍ସ କମ୍ପାନୀରେ ନିଆଁ : ୨ ଅଗ୍ନିସେବା କର୍ମଚାରୀ ମୃତ, ୩ ଆହତ

ନୋଏଡା: ଗ୍ରେଟର ନୋଏଡାର ଇକୋଟେକ୍-୩ରେ ଥିବା ଏକ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩ ଜଣ ଆହତ ହୋଇଛନ୍ତି । କାନ୍ଥ ଏବଂ ବିମ୍ ଭୁଶୁଡ଼ି ପଡ଼ିବାରୁ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ସୂଚନାନୁଯାୟୀ, ଇକୋଟେକ୍-୩ ସ୍ଥିତ ILGIM କମ୍ପାନୀରେ ସୋମବାର ଏବଂ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଦୁର୍ଘଟଣା ଘଟିଛି । ଏହି କମ୍ପାନୀରେ ଇଲେକ୍ଟ୍ରୋନିକ୍ […]

Read More Text.
Supreme Court

ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା

ନୂଆଦିଲ୍ଳୀ: ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ପାଇଁ ଆଣାଯାଇଥିବା ସୁପ୍ରିମକୋର୍ଟ (ବିଚାରପତି ସଂଖ୍ୟା) ସଂଶୋଧନ ବିଲ୍ ୨୦୨୬କୁ ସୋମବାର ଲୋକସଭାରେ ବାଚନିକା ଭୋଟରେ ପାରିତ ହୋଇଛି। ବିଲଟିକୁ ଆଇନ ଓ ନ୍ୟାୟମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଉପସ୍ଥାପନ କରିଥିଲେ। ଏହି ବିଲ୍ ଅନୁଯାୟୀ ସୁପ୍ରିମକୋର୍ଟର ଅନୁମୋଦିତ ବିଚାରପତି ସଂଖ୍ୟା ୩୪ରୁ ବଢ଼ି ୩୮ ହେବ। ଅର୍ଥାତ୍ ମୁଖ୍ୟ ବିଚାରପତିଙ୍କୁ ବାଦ ଦେଲେ ବିଚାରପତିଙ୍କ ସଂଖ୍ୟା ୩୩ରୁ ୩୭କୁ ବୃଦ୍ଧି ପାଇବ। ସରକାରଙ୍କ […]

Read More Text.
Ferry

ମଝି ସମୁଦ୍ରରେ ଜଳିଗଲା ଫେରୀ, ୫ ମୃତ, ୪୧ ନିଖୋଜ

ନୂଆଦିଲ୍ଲୀ : ମଝି ସମୁଦ୍ରରେ ଜଳିଗଲା ଯାତ୍ରୀବାହୀ ଫେରୀ, ୫ ମୃତ, ୪୧ ନିଖୋଜ । ଇଣ୍ଡୋନେସିଆ ମାଦୁରା ଦ୍ବୀପ ନିକଟରେ ଘଟିଛି ଏ ବଡ଼ ଧରଣର ଅଘଟଣ । ଫେରୀରେ ନିଆଁ ଲାଗିଯିବାରୁ ୫ ଜଣଙ୍କର ମୃତ୍ୟୁ ହୋଇଛି । ୪୧ ଜଣ ନିଖୋଜ ଥିବାରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ସୂଚନା ଅନୁଯାୟୀ, ଏହି ଫେରୀରେ ୨୭୧ ଜଣ ଯାତ୍ରୀଙ୍କ ସହ କ୍ରୁ ମେମ୍ବର ଥିଲେ । ଇଷ୍ଟ ଜାଭାର ସୁରବାୟାଠାରୁ ଫେରୀଟି ଯାତ୍ରା […]

Read More Text.
Pm modi e1785687392437 300x170

ପ୍ରଧାନମନ୍ତ୍ରୀଙ୍କ ନିଶା ମୁକ୍ତଯୁବ ଅଭିଯାନ ଆରମ୍ଭ, ସାମିଲ ହେବେ ୧ କୋଟିରୁ ଅଧିକ ଯୁବକ

ନୂଆଦିଲ୍ଲୀ: ଭାରତର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ମୋଦି ଆଜି ନିଶାମୁକ୍ତ ଯୁବ ଅଭିଯାନ ଆରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଶ୍ବର ୨୮ ହଜାରରୁ ଅଧିକ ସ୍ଥାନରୁ ୧କୋଟିରୁ ଅଧିକ ଯୁବକ ସାମିଲ ରହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପୂର୍ବରୁ ସାରା ଦେଶରେ ଯୁବପିଢିମାନେ ଏକ ନିଶାମୁକ୍ତ ଭାରତ ଗଠନ କରିବାକୁ ଏକ ପ୍ରତିଜ୍ଞା ନେବେ । ଏହି ଅଭିଯାନ କାର୍ଯ୍ୟକ୍ରମରେ ପୂଜ୍ୟ ଆମ୍ମା, ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କର, ପୂଜ୍ୟ ଦାଜୀ, ଡକ୍ଟର ଚିନ୍ମୟ ପାଣ୍ଡ୍ୟା […]

Read More Text.