ଅହମ୍ମଦ ସିଦ୍ଦିକିଙ୍କୁ ୧୩ ଦିନିଆ ରିମାଣ୍ଡରେ ନେଲା ଇଡି
ନୂଆଦିଲ୍ଲୀ : ୧୩ ଦିନିଆ ଇଡି ରିମାଣ୍ଡରେ ଅଲ୍ ଫଲାହ ପ୍ରତିଷ୍ଠାତା ଜାଭେଦ୍ ଅହମ୍ମଦ ସିଦ୍ଦିକି । ଡିସେମ୍ବର ୧ ତାରିଖ ଯାଏଁ ଇଡି ରିମାଣ୍ଡରେ ରହିବେ ସିଦ୍ଦିକି । ମନି ଲଣ୍ଡ୍ରିଂ ମାମଲାରେ ସିଦ୍ଦିକିଙ୍କୁ ଗତକାଲି ଗିରଫ କରିଥିଲା ଇଡି । ଦିଲ୍ଲୀ ବିସ୍ଫୋରଣ ପରେ ସ୍କାନରରେ ରହିଛି ଫରିଦାବାଦର ଅଲ୍ ଫଲାହ ୟୁନିଭର୍ସିଟି । ଦିଲ୍ଲୀ ବିସ୍ଫୋରଣ ମାମଲାରେ ତଦନ୍ତ ପ୍ରକ୍ରିୟା ଅଧୀନରେ ଗତକାଲି ଇଡି ଅଲ୍ ଫଲାହ ଗ୍ରୁପ୍ ସହ ଜଡ଼ିତ ବିଭିନ୍ନ ଠିକଣାରେ […]
Read More Text.