ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ସନ୍ଦିଗ୍ଧ ଅଟକ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ସନ୍ଦିଗ୍ଧ ଅଟକ । ଏକାଧିକ ତଦନ୍ତକାରୀ ସଂସ୍ଥା ଦ୍ଵାରା ଚାଲିଛି ଜେରା । ଦିଲ୍ଲୀ ଲାଲକିଲା ନିକଟରେ କାର୍ ବିସ୍ଫୋରଣ ଘଟଣାରେ ୧୨ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ତଦନ୍ତ ଦଳ । ସନ୍ଦିଗ୍ଧକୁ ସମସ୍ତ ତଦନ୍ତକାରୀ ଦଳ ଜେରା କରୁଥିବା ସୂଚନା ରହିଛି । ଆଜି ସକାଳେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନ୍ଆଇଏ କୁ ମଧ୍ୟ ଘଟଣାର ତଦନ୍ତ ଦାୟୀତ୍ଵ ଦିଆଯାଇଛି । ଦିଲ୍ଲୀ ଲାଲକିଲ୍ଲା ନିକଟରେ ଏକ ଶକ୍ତିଶାଳୀ […]
Read More Text.