ବାଂଲାଦେଶରେ ତୀବ୍ରତା ୫.୭ ଭୂମିକମ୍ପ, ୩ ମୃତ
ବାଂଲାଦେଶ: ଆଜି ସକାଳ ୧୦:୧୦ରେ ବାଂଲାଦେଶର ବିଭିନ୍ନ ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲ ଏହାର ତୀବ୍ରତା ୫.୭ ମାପିଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ଥିଲା । ଯାହା ଫଳରେ ପ୍ରାୟ ୧୭ ସେକେଣ୍ଡ ପାଇଁ ଭୂମି ଥରି ଉଠିଥିଲା, ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ । ଭୂମିକମ୍ପ ଯୋଗୁଁ ବାଂଲାଦେଶରେ ୩ ଜଣଙ୍କର ମୃତ୍ୟୁ ହୋଇଥିବ ସୂଚନା ରହିଛି । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓସାଇନ୍ସର ସୂଚନା […]
Read More Text.