ପୁଟିନଙ୍କୁ କାହିଁକି ମଦ, ମାଂସ ପରସାଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା
ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ରାତିରେ ସ୍ବଦେଶ ଫେରିଯାଇଛନ୍ତି। ଯିବା ପୂର୍ବରୁ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ଭବନରେ ତାଙ୍କ ନିମନ୍ତେ ଏକ ସ୍ବତନ୍ତ୍ର ନୈଶ ଭୋଜିର ଆୟୋଜନ କରାଯାଇଥିଲା। ଯେଉଁଥିରେ ପୁଟିନଙ୍କୁ ନାନା ପ୍ରକାର ନିରାମିଷ ବ୍ୟଞ୍ଜନ ପରସା ଯାଇଥିଲା। ହେଲେ ଏହାକୁ ନେଇ ଏବେ ପ୍ରଶ୍ନ ଉଠାଇଛି କଂଗ୍ରେସ। ପୁଟିନଙ୍କୁ କାହିଁକି କେବଳ ନିରାମିଷ ଖାଦ୍ୟ ପରସାଗଲା। କ’ଣ ପାଇଁ ମଦ, ମାଂସ ଓ ମାଛ ଦିଆଗଲା […]
Read More Text.