Spain train

ସ୍ପେନରେ ରେଳ ଦୁର୍ଘଟଣା: ୩୯ ମୃତ

ସ୍ପେନ : ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବଢିଚାଲିଛି ମୃତକଙ୍କ ସଂଖ୍ୟା । ୩୯ ମୃତ, ୧୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସ୍ପେନର କୋର୍ଡୋବା ପ୍ରଦେଶରେ ଘଟିଛି ଏହି ରେଳ ଦୁର୍ଘଟଣା । ଦୁଇଟି ଦ୍ରୁତଗାମୀ ଯାତ୍ରୀବାହୀ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩୯ ଜଣଙ୍କର ମୃତ୍ୟୁ ହୋଇଛି । ଏହା ସହ ବେଳେ ୧୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୨୦ […]

Read More Text.
Indian army

କିସ୍ତୱାରରେ ଯବାନ-ଆତଙ୍କୀ ମୁହାଁମୁହିଁ : ୮ ଯବାନ ଆହତ, ‘ଅପରେସନ୍ ତ୍ରାଶି-I’ ଜାରି

ଜମ୍ମୁ କଶ୍ମୀର : ଜମ୍ମୁକଶ୍ମୀର କିସ୍ତୱାରରେ ପୁଣି ଯବାନ ଓ ଆତଙ୍କୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୮ ଜଣ ଯବାନ ଆହତ ହୋଇଛନ୍ତି । ଆଗକୁ ଗଣତନ୍ତ୍ର ଦିବସ ପାଳନ ହେବାକୁ ଥିବା ବେଳେ ଏପରି ଘଟଣା ସାମ୍ନାକୁ ଆସିଛି । ସେପଟେ ରାଜଧାନୀ ଦିଲ୍ଲୀକୁ ମଧ୍ୟ କଡ଼ା ସୁରକ୍ଷା ବଳୟ ଭିତରେ ରଖାଯାଇଛି । ଭାରତୀୟ ସେନାର ଜମ୍ମୁ-ସ୍ଥିତ ହ୍ୱାଇଟ୍ ନାଇଟ୍ କର୍ପସ ‘ଅପରେସନ୍ ତ୍ରାଶି-I’ ନାମରେ ନାମିତ ଏହି ଅଭିଯାନ ଗତକାଲି ମଧ୍ୟାହ୍ନରୁ ଆରମ୍ଭ […]

Read More Text.
I

ଇଣ୍ଡିଗୋ ବିମାନକୁ ବୋମା ଧମକ, ଲକ୍ଷ୍ନୌ ବିମାନବନ୍ଦରରେ କଲା ଜରୁରୀ ଅବତରଣ

ନୂଆଦିଲ୍ଲୀ : ଦିଲ୍ଲୀରୁ ବାଗଡୋଗରା ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଯାହା ପରେ ଆତଙ୍କ ସୃଷ୍ଟି କରିଛି । ସୁରକ୍ଷା ପ୍ରୋଟୋକଲ୍ ହିସାବରେ ବିମାନଟିକୁ ତୁରନ୍ତ ଲକ୍ଷ୍ନୌର ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା । ସୂଚନାନୁଯାୟୀ, ବିମାନରେ ୨୨୨ ବୟସ୍କ ଯାତ୍ରୀ ଏବଂ ଆଠ ଜଣ ଶିଶୁ ଥିଲେ । ସେମାନଙ୍କ ସମେତ ଦୁଇ ଜଣ ପାଇଲଟ୍ ଏବଂ ୫ ଜଣ କ୍ରୁ ସଦସ୍ୟ ଥିଲେ । […]

