649 e1777302639115 300x167

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଏଫଟିଏ ସ୍ୱାକ୍ଷରିତ

ନୂଆଦିଲ୍ଲୀ : ଭାରତ ପାଇଁ ଖୁସି ଖବର। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଏଫଟିଏ ସ୍ୱାକ୍ଷରିତ ହେବା ପରେ ଅନେକ ଲାଭ ମିଳିବ। ଅନେକ ଜିିନିଷ ଶସ୍ତା ହେବ। ବିଶ୍ୱ ଆର୍ଥିକ ଅନିଶ୍ଚିତତା ମଧ୍ୟରେ, ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ଏକ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ) ସ୍ୱାକ୍ଷର କରି ଏକ ନୂତନ ଯୁଗର ସୂତ୍ରପାତ କରିଛନ୍ତି। ମାତ୍ର ନଅ ମାସ ମଧ୍ୟରେ ପ୍ରସ୍ତୁତ ହୋଇଥିବା ଏହି ଚୁକ୍ତିନାମାକୁ ଦୁଇ ରାଷ୍ଟ୍ର ମଧ୍ୟରେ ଦୃଢ଼ କୂଟନୈତିକ ସଂକଳ୍ପ […]

Read More Text.
Pm modi 2 300x169

ଏଥର ବଙ୍ଗଳାରେ ଫୁଟିବ ପଦ୍ମ: ପ୍ରଧାନମନ୍ତ୍ରୀ ମୋଦୀ

କଲକାତା : ଘରୁ ବାହାରିବା ପରଠାରୁ ଲୋକଙ୍କ ମଧ୍ୟରେ ରହିବାରେ ପ୍ରକୃତ ଖୁସି ଏବଂ ସେମାନେ ତାଙ୍କ ପରିବାର। ଏଥର ବଙ୍ଗଳାରେ ମଧ୍ୟ ଫୁଟିବ ପଦ୍ମ। ନିକଟ ଅତୀତରେ ବିହାର ‘କମଳ’କୁ ପ୍ରସ୍ଫୁଟିତ କରିଛି, ଓଡ଼ିଶା କମଳକୁ ପ୍ରସ୍ଫୁଟିତ କରିଛି ଏବଂ ବର୍ତ୍ତମାନ ବଙ୍ଗଳାର ପାଳି। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଏପ୍ରିଲ ୨୯ ବୁଧବାର ଦିନ ହେବାକୁ ଯାଉଛି। ଆଜି ଏହି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାରର ଶେଷ ଦିନ। ଏହି […]

Read More Text.
859bdd39 76fb 4669 a2f4 56e9e2ef62e3 2026 04 27 18 03

ବିରିୟାନି ପରେ ତରଭୁଜ ଖାଇବା ହେଲା କାଳ, ଗୋଟିଏ ପରିବାରର ୪ ମୃତ

ମୁମ୍ବାଇ : ଆଗେ ଖାଇଲେ ବିରିୟାନି। ତା’ପରେ ତରଭୁଜ। ହେଲେ ସକାଳ ହେଲା ବେଳକୁ ଆଖି ବୁଜିଲେ ଗୋଟିଏ ପରିବାରର ୪ ସଦସ୍ୟ। ଏହି ଘଟଣା ଏବେ ହଇଚଇ ସୃଷ୍ଟି କରିଛି। ମୁମ୍ବାଇରୁ ଆସିଥିବା ଏହି ଆଶ୍ଚର୍ଯ୍ୟଜନକ ଘଟଣାକୁ ନେଇ ଏବେ ଚାଞ୍ଚଲ୍ୟ ଖେଳିଯାଇଛି। ଗୋଟିଏ ପରିବାରର ଚାରିଜଣ ସଦସ୍ୟଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ ଘଟିଛି। ରିପୋର୍ଟ ଅନୁଯାୟୀ ପରିବାରର ପାଞ୍ଚ ଜଣ ସଦସ୍ୟ ରାତି ପ୍ରାୟ ୧୦:୦୦ ଟାରେ ବିରିୟାନି ଖାଇଥିଲେ। ଏହା ପରେ, ରାତି […]

