ବିହାର ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉପହାର, ୨ଟି ନୂଆ ଯୋଜନାର କଲେ ଶୁଭାରମ୍ଭ
ବିହାର : ବିହାର ଯୁବକ ଓ ଛାତ୍ରମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଉପହାର ଦେଇଛନ୍ତି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ଏହି ଦୁଇ ଯୋଜନାର ଶୁଭାରମ୍ଭ କରିଛନ୍ତି । ନୂଆ ମୁଖ୍ୟମନ୍ତ୍ରୀ ନିଶ୍ଚୟ ସ୍ବଂୟ ସହାୟତା ଭତ୍ତା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହା ଅଧିନରେ ବିହାରର ସ୍ନାତକ ପାସ୍ କରି ବେକାର ଥିବା ୫ ଲକ୍ଷ ଯୁବକ ଏହାଦ୍ୱାରା ଉପକୃତ ହେବେ । କର୍ମନିଯୁକ୍ତି ପାଇ ନଥିବା ଯୁବକ ଏଣିକି ମାସକୁ ୧ ହଜାର […]
Read More Text.