Read More Text.
Presentation1 1 1 e1768750059766 300x145

ବରଦାସ୍ତ କରାଯିବନି ଟ୍ରମ୍ପଙ୍କ ଜବରଦସ୍ତି : ରାସ୍ତାକୁ ଓହ୍ଲାଇଲେ ଗ୍ରୀନଲାଣ୍ଡ ବାସିନ୍ଦା

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲାଣ୍ଡକୁ ନିଜ ଅକ୍ତିଆରକୁ ନେବାକୁ ଖୋଲାଖୋଲି ଭାବେ କହିଛନ୍ତି । ଟ୍ରମ୍ପଙ୍କ ଆକ୍ରମଣାତ୍ମକ କାର‌୍ୟ୍ୟ ବିରୋଧରେ ନାଟୋ ଏବଂ ୟୁରୋପୀୟ ଦେଶମାନେ ଏକଜୁଟ ହୋଇଥିବା ବେଳେ, ଗ୍ରୀନଲାଣ୍ଡର ଲୋକମାନେ ମଧ୍ୟ କ୍ଷୋଭ ପ୍ରକାଶ କରିଛନ୍ତି। ଗତକାଲି, ଡେନମାର୍କ ଏବଂ ୟୁରୋପୀୟ ନାଟୋ ଦେଶମାନେ ଗ୍ରୀନଲାଣ୍ଡରେ ସୈନ୍ୟ ମୁତୟନ କରିବା ଆରମ୍ଭ କରିବା ପରେ, ଗ୍ରୀନଲାଣ୍ଡର ଲୋକମାନେ ମଧ୍ୟ ରାସ୍ତାକୁ ଓହ୍ଲାଇ ଟ୍ରମ୍ପ ପ୍ରଶାସନ ବିରୁଦ୍ଧରେ ସ୍ଲୋଗାନ ଦେଇଥିଲେ। ଗ୍ରୀନଲାଣ୍ଡର ରାଜଧାନୀରେ […]

Read More Text.
L17220260115112942 1068x601

ନୂଆଦିଲ୍ଲୀ: ବାୟୁସେନା ପାଇଁ ଆଉ ୧୧୪ଟି ରା​‌ଫଲ ଯୁଦ୍ଧ ବିମାନ କ୍ରୟ କରିବା ପ୍ରସ୍ତାବ ଆଉ ପାଦେ ଆଗେଇଛି। ଶୁକ୍ରବାର ପ୍ରତିରକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ଡିଫେନ୍ସ ପ୍ରୋକ୍ୟୁରମେଣ୍ଟ ବୋର୍ଡ (ଡିପିବି) ଏହି ପ୍ରସ୍ତାବକୁ ସବୁଜ ସଙ୍କେତ ଦେଇଛି। ଡିଏସି (ଡିଫେନ୍ସ ଆକ୍ୟୁଜିସନ କାଉନସିଲ)ଏବଂ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟିର ଚୂଡାନ୍ତ ଅନୁମୋଦନ ପରେ ହିଁ ଏହି ପ୍ରକ୍ରିୟାକୁ କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡିଛି। ଏ ବାବଦରେ ପ୍ରାୟ ୩ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହୋଇପାରେ […]

Read More Text.
9

ଚୀନ୍‌ରେ ନୋରୋଭାଇରସ୍‌ ଆତଙ୍କ: ୧୦୦ରୁ ଅଧିକ ସଂକ୍ରମିତ

ବେଜିଂ: ଚୀନ୍‌ର ଉହାନ ସହରରୁ ଆରମ୍ଭ ହୋଇଥିବା କୋଭିଡ-୧୯ ସାରା ବିଶ୍ୱରେ ଭୟ ସୃଷ୍ଟି କରିଥିଲା। ଏହି ସଂକ୍ରମଣ ୨୦୧୯ ଶେଷ ଭାଗରେ ଆରମ୍ଭ ହୋଇଥିଲା। ଏବେ ଆଉ ଏକ ଭାଇରସ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏହି ଭାଇରସକୁ ନୋରୋଭାଇରସ୍ କୁହାଯାଉଛି। ଏହି ଭାଇରସ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗୋଟିଏ ସ୍କୁଲରେ ୧୦୦ ରୁ ଅଧିକ ଛାତ୍ରଛାତ୍ରୀ ଏହା ଦ୍ବାରା ସଂକ୍ରମିତ ହୋଇଥିବା ଜଣାପଡ଼ିଛି।ଦକ୍ଷିଣ ଚୀନ୍‌ର ଗୁଆଙ୍ଗଡୋଙ୍ଗ ପ୍ରଦେଶର ଫୋସାନ ସହରର ଏକ […]

Read More Text.
16

ପ୍ରଥମ ବନ୍ଦେ ଭାରତ ସ୍ଲିପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

କଲକାତା: ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ପଶ୍ଚିମବଙ୍ଗର ମାଲଦାରେ, ପ୍ରଧାନମନ୍ତ୍ରୀ ମୋଦୀ ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଉଦଘାଟନ କରିଛନ୍ତି । ହାୱଡ଼ା ଏବଂ ଗୌହାଟି ମଧ୍ୟରେ ଚାଲିବାକୁ ଥିବା ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ଟ୍ରେନ ଡ୍ରାଇଭରଙ୍କୁ ଭେଟି ଏହା ବିଷୟରେ ପଚାରି ବୁଝିଥିଲେ । ପ୍ରଧାନମନ୍ତ୍ରୀ ମଧ୍ୟ ପିଲାମାନଙ୍କ ସହ କଥା ହୋଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, […]