Read More Text.
Swiss air

ଉଡ଼ାଣ ଭରୁଥିବା ବେଳେ ବିମାନ ଇଂଜିନରେ ଲାଗିଲା ନିଆଁ, ୬ ଯାତ୍ରୀ ଆହତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନବନ୍ଦରରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସ୍ବିଜରଲାଣ୍ଡ ଜୁରିଚ୍ ଯିବାକୁ ଥିବା ସ୍ବିସ୍ ଏୟାରଲାଇନ୍ସର ବିମାନ ଉଡ଼ାଣ ଭରୁଥିବା ସମୟରେ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନ ଇଂଜିନରେ ନିଆଁ ଲାଗିବା ଜାଣିବା ପରେ ଯାତ୍ରୀମାନେ ଭୟଭୀତ ହୋଇଯାଇଥିଲେ । ଯାତ୍ରୀମାନେ ଭୟରେ ଚିତ୍କାର କରିଥିଲେ । ବିମାନରେ ମୋଟ ୨୨୮ ଜଣ ଯାତ୍ରୀ ଏବଂ ୪ ଜଣ ଶିଶୁ ଥିଲେ । ଘଟଣାରେ ୬ ଯାତ୍ରୀ ଆହତ […]

Read More Text.
Colombia

ବସରେ ଭୟଙ୍କର ବିସ୍ଫୋରଣ, ୧୩ ଯାତ୍ରୀ ମୃତ

କଲମ୍ବିଆ: କଲମ୍ବିଆର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ହିଂସା ପୁଣି ଥରେ ଭୟଙ୍କର ରୂପ ନେଇଛି । ଶନିବାର ଦିନ ଏକ ବସରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତି କମରେ ୩୮ ଜଣ ଆହତ ହୋଇଥିବା ଜଣାପଡ଼ିଛି । ସେନା ମୁଖ୍ୟ ସ୍ପଷ୍ଟ ଭାବରେ ଏହି ଆକ୍ରମଣକୁ ‘ଆତଙ୍କବାଦୀ ଆକ୍ରମଣ’ ବୋଲି କହିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, କାଉକା ଅଞ୍ଚଳର କାଜିବିଓ ଅଞ୍ଚଳର ପାନାମେରିକାନ୍ ହାଇୱେରେ ବସରେ ଯାତ୍ରୀ ଭର୍ତ୍ତି […]

Read More Text.
Trump 1 300x169

ଡିନର ପାର୍ଟିରେ ଗୁଳିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରାଷ୍ଟ୍ରପତି ଟ୍ରମ୍ପ

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ଡିନର ପାର୍ଟିରେ ଆଟାକ । ଘେରିଗଲେ ସୁରକ୍ଷାକର୍ମୀ । ରାତିରେ ୱାଶିଂଟନ ହିଲଟନ୍ ଠାରେ ଆୟୋଜିତ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଡିନର ସମୟରେ ଗୁଳିମାଡ଼ ହୋଇଥିଲା । ଗୁଳି ଶବ୍ଦ ଶୁଣାଯିବା ପରେ ସେଠାରେ ଆତଙ୍କ ଖେଳିଯାଇଥିଲା । ଗୁଳି ଶବ୍ଦ ଶୁଣାଯିବା ମାତ୍ରେ ସିକ୍ରେଟ୍ ସର୍ଭିସ୍ ଏଜେଣ୍ଟମାନେ ତୁରନ୍ତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଏବଂ ଉପ-ରାଷ୍ଟ୍ରପତି ଜେଡି ଭାନ୍ସଙ୍କୁ ଷ୍ଟେଜରୁ ସୁରକ୍ଷିତ ଭାବେ ବାହାର କରି ନେଇଥିଲେ । […]

