ବିଷ ବଳୟରେ ଛଟପଟ ଦିଲ୍ଲୀବାସୀ
ନୂଆଦିଲ୍ଲୀ : ବିଷବଳୟ ପାଲଟିଛି ଦିଲ୍ଲୀ । ପୁଣିଥରେ ବିଷାକ୍ତ ବାୟୁ ବଳୟରେ ଛଟପଟ ହେଉଛନ୍ତି ଦିଲ୍ଲୀବାସୀ । ବାୟୁର ମାନ ଶନିବାର ସାଂଘାତିକ ରୂପ ନେବା ପରେ ଅଧିକ କଟକଣା ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି । ସହରର ବିଭିନ୍ନ ସ୍ଥାନରେ ଏକ୍ୟୁଆଇ ୪୦୦ ଟପିଛି । ଅଲୀପୁରରେ ୪୧୭, ଆଇଟିଓରେ ୪୦୮, ନେହରୁ ନଗରରେ ୪୦୭, ପଟପଡଗଂଜରେ ୪୦୩ ଏବଂ ପଞ୍ଜାବ ବାଗରେ ୪୦୪ ରହିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ […]
Read More Text.