Read More Text.
10

ଗ୍ରୀନଲାଣ୍ଡ ଉପରେ ଆମେରିକା ପ୍ରଭୁତ୍ୱକୁ ଅସ୍ୱୀକାର କଲେ ଲାଗିବ ଟାରିଫ୍‌: ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ବିଶ୍ୱକୁ ଶୁଳ୍କ ଲଗାଇବାକୁ ଧମକ ଦେଇଛନ୍ତି । ଏଥର, ଏହି ଧମକ ୟୁରୋପୀୟ ଦେଶଗୁଡ଼ିକ ପ୍ରତି ନିର୍ଦ୍ଦେଶିତ, କାରଣ ଗ୍ରୀନଲାଣ୍ଡକୁ ନେଇ ସେମାନଙ୍କ ସହିତ ଉତ୍ତେଜନା ବୃଦ୍ଧି ପାଇଛି। ରାଷ୍ଟ୍ରପତି ଟ୍ରମ୍ପ ଗ୍ରୀନଲାଣ୍ଡକୁ ମିଶାଇ ଏହାକୁ ଆମେରିକାର ଏକ ଅଞ୍ଚଳ କରିବାକୁ ଚାହୁଁଛନ୍ତି, କିନ୍ତୁ ୟୁରୋପୀୟ ଦେଶମାନେ ତାଙ୍କ ଯୋଜନାକୁ ବିରୋଧ କରୁଛନ୍ତି, ତେଣୁ ସେ ତାଙ୍କ ଗ୍ରୀନଲ୍ୟାଣ୍ଡ ପଦକ୍ଷେପକୁ ସମର୍ଥନ ନ କରୁଥିବା ଯେକୌଣସି ବ୍ୟକ୍ତିଙ୍କ ଉପରେ […]

Read More Text.
New delhi

ସାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କୀ ଆକ୍ରମଣ ଆଶଙ୍କା, ସାରା ଦେଶରେ ହାଇ-ଆଲର୍ଟ

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ ହାଇ ଆଲର୍ଟ ଜାରି । ସାଧାରଣତନ୍ତ୍ର ଦିବସରେ ଖଲିସ୍ତାନୀ ଏବଂ ବାଂଲାଦେଶୀ ଆତଙ୍କବାଦୀ ଗୋଷ୍ଠୀ ବଡ଼ ଯୋଜନା କରୁଥିବା ନେଇ ଗୁଇନ୍ଦା ସୂଚନା ଆଧାରରେ ଆଲର୍ଟ ଜାରି ହୋଇଛି । ଦିଲ୍ଲୀ ସମେତ ଦେଶର ପ୍ରମୁଖ ସହର ଉପରେ ରହିଛି ଆତଙ୍କୀ ସଂଗଠନର ନଜର । ଏଥର ଗ୍ୟାଙ୍ଗଷ୍ଟରଙ୍କୁ ମୋହରା କରି ହିଂସାକାଣ୍ଡ ଭିଆଇବାକୁ ଯୋଜନା କରିଛନ୍ତି ଆତଙ୍କୀ ସଂଗଠନ । ଏଭଳି କିଛି ସୂଚନା […]

Read More Text.
G tz4A2bsAAko7L 1068x586

ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ନୂଆଦିଲ୍ଲୀର ସମ୍ବିଧାନ ସଦନର କେନ୍ଦ୍ରୀୟ ହଲରେ ଆୟୋଜିତ ରାଷ୍ଟ୍ରମଣ୍ଡଳ ବାଚସ୍ପତି ଏବଂ ପୀଠାସୀନ ଅଧିକାରୀଙ୍କ ୨୮ତମ ସମ୍ମିଳନୀ (ସିଏସପିଓସି)କୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏକ ସଂସଦୀୟ ଗଣତନ୍ତ୍ରରେ ବାଚସ୍ପତିଙ୍କ ଭୂମିକା ଅନନ୍ୟ। ବାଚସ୍ପତିଙ୍କୁ କହିବାକୁ ଅଧିକ ସୁଯୋଗ ମିଳେ ନାହିଁ; କିନ୍ତୁ ତାଙ୍କର ଦାୟିତ୍ୱ ହେଉଛି ଅନ୍ୟମାନଙ୍କ କଥା ଶୁଣିବା ଏବଂ ସମସ୍ତଙ୍କୁ କହିବାର ସୁଯୋଗ ସୁନିଶ୍ଚିତ କରିବା। ଧୈର୍ଯ୍ୟ ହେଉଛି ବାଚସ୍ପତିମାନଙ୍କର […]

Read More Text.