Read More Text.
AP21035566332343 e1722869034967 640x400

ଦୁଇ ମାସ ପରେ ତେହେରାନ ବିମାନବନ୍ଦରରୁ ପ୍ରଥମ ଥର ଉଡ଼ାଣ ଭରିଲା ବିମାନ

ନୂଆଦିଲ୍ଲୀ: ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିବାର ଦୁଇ ମାସ ପରେ ଶନିବାର ପ୍ରଥମ ଥର ପାଇଁ ଇରାନ ରାଜଧାନୀ ତେହେରାନର ଅନ୍ତର୍ଜାତୀୟ ବିମାନବନ୍ଦରରୁ ବାଣିଜ୍ୟିକ ବିମାନ ଉଡ଼ାଣ ଆରମ୍ଭ କରିଛି। ଇରାନର ସରକାରୀ ଗଣମାଧ୍ୟମ ଅନୁସାରେ ଶନିବାର ଇସ୍ତାନବୁଲ, ମସ୍କଟ ଏବଂ ସାଉଦି ଆରବର ମଦିନା ଅଭିମୁଖେ ତେହେରାନର ଇମାମ ଖାମନେଇ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରିଛି। ଇରାନ ଏୟାର ୫୬ଦିନ ପରେ ତେହେରାନରୁ ଦ୍ୱିତୀୟ ବୃହତ୍ତମ ସହର ମଶାଦକୁ […]

Read More Text.
HGv9sfubkAAemy0

ହିଂସାତ୍ମକ ମନ୍ତବ୍ୟ ପାଇଁ ଶାହଙ୍କ ବିରୋଧରେ “ଆଇନଗତ ମାମଲା” ରୁଜୁ କରିବେ ମମତା !

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ରାଜନୈତିକ ଉତ୍ତେଜନା ବୃଦ୍ଧି କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର କହିଛନ୍ତି ଯେ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ହିଂସାତ୍ମକ ମନ୍ତବ୍ୟ ପାଇଁ “ଆଇନଗତ ମାମଲା” ରୁଜୁ କରିବାକୁ ଯାଉଛନ୍ତି। ହୁଗୁଳିରେ ଏକ ସମାବେଶକୁ ସମ୍ବୋଧିତ କରି ମମତା କହିଛନ୍ତି, ଆମେ ଅମିତ ଶାହଙ୍କ ହିଂସାତ୍ମକ ମନ୍ତବ୍ୟ ପାଇଁ ଏକ ଆଇନଗତ ମାମଲା ରୁଜୁ କରିବାକୁ ଯାଉଛୁ। ଗୃହମନ୍ତ୍ରୀ ଭାବରେ ସେ ଏପରି ମନ୍ତବ୍ୟ ଦେଇପାରିବେ ନାହିଁ। […]

Read More Text.
Iran

ଯୁଦ୍ଧ ରୋକିବାକୁ ପାକିସ୍ତାନରେ ବଡ଼ ବୈଠକ, ଆମେରିକା ଓ ଇରାନ ମଧ୍ୟରେ ସ୍ଥିତି ଗମ୍ଭୀର

ନୂଆଦିଲ୍ଲୀ: ପାକିସ୍ତାନରେ ଇରାନର ବୈଦେଶିକ ମନ୍ତ୍ରୀ ଅବ୍ବାସ ଆରାଗଚି । ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ମନ୍ତ୍ରୀ ଇଶାକ୍ ଦାର୍, ଇରାନର ବୈଦେଶିକ ମନ୍ତ୍ରୀ ଅବ୍ବାସ ଆରାଘଚିଙ୍କୁ ଇସଲାମାବାଦରେ ସ୍ୱାଗତ କରିଛନ୍ତି । ଏହି ଅବସରରେ ପାକିସ୍ତାନ ସେନା ମୁଖ୍ୟ ଫିଲ୍ଡ ମାର୍ଶଲ ସୟଦ ଅସୀମ ମୁନୀର ଏବଂ ଗୃହମନ୍ତ୍ରୀ ମୋହସିନ ନକଭି ମଧ୍ୟ ଉପସ୍ଥିତ ଥିଲେ। ଯୁଦ୍ଧ ରୋକିବାକୁ ପାକିସ୍ତାନରେ ଗୁରୁତ୍ବପୂର୍ଣ୍ଣ ବୈଠକ ହେବ । ଆମେରିକା-ଇରାନ ମଧ୍ୟରେ ଶାନ୍ତି ପାଇଁ ପାକିସ୍ତାନରେ ବଡ଼ ବୈଠକ । […]

Read More Text.